-+91-9937148622 |

prerana_bgr@rediffmail.com |

  Friday 20th March 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶା ରାଜ୍ୟ ସଂଗ୍ରହାଳୟରେ ଐତିହାସିକ ହର୍‌ମାନ କୁଲ୍‌କେଙ୍କ ସ୍ମୃତିଚାରଣ    (20-Mar-2026)       ||      ବରୀ -ବିଞ୍ଝାରପୁର ରାସ୍ତା ର ଚିଙ୍ଗୁଡ଼ିଆ ନାଳ ରେ ନିର୍ମାଣ ହେବ ହାଇ ଲେବୁଲ ବ୍ରିଜ   (20-Mar-2026)       ||      *ନୂଆପଡାରେ ଡୁଡା ସମୀକ୍ଷା ବୈଠକ ଅନୁଷ୍ଠିତ : ରାଜସ୍ୱ ସଂଗ୍ରହରେ ଉନ୍ନତି ପାଇଁ ଜିଲ୍ଲାପାଳଙ୍କ ଗୁରୁତ୍ୱ*   (19-Mar-2026)       ||      ବରପାଲି ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ହିନ୍ଦୁ ନବ ବର୍ଷ ପାଳିତ ,   (19-Mar-2026)       ||      ରାଜ୍ୟସ୍ତରୀୟ କୋଶଲି ନାଟବାଦୀ-ନାଟଯାତ୍‌ରା ଦ୍ୱିତୀୟ ସଂନ୍ଧ୍ୟାରେ  ନାଟକ “ଗୁଟେ ରାତିର କଥା” ଓ “ସୀତାଚୋରୀ” ମଞ୍ଚସ୍ଥ   (19-Mar-2026)       ||      *ସୋନପୁର କଲେଜ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କଲେ ଜିଲ୍ଲାପାଳ ଓ ଏସ୍ ପି*-   (19-Mar-2026)       ||      ବଲାଙ୍ଗୀର ମ୍ୟୁନିସିପାଲିଟିରେ ଏଲ ପି ଜି ସିଲିଣ୍ଡର ଅବୈଧ ବ୍ୟବହାର ବିରୋଧରେ ଏନଫୋର୍ସମେଣ୍ଟ କାର୍ଯ୍ୟ   (19-Mar-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ହିନ୍ଦୁ ନବବର୍ଷ ପାଳିତ ।   (19-Mar-2026)       ||      ବିଧାନସଭାରେ ଉଠିଲା ସୁକତେଲ ପ୍ରକଲ୍ପ ବିସ୍ଥାପିତ ଓ ଖଣିଖନନ ପ୍ରସଙ୍ଗ   (19-Mar-2026)       ||      ଆସନ୍ତା ମାର୍ଚ୍ଚ ୨୨ରୁ ୨୬ ପର୍ଯ୍ୟନ୍ତ ତାଲପାଲିପଡା ରାମମନ୍ଦିର ବିଗ୍ରହପ୍ରତିଷ୍ଠା ଉତ୍ସବ   (19-Mar-2026)       ||      ନୂଆଦିଲ୍ଲୀରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଜୁଏଲ ଓରାମ ଙ୍କୁ ସାକ୍ଷାତ କେଲ ରାଷ୍ଟ୍ରିୟ ବିକାଶ ବଂଜାରା ମିଶନ ସଦସ୍ଯ   (19-Mar-2026)       ||      ସାପ୍ତାହିକ ପ୍ରେରଣା ର ୨୧ତମ ସ୍ଵନକ୍ଷତ୍ର ଅବସରରେ କଲେଜସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (19-Mar-2026)       ||      ଖ୍ରୀଷ୍ଟିଆନ ଯୁବତୀ (ST)ଆଦିବାସୀ ଜାତି ପ୍ରମାଣ ପାତ୍ର ଦେଇ ଚାକିରୀ ହାତେଇବା ଉଦ୍ୟମକୁ ବିଫଳ କଲା ଅଖିଳ ଭାରତୀୟ ଭତ୍ରା ବିକାଶ ପରିଷଦ   (19-Mar-2026)       ||      ଯୁବକ ର ମୃତ୍ୟୁ ଘଟଣା କୁ ନେଇ ରାସ୍ତା ଅବରୋଧ, କ୍ଷତିପୂରଣ ଦାବିକଳେ ପରିବାର ଲୋକେ   (19-Mar-2026)       ||      ଡକାୟତି ଯୋଜନା ପଣ୍ଡ ୪ ଡକାୟତ ଗିରଫ   (19-Mar-2026)       ||      ପୋଲତଳୁ ବିପଦପୂର୍ଣ୍ଣ ବାଲି ଉତ୍ତୋଳନ   (19-Mar-2026)       ||      ଗଞ୍ଜେଇ ସହ ୪ଟି ବାଇକ ଜବତ, ୭ ଗିରଫ    (19-Mar-2026)       ||      *ଅସହାୟ ବୃଦ୍ଧ ଦମ୍ପତ୍ତି ଙ୍କ ପାଖରେ ପହଞ୍ଚିଲେ ଜିଲ୍ଲାପାଳ*- *ତଳେ ବସି ସମସ୍ୟା ବୁଝିଲେ*-   (19-Mar-2026)       ||      ସୁବର୍ଣ୍ଣପୁରରେ ଜିଲ୍ଲା ସ୍ତରୀୟ ସ୍ୱାସ୍ଥ୍ୟ ସମ୍ମିଳନୀ ଅନୁଷ୍ଠିତ   (19-Mar-2026)       ||      ଓଡ଼ିଶାର ସଫଳ ‘ଧାନ କ୍ରୟ ମଡେଲ’ ଅନୁଧ୍ୟାନ କରିଛନ୍ତି ଛତିଶଗଡ଼ ପ୍ରତିନିଧି ଦଳ   (18-Mar-2026)       ||     

HOME   ରାଜ୍ୟ

Vvb

15-Sep-2021



ଭାରତକୁ ଖୁବ୍‌ଶୀଘ୍ର ମିଳିପାରେ ଆଉ ଏକ ଟିକା। ଆସୁଛି ସିଙ୍ଗିଲ୍‌ ଡୋଜ୍‌ ଯୁକ୍ତ ଟିକା 'ସ୍ପୁଟନିକ ଲାଇଟ୍‌'। ଭାରତରେ ଏହାର ତୃତୀୟ ପର୍ଯ୍ୟାୟ ପରୀକ୍ଷାକୁ ଗ୍ରୀନ୍‌ ସିଗ୍‌ନାଲ ମିଳିଛି। ଡ୍ରଗ୍ସ୍‌ କଣ୍ଟ୍ରୋଲର୍‌ ଜେନେରାଲ୍‌ ଅଫ୍‌ ଇଣ୍ଡିଆ ତଥା ଡିସିଜିଆଇ ତରଫରୁ ଏହାକୁ ମଞ୍ଜୁରୀ ମିଳିଛି।

ଭାରତରେ ଏହି ଟିକାର ଫେଜ୍‌-୩ ପରୀକ୍ଷା ପାଇଁ ଡିସିଜାଇ ଅନୁମତି ଦେଇଛି।କରୋନାରେ ଉପରେ ତିଆରି ହୋଇଥିବା ସବଜେକ୍ଟ ଏକ୍ସପର୍ଟ କମିଟି (SEC) ସ୍ପୁଟ୍‌ନିକ ଲାଇଟ୍‌ ଟ୍ରାଏଲ ମଞ୍ଜୁରୀ ଦେବା ପାଇଁ ସିଫାରିଶ କିରିଥିଲା।*

ଏହା ପୂର୍ବରୁ ଜୁଲାଇ ମାସରେ ଏସ୍‌ଇସି ଋଷର ସିଙ୍ଗିଲ ଡୋଜ ଟିକାକୁ ଭାରତରେ ଜରୁରୀକାଳୀନ ଭାବେ ବ୍ୟବହାର କରିବା ପାଇଁ ମଞ୍ଜୁରୀ ଦେବା ଲାଗି ସିଫାରିଶ କରିଥିଲା। କିନ୍ତୁ ଭାରତରେ ପରୀକ୍ଷା ନହେବା କାରଣରୁ ଡିସିଜିଆଇ ସବଜେକ୍ଟ ଏକ୍ସପର୍ଟ କମିଟି ଏହାକୁ ଆଗ୍ରାହ୍ୟ କରି ଦେଇଥିଲେ।

ହାଇଦ୍ରାବାଦ ସ୍ଥିତ ଡଃ.ରେଡ୍ଡି ଲାବୋରୋଟରିଜ୍‌ ଗତ ବର୍ଷ ଋଷର ସ୍ପୁଟନିକ-ଭି ଟିକାକୁ ଭାରତରେ ପରୀକ୍ଷା ପାଇଁ ଋଷ ଡାଇରେକ୍ଟ ଇନ୍‌ଭେଷ୍ଟମେଣ୍ଟ ଫଣ୍ଡ ସହ ଚୁକ୍ତି କରିଥିଲା। ସେପଟେ ଭାରତରେ ପରୀକ୍ଷା ପାଇଁ ଏସ୍‌ଇସି ଡଃ.ରେଡ୍ଡିକୁ ଋଷର ସ୍ପୁଟନିକର ସିଙ୍ଗିଲ୍‌ ଡୋଜ ଟିକାର ତଥ୍ୟ ମାଗିଥିଲା।*

ଉଲ୍ଲେଖଯୋଗ୍ୟ, ନିକଟରେ 'ଦି ଲାନ୍‌ସେଟ୍‌'ରେ ପ୍ରକାଶିତ ଏକ ଅଧ୍ୟୟନରୁ ଜଣାପଡ଼ିଛି ଯେ, କୋଭିଡ୍‌-୧୯ ବିପକ୍ଷରେ 'ସ୍ପୁଟ୍‌ନିକ୍‌-ଲାଇଟ୍‌' ୭୮.୬% ରୁ ୮୩.୭% ଫଳପ୍ରଦ ହେଉଛି, ଯାହା ଅଧିକାଂଶ ଦୁଇ ଡୋଜ୍‌ ବିଶିଷ୍ଟ ଟିକା ଠାରୁ ଢ଼େର ଅଧିକ। ଆର୍ଜେଣ୍ଟିନାର ୪୦ ହଜାର ବୟସ୍କ ବ୍ୟକ୍ତିଙ୍କ ଉପରେ ଏହି ଅଧ୍ୟୟନ କରାଯାଇଥିଲା। 'ସ୍ପୁଟ୍‌ନିକ୍‌-ଲାଇଟ୍‌' ଟିକା ନେଇଥିବା ବ୍ୟକ୍ତି ଯଦି କରୋନାରେ ଆକ୍ରାନ୍ତ ହୁଅନ୍ତି ତେବେ ସେମାନେ ଡାକ୍ତରଖାନା ଯିବା ସମ୍ଭାବନାକୁ ୮୨.୧% ରୁ ୮୭.୬% ପର୍ଯ୍ୟନ୍ତ ହ୍ରାସ ପାଉଛି ବୋଲି ଅଧ୍ୟୟନରୁ ଜଣାପଡ଼ିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡ଼ିଶା ରାଜ୍ୟ ସଂଗ୍ରହାଳୟରେ ଐତିହାସିକ ହର୍‌ମାନ କୁଲ୍‌କେଙ୍କ ସ୍ମୃତିଚାରଣ    20-Mar-2026
  ଜିଲ୍ଲା  
ବରୀ -ବିଞ୍ଝାରପୁର ରାସ୍ତା ର ଚିଙ୍ଗୁଡ଼ିଆ ନାଳ ରେ ନିର୍ମାଣ ହେବ ହାଇ ଲେବୁଲ ବ୍ରିଜ   20-Mar-2026
  ଜିଲ୍ଲା  
*ନୂଆପଡାରେ ଡୁଡା ସମୀକ୍ଷା ବୈଠକ ଅନୁଷ୍ଠିତ : ରାଜସ୍ୱ ସଂଗ୍ରହରେ ଉନ୍ନତି ପାଇଁ ଜିଲ୍ଲାପାଳଙ୍କ ଗୁରୁତ୍ୱ*   19-Mar-2026
  ଜିଲ୍ଲା  
ବରପାଲି ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ହିନ୍ଦୁ ନବ ବର୍ଷ ପାଳିତ ,   19-Mar-2026
  ଜିଲ୍ଲା  
ରାଜ୍ୟସ୍ତରୀୟ କୋଶଲି ନାଟବାଦୀ-ନାଟଯାତ୍‌ରା ଦ୍ୱିତୀୟ ସଂନ୍ଧ୍ୟାରେ  ନାଟକ “ଗୁଟେ ରାତିର କଥା” ଓ “ସୀତାଚୋରୀ” ମଞ୍ଚସ୍ଥ   19-Mar-2026
  ଜିଲ୍ଲା  
*ସୋନପୁର କଲେଜ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କଲେ ଜିଲ୍ଲାପାଳ ଓ ଏସ୍ ପି*-   19-Mar-2026
  ଜିଲ୍ଲା  
ବଲାଙ୍ଗୀର ମ୍ୟୁନିସିପାଲିଟିରେ ଏଲ ପି ଜି ସିଲିଣ୍ଡର ଅବୈଧ ବ୍ୟବହାର ବିରୋଧରେ ଏନଫୋର୍ସମେଣ୍ଟ କାର୍ଯ୍ୟ   19-Mar-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ହିନ୍ଦୁ ନବବର୍ଷ ପାଳିତ ।   19-Mar-2026
  ଜିଲ୍ଲା  
ବିଧାନସଭାରେ ଉଠିଲା ସୁକତେଲ ପ୍ରକଲ୍ପ ବିସ୍ଥାପିତ ଓ ଖଣିଖନନ ପ୍ରସଙ୍ଗ   19-Mar-2026
  ଜିଲ୍ଲା  
ଆସନ୍ତା ମାର୍ଚ୍ଚ ୨୨ରୁ ୨୬ ପର୍ଯ୍ୟନ୍ତ ତାଲପାଲିପଡା ରାମମନ୍ଦିର ବିଗ୍ରହପ୍ରତିଷ୍ଠା ଉତ୍ସବ   19-Mar-2026
  ଜିଲ୍ଲା  
ନୂଆଦିଲ୍ଲୀରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଜୁଏଲ ଓରାମ ଙ୍କୁ ସାକ୍ଷାତ କେଲ ରାଷ୍ଟ୍ରିୟ ବିକାଶ ବଂଜାରା ମିଶନ ସଦସ୍ଯ   19-Mar-2026
  ଜିଲ୍ଲା  
ସାପ୍ତାହିକ ପ୍ରେରଣା ର ୨୧ତମ ସ୍ଵନକ୍ଷତ୍ର ଅବସରରେ କଲେଜସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   19-Mar-2026

You Might Also Like