-+91-9937148622 |

prerana_bgr@rediffmail.com |

  Friday 20th March 2026 |

| | | |

R.N.I. Regd No. ODIODI/2010/46693

Breaking News

*ନୂଆପଡାରେ ଡୁଡା ସମୀକ୍ଷା ବୈଠକ ଅନୁଷ୍ଠିତ : ରାଜସ୍ୱ ସଂଗ୍ରହରେ ଉନ୍ନତି ପାଇଁ ଜିଲ୍ଲାପାଳଙ୍କ ଗୁରୁତ୍ୱ*   (19-Mar-2026)       ||      ବରପାଲି ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ହିନ୍ଦୁ ନବ ବର୍ଷ ପାଳିତ ,   (19-Mar-2026)       ||      ରାଜ୍ୟସ୍ତରୀୟ କୋଶଲି ନାଟବାଦୀ-ନାଟଯାତ୍‌ରା ଦ୍ୱିତୀୟ ସଂନ୍ଧ୍ୟାରେ  ନାଟକ “ଗୁଟେ ରାତିର କଥା” ଓ “ସୀତାଚୋରୀ” ମଞ୍ଚସ୍ଥ   (19-Mar-2026)       ||      *ସୋନପୁର କଲେଜ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କଲେ ଜିଲ୍ଲାପାଳ ଓ ଏସ୍ ପି*-   (19-Mar-2026)       ||      ବଲାଙ୍ଗୀର ମ୍ୟୁନିସିପାଲିଟିରେ ଏଲ ପି ଜି ସିଲିଣ୍ଡର ଅବୈଧ ବ୍ୟବହାର ବିରୋଧରେ ଏନଫୋର୍ସମେଣ୍ଟ କାର୍ଯ୍ୟ   (19-Mar-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ହିନ୍ଦୁ ନବବର୍ଷ ପାଳିତ ।   (19-Mar-2026)       ||      ବିଧାନସଭାରେ ଉଠିଲା ସୁକତେଲ ପ୍ରକଲ୍ପ ବିସ୍ଥାପିତ ଓ ଖଣିଖନନ ପ୍ରସଙ୍ଗ   (19-Mar-2026)       ||      ଆସନ୍ତା ମାର୍ଚ୍ଚ ୨୨ରୁ ୨୬ ପର୍ଯ୍ୟନ୍ତ ତାଲପାଲିପଡା ରାମମନ୍ଦିର ବିଗ୍ରହପ୍ରତିଷ୍ଠା ଉତ୍ସବ   (19-Mar-2026)       ||      ନୂଆଦିଲ୍ଲୀରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଜୁଏଲ ଓରାମ ଙ୍କୁ ସାକ୍ଷାତ କେଲ ରାଷ୍ଟ୍ରିୟ ବିକାଶ ବଂଜାରା ମିଶନ ସଦସ୍ଯ   (19-Mar-2026)       ||      ସାପ୍ତାହିକ ପ୍ରେରଣା ର ୨୧ତମ ସ୍ଵନକ୍ଷତ୍ର ଅବସରରେ କଲେଜସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (19-Mar-2026)       ||      ଖ୍ରୀଷ୍ଟିଆନ ଯୁବତୀ (ST)ଆଦିବାସୀ ଜାତି ପ୍ରମାଣ ପାତ୍ର ଦେଇ ଚାକିରୀ ହାତେଇବା ଉଦ୍ୟମକୁ ବିଫଳ କଲା ଅଖିଳ ଭାରତୀୟ ଭତ୍ରା ବିକାଶ ପରିଷଦ   (19-Mar-2026)       ||      ଯୁବକ ର ମୃତ୍ୟୁ ଘଟଣା କୁ ନେଇ ରାସ୍ତା ଅବରୋଧ, କ୍ଷତିପୂରଣ ଦାବିକଳେ ପରିବାର ଲୋକେ   (19-Mar-2026)       ||      ଡକାୟତି ଯୋଜନା ପଣ୍ଡ ୪ ଡକାୟତ ଗିରଫ   (19-Mar-2026)       ||      ପୋଲତଳୁ ବିପଦପୂର୍ଣ୍ଣ ବାଲି ଉତ୍ତୋଳନ   (19-Mar-2026)       ||      ଗଞ୍ଜେଇ ସହ ୪ଟି ବାଇକ ଜବତ, ୭ ଗିରଫ    (19-Mar-2026)       ||      *ଅସହାୟ ବୃଦ୍ଧ ଦମ୍ପତ୍ତି ଙ୍କ ପାଖରେ ପହଞ୍ଚିଲେ ଜିଲ୍ଲାପାଳ*- *ତଳେ ବସି ସମସ୍ୟା ବୁଝିଲେ*-   (19-Mar-2026)       ||      ସୁବର୍ଣ୍ଣପୁରରେ ଜିଲ୍ଲା ସ୍ତରୀୟ ସ୍ୱାସ୍ଥ୍ୟ ସମ୍ମିଳନୀ ଅନୁଷ୍ଠିତ   (19-Mar-2026)       ||      ଓଡ଼ିଶାର ସଫଳ ‘ଧାନ କ୍ରୟ ମଡେଲ’ ଅନୁଧ୍ୟାନ କରିଛନ୍ତି ଛତିଶଗଡ଼ ପ୍ରତିନିଧି ଦଳ   (18-Mar-2026)       ||      ଗଣ୍ଡ ସମାଜ ବଲାଙ୍ଗୀର ଜିଲ୍ଲା ସଡ଼ବଂଶୀ ବିକାଶ ପରିଷଦ ର ନୂତନ କମିଟି ଗଠନ   (18-Mar-2026)       ||      ଟ୍ରକ ଧକ୍କାରେ ବାଇକ ଆରୋହୀ ମୃତ,ଜଣେ ଆହତ l   (18-Mar-2026)       ||     

HOME   ଜିଲ୍ଲା

୪ କୋଟି ଟଙ୍କାର ମାଲିକାଣୀ ଅଙ୍ଗନବାଡ଼ି ଦିଦିଙ୍କ ହାତରେ ପଡିଲା ହାତକଡି । ଗିରଫ କଲା ଭିଜିଲାନ୍ସ ସେଲ୍

15-Sep-2021



ଭୁବନେଶ୍ୱର (ପ୍ରେରଣା ଖବର ):ଗିରଫ ହେଲେ ଅଙ୍ଗନବାଡ଼ି ଦିଦି । କୋଟିପତି ଅଙ୍ଗନବାଡ଼ି ଦିଦିଙ୍କୁ ଗିରଫ କଲା ଭିଜିଲାନ୍ସ ସେଲ୍ । ଗତକାଲି ରେଡ୍ ବେଳେ ଠାବ ହୋଇଥିଲା ୪ କୋଟି ଟଙ୍କାରୁ ଅଧିକ ସମ୍ପତ୍ତି । ଭିଜିଲାନ୍ସ ଜାଲରେ କୋଟିପତି ଅଙ୍ଗନବାଡ଼ି ଦିଦି । ୪ କୋଟି ଟଙ୍କାର ମାଲିକାଣୀ ଅଙ୍ଗନବାଡ଼ି ଦିଦି କବିତା ମଥାନଙ୍କ ହାତରେ ହାତକଡି ପିନ୍ଧାଇଛି ଭିଜିଲାନ୍ସ ସେଲ୍ ।

ତେବେ ଏହି ଅଙ୍ଗନବାଡ଼ି ଦିଦିଙ୍କର ଭୁବନେଶ୍ୱରରେ ରହିଛି ୩ଟି କୋଠା ଓ ୧୦ଟି ଜମି । ୬ଟି ଭିଜିଲାନ୍ସ ଟିମ୍ ୬ଟି ସ୍ଥାନରେ ଚଢାଉ କରି ଏହି ତାଜୁବ କଲା ଭଳି ସମ୍ପତ୍ତିର ତାଲିକା ଗତକାଲି ସାମ୍ନାକୁ ଆଣିଥିଲା । ଭୁବନେଶ୍ୱର କୋରଡକଣ୍ଟା ଅଙ୍ଗନବାଡ଼ି ଦିଦି କବିତା ମଥାନଙ୍କ ରାଜଧାନୀ ଭୁବନେଶ୍ୱରରେ ରହିଛି ଗୋଟିଏ ୪ମହଲା କୋଠା, ଗୋଟିଏ ୩ ମହଲା କୋଠା ଓ ଦୁଇଟି ଦୁଇ ମହଲା କୋଠା ।

ସେହିପରି କବିତାଙ୍କ ନାମରେ ୧୪ଟି ଜମି ବିଭିନ୍ନ ସ୍ଥାନରେ ରହିଛି । ଯେଉଁଥିରେ କେବଳ ଭୁବନେଶ୍ୱରରେ ରହିଛି ୧୦ଟି ଜାଗା, ଜଗତସିଂହପୁରରେ ତିନୋଟି ଏବଂ ବାଲିଅନ୍ତାରେ ଗୋଟିଏ ଜମି ରହିଛି । ଦିଦିଙ୍କ ନାଁରେ ଗୋଟିଏ ୪ଚକିଆ ଗାଡି ଥିବା ବେଳେ ୩ଟି ଦୁଇ ଚକିଆ ଗାଡି ରହିଛି । ଏହାସହ ୬ଲକ୍ଷ ୩୬ହଜାର ଟଙ୍କାର ସୁନାଗହଣା ମଧ୍ୟ ରହିଛି ।

ଭୁବନେଶ୍ୱର କୋରଡକଣ୍ଟା ଅଙ୍ଗନବାଡ଼ି ଦିଦି କବିତା ମଥାନଙ୍କ ଘରେ ଗତକାଲି ଅଚାନକ ଭିଜିଲାନ୍ସ ଚଢାଉ କରିଥିଲା । ଲଗାତାର ଭାବେ ଅଙ୍ଗନବାଡ଼ି ଦିଦିଙ୍କ ବିରୋଧରେ ଆସୁଥିଲା ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗ । ଅନେକ ଦିନ ଧରି ଭିଜିଲାନ୍ସ ସ୍କାନରରେ ଥିଲେ ଅଙ୍ଗନବାଡ଼ି ଦିଦି । ଅସାଧୁ ଉପାୟରେ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ରେଡ୍ କରିଥିଲା ଭିଜିଲାନ୍ସ । ବ୍ୟାଙ୍କ ଆକାଉଣ୍ଟରୁ ଆରମ୍ଭ କରି ଅଙ୍ଗନବାଡ଼ି କେନ୍ଦ୍ରରେ ଅଣ୍ଡା, ଛତୁଆ ଯୋଗାଣରେ ବ୍ୟାପକ ହେରଫେର ହୋଇଥିବା ପ୍ରମାଣ ପାଇ ରେଡ କରିଥିଲା ଭିଜିଲାନ୍ସ । ଆଉ ଆଜି ତାଙ୍କୁ ଗିରଫ କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ନୂଆପଡାରେ ଡୁଡା ସମୀକ୍ଷା ବୈଠକ ଅନୁଷ୍ଠିତ : ରାଜସ୍ୱ ସଂଗ୍ରହରେ ଉନ୍ନତି ପାଇଁ ଜିଲ୍ଲାପାଳଙ୍କ ଗୁରୁତ୍ୱ*   19-Mar-2026
  ଜିଲ୍ଲା  
ବରପାଲି ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ହିନ୍ଦୁ ନବ ବର୍ଷ ପାଳିତ ,   19-Mar-2026
  ଜିଲ୍ଲା  
ରାଜ୍ୟସ୍ତରୀୟ କୋଶଲି ନାଟବାଦୀ-ନାଟଯାତ୍‌ରା ଦ୍ୱିତୀୟ ସଂନ୍ଧ୍ୟାରେ  ନାଟକ “ଗୁଟେ ରାତିର କଥା” ଓ “ସୀତାଚୋରୀ” ମଞ୍ଚସ୍ଥ   19-Mar-2026
  ଜିଲ୍ଲା  
*ସୋନପୁର କଲେଜ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କଲେ ଜିଲ୍ଲାପାଳ ଓ ଏସ୍ ପି*-   19-Mar-2026
  ଜିଲ୍ଲା  
ବଲାଙ୍ଗୀର ମ୍ୟୁନିସିପାଲିଟିରେ ଏଲ ପି ଜି ସିଲିଣ୍ଡର ଅବୈଧ ବ୍ୟବହାର ବିରୋଧରେ ଏନଫୋର୍ସମେଣ୍ଟ କାର୍ଯ୍ୟ   19-Mar-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ହିନ୍ଦୁ ନବବର୍ଷ ପାଳିତ ।   19-Mar-2026
  ଜିଲ୍ଲା  
ବିଧାନସଭାରେ ଉଠିଲା ସୁକତେଲ ପ୍ରକଲ୍ପ ବିସ୍ଥାପିତ ଓ ଖଣିଖନନ ପ୍ରସଙ୍ଗ   19-Mar-2026
  ଜିଲ୍ଲା  
ଆସନ୍ତା ମାର୍ଚ୍ଚ ୨୨ରୁ ୨୬ ପର୍ଯ୍ୟନ୍ତ ତାଲପାଲିପଡା ରାମମନ୍ଦିର ବିଗ୍ରହପ୍ରତିଷ୍ଠା ଉତ୍ସବ   19-Mar-2026
  ଜିଲ୍ଲା  
ନୂଆଦିଲ୍ଲୀରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଜୁଏଲ ଓରାମ ଙ୍କୁ ସାକ୍ଷାତ କେଲ ରାଷ୍ଟ୍ରିୟ ବିକାଶ ବଂଜାରା ମିଶନ ସଦସ୍ଯ   19-Mar-2026
  ଜିଲ୍ଲା  
ସାପ୍ତାହିକ ପ୍ରେରଣା ର ୨୧ତମ ସ୍ଵନକ୍ଷତ୍ର ଅବସରରେ କଲେଜସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   19-Mar-2026
  ଜିଲ୍ଲା  
ଖ୍ରୀଷ୍ଟିଆନ ଯୁବତୀ (ST)ଆଦିବାସୀ ଜାତି ପ୍ରମାଣ ପାତ୍ର ଦେଇ ଚାକିରୀ ହାତେଇବା ଉଦ୍ୟମକୁ ବିଫଳ କଲା ଅଖିଳ ଭାରତୀୟ ଭତ୍ରା ବିକାଶ ପରିଷଦ   19-Mar-2026
  ଜିଲ୍ଲା  
ଯୁବକ ର ମୃତ୍ୟୁ ଘଟଣା କୁ ନେଇ ରାସ୍ତା ଅବରୋଧ, କ୍ଷତିପୂରଣ ଦାବିକଳେ ପରିବାର ଲୋକେ   19-Mar-2026

You Might Also Like