-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ପାତାଳି ଶ୍ରୀକ୍ଷେତ୍ର ରୁ ଚୋରି ଜିଲ୍ଲାସାରା ତିବ୍ର ପ୍ରତିକ୍ରିୟା- ଶ୍ରୀ କ୍ଷେତ୍ର ସୁରକ୍ଷିତ ରହିଲେ ଆମେ ଆପେ ସୁରକ୍ଷିତ ରହିବା

16-Sep-2021



ସୁବର୍ଣ୍ଣପୁର(ପ୍ରେରଣା ଖବର ): ସୁବର୍ଣ୍ଣପୁର ଜିଲ୍ଲା ର କୋଟସମଲାଇ  ଅନ୍ତର୍ଗତ ପାତାଳି ଶ୍ରୀକ୍ଷେତ୍ର ର ମୁଖ୍ୟ ମନ୍ଦିର ରୁ ଚୋରିହୋଇଥିବାର ଜଣାଯାଇଛି। ଗତକାଲି ପୂଜାକରିବାକୁ ସକାଳୁ ମନ୍ଦିର ପୂଜକ ଚିତ୍ତରଞ୍ଜନ ପାଢ଼ୀ, ଗୁଣ ସାଗର ପଣ୍ଡା ଆସିବା ପରେ ମୁଖ୍ୟ ମନ୍ଦିର ର ତାଲା ଭଂଗାଯାଇଥିବା ଦେଖିବାକୁ ପାଇଥିଲେ ପରେ ଏ ସଂପର୍କରେ ସେ ମନ୍ଦିର ପରିଚାଳନା କମିଟିର ସଭ୍ୟଙ୍କୁ ଜଣେଇଥିଲେ ପରେ ବୀରମହାରାଜପୁର ପୋଲିସ ଘଟଣା ସ୍ଥଳକୁ ଆସି ଅନୁସନ୍ଧାନ ଆରମ୍ଭ କରିଥିଲେ।ପ୍ରାଥମିକ ଆକଳନରୁ  ମନ୍ଦିର ସାମ୍ନାରେ ଥିବା ଦାନବାକ୍ସ କୁ ଉଠାଇ ନେବାପରେ ମୁଖ୍ୟ ମନ୍ଦିର ର ତାଲାଭାଙ୍ଗି ଗର୍ଭଗୃହ ରେ ଥିବା ଠାକୁରଙ୍କ ପାଟବସ୍ତ୍ର, ରୂପାଗଡୁ,ଛୋଟବାକ୍ସ ରେ ଥିବା ୧୪ ହଜାର ଟଙ୍କା ନେଇଯାଇଥିଲେ।  ଦୁର୍ବୁତ୍ତ ମୁଖ୍ୟହୁଣ୍ଡିରେ ଥିବା ସମସ୍ତ ଟଙ୍କାକୁ ନେଇଯାଇ ଅନତିଦୁରରେ ଭଙ୍ଗାହୁଣ୍ଡିକୁ ଫୋପାଡ଼ି ଦେଇଥିଲେ। ଘଟଣା ସମ୍ପର୍କରେ ଖବରପାଇ ବୀରମହାରାଜପୁର ଉପଖଣ୍ଡ ପୋଲିସ ଅଧିକାରୀ ଡୋଳାମଣି ଭୋଇr ଥାନା ଅଧିକାରୀ ଅଞ୍ଜଳି କୁମ୍ଭାର ସଦଳବଳେ ପହଞ୍ଚି ଛାନଭିନ ଆରମ୍ଭ କରିଛନ୍ତି। ହୁଣ୍ଡି ଟି ପଡ଼ି ଥିବା ସ୍ଥାନରୁ ପୋଲିସ ୮୮୩୪ ଟଙ୍କା ଜବତ କରି ଅଧିକ ଅନୁସନ୍ଧାନ ଜାରିରଖିଛି ଏସଂପର୍କରେ ପୋଲିସ କେସ ନମ୍ବର ୧୮୬/୨୧ ରେ ଏକ ମାମଲା ରୁଜୁ ହୋଇଛି। ପାତାଳି କ୍ଷେତ୍ରରେ ଏପରି ଚୋରିଘଟଣାକୁ ଜିଲ୍ଲାରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇ ପୋଲିସ ତୁରନ୍ତ ଦୁର୍ବୁତ୍ତ ଙ୍କୁ ଗିରଫ କରି ଚୋରି ସାମଗ୍ରୀ ଉଦ୍ଧାର କରିବାକୁ ଜନସାଧାରଣ ଦାବିକରିଛନ୍ତି। ସ୍ମରଣଯୋଗ୍ୟ ଯେ ପାତାଳି କ୍ଷେତ୍ରରେ ଏକ ପୋଲିସ ଫାଣ୍ଡି ସ୍ଥାପନ ନେଇ ଆଗରୁ ଅନେକ ଥର ଦାବି ଉପସ୍ଥାପନ ହେବାପରେ ତତ୍କାଳୀନ ଆରକ୍ଷୀ ଅଧ୍ୟକ୍ଷ ଆମକୁ ଯାଗା ଦେଲେ ତୁରନ୍ତ ପଦକ୍ଷେପ ନେବେବୋଲି ପ୍ରକାଶ କରିଥିଲେ ହେଁ ସ୍ଥାନୀୟ ତହସିଲଦାର ଙ୍କ ପାଖରେ ଫାଇଲ ଅଟକି ରହିଥିବା ଘଗଣାକୁ ଜିଲ୍ଲାବାସୀ ନାପସନ୍ଦ କରିଛନ୍ତି। ଏ ସୃଷ୍ଟି ର ସୃଷ୍ଟି କର୍ତା ଯେଉଁଠି ସ୍ୱୟଂ ଜଗତର ଠାକୁର ସୁରକ୍ଷିତ ନୁହନ୍ତି ଆମ ସରକାର ଓ ପ୍ରଶାସନ ଆଉ କାହାକୁ ସୁରକ୍ଷା ଦେଇ ପାରିବ ବୋଲି ଏ ଅଞ୍ଚଳ ର କିଛି ବୟସ୍କ ଭାବ ପ୍ରବଣ ଭକ୍ତ ପ୍ରକାଶ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like