-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ମନୋରଞ୍ଜନ

ନୀଳଗିରି ମଦିଆ କୁମ୍ଭାର କୁନି ଝିଅର କାହାଣୀକୁ ମିଳିଲା ସମ୍ନାନ, ଅନ୍ତର୍ଜାତୀୟ ଫିଲ୍ମ ପୁରସ୍କାରରେ ସିନେମା ପୁରସ୍କୃତ

15-Sep-2021



ନୀଳଗିରି(ପ୍ରେରଣା ଖବର ): ଜେବିଏସ୍ ଓ ଓରିଫାର୍ମିଙ୍ଗ ଭୁବନେଶ୍ୱର ଦ୍ବାରା ଆୟୋଜିତ ୨ୟ କୋଭିଡ ଅନ୍ତର୍ଜାତୀୟ ଫିଲ୍ମ ଫେଷ୍ଟିଭାଲ ୨୦୨୧ ରେ ବାଲେଶ୍ଵରର ବିଶିଷ୍ଟ ଶିଳ୍ପୀ କେଶୁଦାସଙ୍କ ନିର୍ଦ୍ଦେଶିତ ଏ ଲିଟିଲ ପଟସେର୍ଡ ଆର୍ଟିଷ୍ଟ ଇନ୍ କୋଭିଡ ୧୯ (କରୋନା କାଳରେ ଜଣେ କୁନି ଖପରାଶିଳ୍ପୀ) ଆନ୍ତର୍ଜାତୀୟ ପୁରସ୍କାର ପାଇଛି । ବାଲେଶ୍ଵର ଜିଲ୍ଲା ନୀଳଗିରି ଆଦିବାସୀ ବ୍ଳକର ଶିଆଡିମାଳ ପଞ୍ଚାୟତର କୂଳଡିହା ଅଭୟାରଣ୍ୟ ପାଦ ଦେଶରେ ଥିବା ବାବନ୍ଧ ଗ୍ରାମରେ ବସବାସ କରୁଥିବା ଆଦିବାସୀ ମଦିଆ କୁମ୍ଭାର ପରିବାରର ଝିଅ ଶିଲୀ ଯେକି ସପ୍ତମ ଶ୍ରେଣୀରେ ପଢ଼ୁଥିବା ବେଳେ ଜଣେ କୁନି ଖପରାଶିଳ୍ପୀ ଭାବେ ପରିଚିତ ଥିଲେ ।

କରୋନା ସମୟରେ ଲୋକମାନଙ୍କୁ କୋରନା ସଚେତନତା କରିବା ସହ ଗାଁରେ ପଡିଥିବା ଭଙ୍ଗା ହାଣ୍ଡି ଖପରା କାତିକୁ ଚିତ୍ରକାନ୍ଥ ଆଙ୍କୁଥିବାର ନଜରକୁ ଆସିଥିଲା । ଏଭଳି ପ୍ରତିଭା ଚିହ୍ନଟ କରି ସେ ସୁନ୍ଦର ଭାବରେ ପ୍ରଦର୍ଶିତ କରିଥିଲେ ୧୦ ମିନିଟ କ୍ଷୁଦ୍ର ଚଳଚ୍ଚିତ୍ରରେ।ଭାରତ ସହ ବ୍ରାଜ଼ୀଲ,ଫ୍ରାନ୍ସ, ଆଫଗାନିସ୍ଥାନ,ଆଫ୍ରିକା, ମୋରୋକକୋ, ଇସ୍ରାଇଲ, ଇରାକ, ଇରାନ,ପର୍ତ୍ତୁଗାଲ, ବାଙ୍ଗଲାଦେଶ,ଉଜ଼ବେକିସ୍ଥାନ,ଆଲଜେରିଆରୁ ୨୭୫ଟି ଚଳଚିତ୍ର ସ୍ଥାନିତ ହୋଇଥିବା ବେଳେ ଓଡ଼ିଶାର ୧୦ଟି କ୍ଷୁଦ୍ର ଚଳଚ୍ଚିତ୍ର ସ୍ଥାନିତ ହୋଇଥିଲା।

ବାଲେଶ୍ଵର ଜିଲ୍ଲାରୁ ଏହା ଏକମାତ୍ର ଫିଲ୍ମ ମନୋନୀତ ହୋଇଥିଲା।ଏହା ଗତ ୬,୭,୮ ତାରିଖରେ ଅନଲାଇନ ଫେଷ୍ଟିଭାଲ ଅନୁଷ୍ଠିତ ହୋଇଥିଲା।କୁନି ଝିଅ ମାଟିହାଣ୍ଡି ଭାଡ଼ି ଉପରେ ନଦୀପାର ହେବା ଓ ଭଙ୍ଗା ହାଣ୍ଡିର ଖପରା କାତିରେ ଚିତ୍ର ଆଙ୍କିବା ସମସ୍ତଙ୍କ ହୃଦୟ ଜିଣି ପାରିଛି।ଏହି ଚଳଚିତ୍ରକୁ ଶ୍ରେଷ୍ଠ ଚଳଚିତ୍ର ପୁରସ୍କାର ପାଇଥିବା ବେଳେ ଶ୍ରେଷ୍ଠ ଅଭିନେତ୍ରୀ ଭାବେ କୁନି ଝିଅ ସିଲି ଘୋଷଣା ହୋଇଥିବା ବେଳେ ଶ୍ରେଷ୍ଠ ନିର୍ଦେଶକ ଭାବେ କେସୁ ଦାସ,ଶ୍ରେଷ୍ଠ ଆଲୋଚକ ଭାବେ ବିଜୟ କୁମାର ଆଚାର୍ଯ୍ୟ ଙ୍କ ନାମ ଘୋଷଣା କରିଥିଲେ।

ଏହା ଜେବିଏସ ଓ ଓରି ଫାର୍ମୀଂ ତରଫରୁ ପୁରସ୍କାର ଘୋଷଣା କରିଥିବା ବେଳେ ମୁଖ୍ୟଅତିଥି ଭାବେ ମାର୍ଥ ନର୍ଥହକ ଯୋଗଦେଇ ଭରଚୁଆଲ ମାଧ୍ୟମରେ ପୁରସ୍କାର ପ୍ରଦାନ କରିଛନ୍ତି।ଏଭଳି ଘୋଷଣା ଗତକାଲି ହୋଇଥିବା ବେଳେ ଆସନ୍ତା ୧୮ ତାରିଖ ରେ କୁନି ଝିଅର ଘରକୁ ଯାଇ ଟ୍ରଫି ଓ ସାର୍ଟିଫିକେଟ ପ୍ରଦାନ କରାଯିବ ବୋଲି ସୂଚନା ମିଳିଛି।ଏଭଳି ଖବର ମିଳିବା ପରେ ଅଂଚଳରେ ଆନନ୍ଦର ଲହରୀ ଖେଳି ଯାଇଛି।

 


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like

  ମନୋରଞ୍ଜନ  

Jj

               
  ମନୋରଞ୍ଜନ  

Nnm