-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ପ୍ରଧାନମନ୍ତ୍ରୀ କୌଶଳ ବିକାଶ ଯୋଜନାରେ ସାର୍ଟିଫିକେଟ ପ୍ରଦାନ

15-Sep-2021



କୋଦଳା(ଉମା ମହାରଣା ): କୋଦଳା ଏନ ଏ ସି ସ୍ଥିତ କେନ୍ ସଫ୍ଟ  କମ୍ପୁଟର ଶିକ୍ଷା କେନ୍ଦ୍ରରେ ଅନୁଷ୍ଠାନ ର ମ୍ୟାନେଜିଂ ଡାଇରେକ୍ଟର  ଦୀପକ କୁମାର ଖଟେଇ  ଙ୍କ ଅଧକ୍ଷତାରେଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅନୁଷ୍ଠାନ ରେ ବିଗତ ଦିନରେ ଭାରତ ସରକାର ଙ୍କ  ପି ଏମ କେ ଭି ୱ  ଯୋଜନା  ଅଧୀନରେ ଏକ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ  କର୍ମଶାଳା ଅନୁଷ୍ଠିତ ହୋଇଥିବା ବେଳେ ମଙ୍ଗଳବାର ଦିନ କୃତି ଛାତ୍ର ଛାତ୍ରୀ ମାନଙ୍କୁ ଏହାର ସାର୍ଟିଫିକେଟ  ପ୍ରଦାନ କରଯାଇଥିଲା।
 ଏଥିରେ ମୁଖ୍ୟ ଅତିଥି ଭାବେ ଫାଶୀ ସ୍ଥିତ ଏସ.ଏମ ନୋଡାଲ ଉଚ୍ଚ ବିଦ୍ୟାପୀଠ ର କ୍ରୀଡା ଶିକ୍ଷକ ଶ୍ରୀ ଅଜଯ କୁମାର ସାହୁ ଯୋଗଦେଇଥିଲେ, ଓ ଛାତ୍ର ଛାତ୍ରୀ ମାନଙ୍କୁ ସାର୍ଟିଫିକେଟ ପ୍ରଦାନ କରିଥିଲେ। ଏଥିରେ  ପଞ୍ଜୀକରଣ କରିଥିବା ୫୦ ଜଣଙ୍କ ମଧ୍ୟରୁ  ୩୭  ଜଣ ପରୀକ୍ଷା ଦେଇଥିବା ବେଳେ ୩୪ ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି।
ଏହି ଦକ୍ଷତା ବିକାଶ ଶିକ୍ଷା ରେ କୃତି ଛାତ୍ର ଛାତ୍ରୀ ମାନଙ୍କୁ ଭବିଷ୍ୟତ ରେ ବିଭିନ ସରକାରୀ ଓ ବେସରକାରୀ କ୍ଷେତ୍ର ରେ ହେବାକୁ  ଥିବା  ବିଭିନ୍ନ ସର୍ଭେ  କାର୍ଯ୍ୟକ୍ରମ ରେ ନିଯୁକ୍ତି ଦେବା ପାଇଁ ବ୍ୟବସ୍ତା କରାଯିବ ବୋଲି ଉକ୍ତ ଅନୁଷ୍ଠାନର ଡ଼ାଇରେକ୍ଟର କହିଛନ୍ତି ।  ଏଥି ସହିତ ଏହି ଶିକ୍ଷା କେନ୍ଦ୍ର ବିଗତ ୧୦ ବର୍ଷ ଧରି ଏହି ଅଞ୍ଚଳ ର ଛାତ୍ର ଛାତ୍ରୀ ମାନଙ୍କୁ ଉନ୍ନତ ମାନର କମ୍ପୁଟର ଶିକ୍ଷା ପ୍ରଦାନ କରି ଆସୁଅଛି।  ଆଗକୁ ମଧ୍ୟ ଏହି ଅନୁଷ୍ଠାନ ଏହି ଅଞ୍ଚଳ ର  ଛାତ୍ର ଛାତ୍ରୀ ମାନଙ୍କୁ ଭରତ ସରକାରଙ୍କ ବିଭିନ ଦକ୍ଷତା ପ୍ରଶିକ୍ଷଣ କାର୍ଯ୍ୟକ୍ରମ ରେ ସାମିଲ କରିବ ବୋଲି ଅନୁଷ୍ଠାନ ର ଡାଇରେକ୍ଟର ଶ୍ରୀ ଖଟେଇ କହିଛନ୍ତି I  ଏଥିରେ ଅନୁଷ୍ଠାନ ର ମ୍ୟାନେଜିଂ ଡାଇରେକ୍ଟର ସଭା କାର୍ଯ୍ୟ ପରିଚାଳନା କରିଥିବା ବେଳେ,  ଶିକ୍ଷାବିତ ମୃତୁଞ୍ଜୟ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like