-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||     

HOME   ଜିଲ୍ଲା

ସକାଳେ ପଶିବ ପାଣି, ସନ୍ଧ୍ୟାରେ ବନ୍ୟା ! ଶନିବାର ସନ୍ଧ୍ୟାରେ ୪ ଜିଲ୍ଲାରେ ବନ୍ୟା ଆଶଙ୍କା

16-Sep-2021



ଭୁବନେଶ୍ୱର (ପ୍ରେରଣା ଖବର ):ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ଏସଆରସିଙ୍କ ସୂଚନା । ଶନିବାର ସନ୍ଧ୍ୟାରେ ୪ ଜିଲ୍ଲାରେ ବନ୍ୟା ଆଶଙ୍କା ଥିବା ସ୍ୱତନ୍ତ୍ର ରିଲିଫ କମିଶନର ସୂଚନା ଦେଇଛନ୍ତି । କଟକ, ପୁରୀ, କେନ୍ଦ୍ରାପଡା ଓ ଜଗତସିଂହପୁର ଜିଲ୍ଲାକୁ ସତର୍କ କରାଯାଇଛି । ଏସଆରସି କହିଛନ୍ତି, ଶନିବାର ସକାଳ ସୁଦ୍ଧା ମୁଣ୍ଡୁଳିରେ ପ୍ରବାହିତ ହେବ ୮ଲକ୍ଷ କ୍ୟୁସେକ ଜଳ । ଯାହାର ପ୍ରଭାବରେ ଏହି ୪ ଜିଲ୍ଲାରେ ଶନିବାର ସନ୍ଧ୍ୟାରେ ଏକ ନିମ୍ନ ମଧ୍ୟମ ଧରଣର ବନ୍ୟା ପାସ୍ କରିବ । ଯେହେତୁ ଛତିଶଗଡରେ ପ୍ରବଳ ବର୍ଷା ହେଉଛି ସେଥିପାଇଁ ହୀରାକୁଦକୁ ସେକେଣ୍ଡ ପିଛା ୫ ଲକ୍ଷ ୨୦ ହଜାର ୪୫୭ କ୍ୟୁସେକ ଜଳ ପ୍ରବେଶ କରୁଛି । ସେହିଭଳି ହୀରାକୁଦରୁ ୨୮ଟି ଗେଟ୍ ଦେଇ ୪ ଲକ୍ଷ ୮୧ ହଜାର କ୍ୟୁସେକ ଜଳ ନଦୀ ମଧ୍ୟକୁ ନିଷ୍କାସିତ ହେଉଛି । ଯାହାର ପ୍ରଭାବରେ ଶନିବାର ସକାଳ ସୁଦ୍ଧା ମୁଣ୍ଡଳୀରେ ୮ଲକ୍ଷ କ୍ୟୁସେକ ଜଳ ପ୍ରବାହିତ ହେବ । ଏହାବାଦ୍ ଆଗକୁ ପୂର୍ଣ୍ଣିମା ଥିବାରୁ ଜଳ ନିଷ୍କାସନରେ ସମସ୍ୟା ଦେଖାଦେବ ବୋଲି କହିଛନ୍ତି ଜଳ ସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ । ଯେଉଁଥିପାଇଁ ଏହା ଉପରେ ନଜର ରଖିବାକୁ ଜଳ ସମ୍ପଦ ବିଭାଗର ଜଣେ ଲେଖାଏଁ ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଛି ।

ଯେଉଥିପାଇଁ ଉପକୂଳ ଜିଲ୍ଲା ଗୁଡିକରେ ଓଡ୍ରାଫ୍, ଏନଡିଆରଏଫ ଓ ଅଗ୍ନିଶମ ବାହିନୀକୁ ମୁତୟନ କରାଯାଇଛି । ଓଡ୍ରାଫର ୩୦ଟି ଟିମ, ଏନଡିଆରଏଫର ୧୨ଟି ଟିମ ଓ ଅଗ୍ନିଶମର ୧୦ଟି ଟିମକୁ ମୁତୟନ କରାଯାଇଛି । ତେବେ ବର୍ତମାନ ସୁଦ୍ଧା ୯ଜଣଙ୍କର ମୃତ୍ୟୁ ହୋଇଥିବା ବେଳ ୨ଜଣ ନିଖୋଜ ଅଛନ୍ତି ।

ଏହାଭିତରେ  ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ୧୮ରେ ଉତର ଓଡ଼ିଶାରେ ଏହା କେନ୍ଦ୍ରୀଭୂତ ହେବ । ଏହାକୁ ନଜରରେ ରଖି ୧୯ ଓ ୨୦ତାରିଖରେ ଅଧିକ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଇଏମଡି ଡିଜି ସୂଚନା ଦେଇ କହିଛନ୍ତି, ପୂର୍ବ ଲଘୁଚାପ ଭଳି ଏହାର ପ୍ରଭାବ ନରହିପାରେ । ତେବେ ସୃଷ୍ଟି ହୋଇଥିବା ଘୂର୍ଣିର୍ବଳୟକୁ ନଜରରେ ରଖି ତିନି ଦିନ ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି । ଏହା ପଶ୍ଚିମ-ଉତର-ପଶ୍ଚିମ ଦିଗରେ ଗତି କରି ଛତିଶଗଡ ଆଡେ ମୁହାଁଇବ । ଏହାର ପ୍ରଭାବରରେ ଆସନ୍ତାକାଲିଠାରୁ ପାଗ ମେଘୁଆ ରହିବା ସହ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଆରମ୍ଭ ହେବ । ୧୮ ତାରିଖ ବେଳକୁ ବର୍ଷାର ପରିମାଣ ବଢିବା ସହ ତିନି ଦିନ ଅଧା ଓଡ଼ିଶାକୁ ଭିଜାଇବ ବୋଲି ଜଣାପଡ଼ିଛି ।

ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ୧୮ ତାରିଖରେ ମୟୂରଭଂଜ, ଭଦ୍ରକ ଓ ବାଲେଶ୍ୱରରେ ପ୍ରବଳ ବର୍ଷା ହେବ ।  ସେହିପରି ୧୯ ତାରି୍ଖ ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି  । ୧୯ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ, ଭଦ୍ରକ, ବାଲେଶ୍ୱର. ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି  । ୨୦ ତାରିଖରେ ଉତର-ପଶ୍ଚିମ ଓଡ଼ିଶାର ୫ ଜିଲ୍ଲାରେ ଅଧିକ ବର୍ଷିବ । ସୁନ୍ଦରଗଡ, ଝାରସୁଗୁଡ଼ା, ବରଗଡ, ଦେବଗଡ ଓ ସମ୍ବଲପୁରରେ ଅଧିକ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026

You Might Also Like