-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||     

HOME   ଜିଲ୍ଲା

କଲାପଥରରେ ରକ୍ତଦାନ ଶିବିର, ୨୨ ୟୁନିଟ ରକ୍ତ ସଂଗ୍ରହ

01-Nov-2020



 ଉଲୁଣ୍ଡା(ଗୌର ଚନ୍ଦ୍ର ପରିଚ୍ଛା)୧ା୧୧ ମହାମାରୀ କରୋନା ସାରା ରାଜ୍ୟକୁ ଦୋହଲାଇ ଦେଇଛି । ବିଶେଷ କରି ଏହାର ପ୍ରଭାବ ରକ୍ତ ଭଣ୍ଡାର ଉପରେ ପଡିଛି । ଏହାକୁ ଦୃଷ୍ଟିରେ ରଖି ଉଲୁଣ୍ଡା ବ୍ଲକ କଲାପଥର ଠାରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ପ୍ରଗତୀ ଯୁବକ ସଙ୍ଘ,  ମାଁ ମାହେଶ୍ୱରୀ ସେନା ଓ ସୋନପୁର ନେହେରୁ ଯୁବକେନ୍ଦ୍ରର ମିଳିତ ଆନୁକୁଲ୍ୟରେ ଆୟୋଜିତ ହୋଇଥିବା ଏହି ଶିବିରକୁ ଜିଲ୍ଲାପରିଷଦ ସଭ୍ୟ ସରୋଜ କୁମାର କର୍ମୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଉଦଘାଟନ କରିଥିଲେ ।  ସମ୍ମାନୀତ ଅତିଥି ଭାବରେ ସ୍ଥାନୀୟ ସରପଂଚ ଧିବର ଭୁକ୍ତା, ଉତର କୁମାର ପାତ୍ର, ଓଡିଶା ରକ୍ତଦାତା ସଂଙ୍ଘର ସଦସ୍ୟ ମନୋଜ କୁମାର ପଣ୍ଡା, ଖିରେଶ୍ୱର ପଧାନ, ମାଁ ମାହେଶ୍ୱରୀ ସେନା ସଦସ୍ୟ କୁବେର ମହାକୁର ଯୋଗଦେଇ ରକ୍ତଦାତା ମାନଙ୍କୁ ଉତ୍ସାହିତ କରିଥିଲେ । ଏଥିରେ ମୋଟ ୨୨ ୟୁନିଟ ରକ୍ତ ସଂଗ୍ରହ ହୋଇଥିଲା । ସୋନପୁର ରକ୍ତ ଭଣ୍ଡାରରୁ  ଯୁଧିଷ୍ଠିର ନାଏକ, ଜଗତ ଧରୁଆ ଯୋଗଦେଇ ରକ୍ତ ସଂଗ୍ରହ କରିଥିଲେ । ଏହି ଅବଶରରେ ଜାତୀୟ ଏକତା ଦିବସରେ ସାମୁହିକ ସପଥପାଠ କରାଯାଇଥିଲା । କାର୍ଯ୍ୟକ୍ରମକୁ ପ୍ରଗତି ଯୁବଂଙ୍ଘର ସଭାପତି ସାଶ୍ୱତ କୁମାର  ମହାକୁର, ଯୁବ ସ୍ୱେଚ୍ଛାସେବୀ ଶମ୍ଭୂରାଜ କର୍ଣ୍ଣ, ଦଶରଥ ପାଣ୍ଡେ ପରିଚାଲନା କରିଥିବା ବେଲେ ନିତ୍ୟାନନ୍ଦ ଗାଇଗରିଆ, ରଘୁନାଥ ମହାକୁର, ମାନ ରଂଜନ ଭୁକ୍ତା, ଶୁଭ୍ରାଂଶୁ ପଧାନ, ସମୀତ ମହାକୁର, ଅଜିତ ମହାକୁର, ଅରବିନ୍ଦ ମହାକୁର, ପ୍ରଭାତ କର୍ମୀ, ଶୁକେଶ କର୍ଣ୍ଣ ସହଯୋଗ କରିଥିଲେ । ଚିତ ରଂଜନ ପାତ୍ର ଧନ୍ୟବାଦ ଦେଇଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026
  ଜିଲ୍ଲା  
ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026

You Might Also Like