-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଶି‍କ୍ଷା ଓ ନିଯୁକ୍ତି

ପ୍ରକାଶ ପାଇଲା JEE ମେନ୍‌ ରେଜଲ୍ଟ, ରାଙ୍କ ୱାନ୍‌ରେ ୧୮ ଜଣ

15-Sep-2021



ନୂଆଦିଲ୍ଲୀ(ପ୍ରେରଣା ଖବର ବ୍ୟୁରୋ ):: ପ୍ରକାଶ ପାଇଛି ଚଳିତ ଥରର ଜେଇଇ ମେନ୍ ପରୀକ୍ଷା ଫଳ। ନାସନାଲ ଟେଷ୍ଟିଂ ଏଜେନ୍ସି ଦ୍ୱାରା ପରିଚାଳିତ ପରୀକ୍ଷାରେ ଏଥର ସର୍ବଭାରତୀୟ ସ୍ତରରେ ପ୍ରଥମ ରାଙ୍କରେ ୧୮ ଜଣ ଛାତ୍ରଛାତ୍ରୀ ରହିଛନ୍ତି । ୪୪ ଜଣ ଛାତ୍ରଛାତ୍ରୀ ଶତପ୍ରତିଶତ ମାର୍କ ଆଣିଛନ୍ତି। ପରୀକ୍ଷାର୍ଥୀ ନିଜ ରାଙ୍କ NTA ୱେବସାଇଟ୍ jeemain.nta.nic.inରେ ଦେଖିପାରିବେ।ସର୍ବଭାରତୀୟ ସ୍ତରରେ ସିଧାସଳଖ ଇଞ୍ଜିନିୟରିଂ ପାଠକ୍ରମରେ ଛାତ୍ରଛାତ୍ରୀ ଆଡମିଶନ୍ ଏହାଦ୍ୱାରା କରିପାରିବେ। ଗତ ମାସ ୨୬, ୨୭, ୩୧ ଏବଂ ସେପ୍ଟେମ୍ବର ୧ ଓ ୨ ତାରିଖରେ ସାରା ଦେଶରେ ଅନୁଷ୍ଠିତ ହୋଇଥିଲା ଏହି ପରୀକ୍ଷା। ଦେଶର ପ୍ରାୟ ୭ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ସେଥିରୁ ରାଜ୍ୟର ପ୍ରାୟ ଲକ୍ଷେ ଛାତ୍ରଛାତ୍ରୀ ଅଛନ୍ତି। ଚଳିତବର୍ଷ ୪ଟି ପର୍ଯ୍ୟାୟରେ ଜେଇଇ ମେନ୍ ଅନୁଷ୍ଠିତ ହୋଇଥିଲା। ୪ଟି ପରୀକ୍ଷାରୁ ଛାତ୍ରଛାତ୍ରୀଙ୍କ ସର୍ବଶ୍ରେଷ୍ଠ ପ୍ରଦର୍ଶନକୁ ଗ୍ରହଣ କରାଯାଇଛି।

କରୋନା ଯୋଗୁଁ ପରିସ୍ଥିତିକୁ ଧ୍ୟାନରେ ରଖି JEE-ମେନ୍ ପରୀକ୍ଷା ଚଳିତ ବର୍ଷ ଚାରିଥର କରାଯାଇଥିଲା ଏବଂ ଛାତ୍ରଛାତ୍ରୀମାନଙ୍କୁ ସେମାନଙ୍କର କାର୍ଯ୍ୟଦକ୍ଷତାକୁ ଉନ୍ନତ କରିବାର ସୁଯୋଗ ଦେଇଥିଲା । ଫେବୃଆରୀ ଏବଂ ମାର୍ଚ୍ଚରେ ଦୁଇଥର ପରୀକ୍ଷା କରାଯାଇଥିଲା। ତୃତୀୟ ପର୍ଯ୍ୟାୟ ପରୀକ୍ଷା ଜୁଲାଇ ୨୦-୨୫ରେ କରାଯାଇଥିଲା। ଚତୁର୍ଥ ପର୍ଯ୍ୟାୟ ୨୬ ଅଗଷ୍ଟରୁ ସେପ୍ଟେମ୍ବର ୨ ମଧ୍ୟରେ ଅନୁଷ୍ଠିତ ହୋଇଥିଲା | ପୂର୍ବ ନିର୍ଦ୍ଧାରିତ ନୀତି ଅନୁଯାୟୀ, ଚାରି ପର୍ଯ୍ୟାୟ ପରୀକ୍ଷା ପରେ ଶେଷରେ ପ୍ରାର୍ଥୀଙ୍କ ରାଙ୍କ ଘୋଷଣା କରାଯାଇଛି।

 


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like

           
  ଶି‍କ୍ଷା ଓ ନିଯୁକ୍ତି  

୯୩% ମାର୍କ ରଖ୍ ସଫଳତା ପାଇଲେ ସନ୍ଦୀପ

           
  ଶି‍କ୍ଷା ଓ ନିଯୁକ୍ତି  

ଆଜିଠାରୁ ହେବ ସକାଳୁଆ ସ୍କୁଲ