-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||     

HOME   ଜିଲ୍ଲା

ସରକାରୀ ଜମି ହଡ଼ପ ଅଭିଯୋଗ: ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଲୋକପ୍ରତିନିଧିଙ୍କ ଅନଶନ

16-Sep-2021



ବାଲିଗୁଡା,(ସୁଶିଲ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକ କାର୍ଯ୍ୟାଳୟରେ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ମନମୁଖି ଶାସନ ଏବଂ ବିଧାୟକ ବିଜୁ ପାଠାଗାର ନାମରେ ସରକାରୀ ଜମି ହଡ଼ପ ଅଭିଯୋଗରେ ଉକ୍ତ ବ୍ଲକ ଅଧ୍ୟକ୍ଷା ରୁଦା ମଲିକଙ୍କ ନେତୃତ୍ୱରେ ଉପାଧ୍ୟକ୍ଷ ରମାକାନ୍ତ ବଳିଆରସିଂ ଏବଂ ବିଭିନ୍ନ ପଞ୍ଚାୟତର ସରପଞ୍ଚ, ସମିତିସଭ୍ୟା ସଭ୍ୟ ପ୍ରମୁଖ ଆମରଣ ଅନଶନରେ ବ୍ଲକ କାର୍ଯ୍ୟାଳୟ ପରିସରରେ ବସିଛନ୍ତି। ବ୍ଲକ କାର୍ଯ୍ୟାଳୟରେ କାର୍ଯ୍ୟାଦେଶ ଦେବା ପୂର୍ବରୁ ଚଞ୍ଚକତା କରି କାର୍ଯ୍ୟ ଶେଷ କରାଯାଉଥିବା ଅଭିଯୋଗ ହୋଇଛି। ସ୍ଥାନୀୟ ବିଧାୟକ ବିଜୁ ପଟ୍ଟନାୟକଙ୍କ ନାମରେ ପାଠାଗାର କରିବା ଆଳରେ ନିଜପାଇଁ କୋଠା ନିର୍ମାଣ କରୁଛନ୍ତି। ସେହି କାର୍ଯ୍ୟର କୌଣସି ସରକାରୀ ତଥ୍ୟ ନ ଥିବା ବେଳେ ଏଥିରେ ଚଞ୍ଚକତା କରି ସରକାରୀ ଜମିକୁ ହାତେଇଛନ୍ତି। ତୁରନ୍ତ ଆଇନ ଅନୁସାରେ ପଦକ୍ଷେପ ନେବାକୁ ଦାବି ହୋଇଛି। ଦାବି ପୂରଣ ନ ହେବା ଯାଏ ଏହି ଆନ୍ଦୋଳନ ଚାଲିବ

ବୋଲି ବିକ୍ଷୋଭକାରୀ ତଥା ଲୋକପ୍ରତିନିଧିମାନେ ଚେତାବନୀ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ଦାରିଙ୍ଗବାଡ଼ି ବସ୍‌ଷ୍ଟାଣ୍ଡଠାରୁ ବିକ୍ଷୋଭକାରୀ ମାନେ  ପ୍ଲାକାର୍ଡ, ବ୍ୟାନର ଧରି  ଏକ ବିରାଟ ଶୋଭାଯାତ୍ରା ରେ ବାହାରି ସମଗ୍ର ସହର ପରିକ୍ରମା କରିବା ପରେ ବ୍ଲକ କାର୍ଯ୍ୟାଳୟ ପରିସରରେ ପହଞ୍ଚି ସେଠାରେ ବିକ୍ଷୋଭ ପ୍ରଦର୍ଶନ କରି ଅନଶନରେ ବସିଛନ୍ତି। ଘଟଣାସ୍ଥଳରେ ବାଲିଗୁଡ଼ା ଏସ୍‌ଡିପିଓ ମନୋଜ କୁମାର ପୂଜାରୀ, ତହସିଲଦାର ଚାର୍ଲସ ନାୟକ, ଆଇଆଇସି କୌଶିକ ମାଝି ପ୍ରମୁଖ ପହଞ୍ଚି ତଦନ୍ତ ଅବ୍ୟାହତ ରଖିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026

You Might Also Like