-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||     

HOME   ଜିଲ୍ଲା

ଜିଲ୍ଲା କୁଲ୍‌ତା ସମାଜର ବାର୍ଷକସଭା ଓ ମହାପୁଜା ସମାଜର ସମସ୍ତ ପୁଅ,ଝିଅ ଯୁକ୍ତ ଦୁଇ ପଢିବା ବାଧ୍ୟତା ମୁଳକ ନିଷ୍ପତି

01-Nov-2020



ଉଲୁଣ୍ଡା (ଗୌର ଚନ୍ଦ୍ର ପରିଚ୍ଛା)- ଉଲୁଣ୍ଡା ବ୍ଲକ ତେଲେଣ୍ଡା ପୀଠରେ ଜିଲ୍ଲା କୁଲୁତା ସମାଜର ଇଷ୍ଟଦେବୀ ଶ୍ରୀଶ୍ରୀ ରାମେଶ୍ୱର ବାବା ଓ କରୁଣା ମୟୀ ମାଁ ରାମଚଣ୍ଡିଙ୍କ ବାର୍ଷୀକ ମହାପୁଜା ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ବ୍ଲକର ପଲାସ ଏବଂ କହ୍ନେଇପାଲି ଗ୍ରାମର ଯୁବଗୋଷ୍ଠି ମହାନଦୀରୁ ପାଣି ଆଣି ଇଷ୍ଟଦେବୀଙ୍କ ଠାରେ  ଜଲାଶୟ କରାଯାଇଥିଲା । ପରେ ମହାଆଲତୀ ଦେବା ପରେ ପୁଜା କାର୍ଯ୍ୟ ସମ୍ପାଦନ ହୋଇଥିଲା ।  ମହାଦେବ ଭୋଇ ସମସ୍ତ ପୂଜା କାର୍ଯ୍ୟ ତୁଲାଇଥିଲେ ।  ଏହି ଅବଶରରେ ଧୃବଚରଣ ପଧାନଙ୍କ ସଭାପତିତ୍ୱରେ ବାର୍ଷୀକ ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ମୁଖ୍ୟ ଅତିଥି ଭାବରେ ଏସ ମହଦାର କଲ୍ପ ପଧାନ, ସମ୍ମାନୀତ ଅତିଥି ଭାବରେ  ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷ ସନ୍ତୋଷ ଭୋଇ, ଲକ୍ଷ୍ମଣ ପଧାନ, ସମ୍ବଲପୁରର ଜଟା ଭୁଷଣ ସାହୁ ଯୋଗଦେଇ ବିଭିନ୍ନ ସମସ୍ୟା ଉପରେ ଆଲୋକପାତ କରିଥିଲେ । ବିଶେଷକରି ସମାଜର ଶୃଙ୍ଖଳିତ, ସାମାଜିକ ସ୍ତରରେ ଆର୍ଥୀକ ସମସ୍ୟା, ଶିକ୍ଷା, ଚାଷୀ ତଥା ଚାଷର ଉନ୍ନତୀ, ନାରୀଶିକ୍ଷା, କୁସଂସ୍କାର ଆଦି ଉପରେ ଆଲୋଚନା କରିବା ସହ ସମାଜର ସମସ୍ତ ପୁଅ,ଝିଅ ଯୁକ୍ତ ଦୁଇ ପର୍ଯ୍ୟନ୍ତ ପାଠ ପଢୀବା ବାଧ୍ୟତା ମୂଳକ କରାଜିବା ପାଇଁ ସର୍ବସମ୍ମତି କ୍ରମେ ନିଷ୍ପତି ନିଆଯାଇଥିଲା । ଜିଲ୍ଲା କୁଲ୍‌ତା ସମାଜର ସୋନପୁର ସଂମ୍ପାଦକ କ୍ଷେତ୍ରବାସୀ ପଧାନ ବାର୍ଷୀକ ବୀବରଣୀ ପାଠ କରିବା ସହିତ ରାଜ୍ୟରେ କୁଲୁତା ସମାଜର ମହାସଭା ଶହେବର୍ଷ ପୁର୍ତୀ ଅବଶରରେ  ଆସନ୍ତା ବର୍ଷ ବରଗଡ ଠାରେ ସୁବର୍ଣ୍ଣ ଜୟନ୍ତୀ ପାଲନ କରିବା ପାଇଁ ସମସ୍ତଙ୍କ ସହଯୋଗ କାମନା କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଭାସ୍କର ବେହେରା, ରାଜକୁମାର ଭୋଇ, କେଶବ ବୁଧିଆ, ଚଣ୍ଡାଲ ପଧାନ, କର୍ଣ୍ଣରାଜ ପଧାନ, ଘାସିରାମ ସାହୁ, ନାରାୟଣ ପଧାନ,  ବୃନ୍ଦାବନ ପଧାନ, ଜଗଦିସ ପଧାନ, ମାଗୁଣୀ ପଧାନ, ନେହେରୁ ପଧାନ, ଭାଗିରଥି ଭୋଇ, ସଚିଦାନନ୍ଦ ବେହେରା ପ୍ରମୁଖ କାର୍ଯ୍ୟକ୍ରମକୁ ପରିଚାଲନା କରିଥିବା ବେଲେ ରାମପୁରର ଗୌନ୍ତିଆ ପ୍ରଫୁଲ୍ଲ ପଧାନ କୁଲୁତା ଜାତିର ଉତ୍ପତି , ସ୍ଥିତି ଓ ଭବିଶ୍ୟତ ସମେତ ମାଁ ରାମଚଣ୍ଡୀଙ୍କ ଶକ୍ତି ସ୍ୱରୂପ ଉପରେ ପ୍ରବଚନ ଦେଇଥିଲେ । ଶମ୍ଭୂପ୍ରଶାଦ ପଧାନ ଧନ୍ୟବାଦ ଦେଇଥିଲେ । 
 


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026
  ଜିଲ୍ଲା  
ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି   24-Jun-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   24-Jun-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   24-Jun-2026
  ଜିଲ୍ଲା  
ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   24-Jun-2026
  ଜିଲ୍ଲା  
୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   24-Jun-2026

You Might Also Like