-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||     

HOME   ଜିଲ୍ଲା

ସ୍ୱଚ୍ଛତା ପକ୍ଷ ପାଳନ  

16-Sep-2021



ବଲାଙ୍ଗିର(ପ୍ରେରଣା ଖବର) - ସ୍ୱଚ୍ଛତା ହିଁ ଧର୍ମ, ସ୍ୱଚ୍ଛତା ହିଁ କର୍ମକୁ ପାଥେୟ କରି ସଇଁନ୍ତଲା ବ୍ଲକ ଅନ୍ତର୍ଗତ ଡେଙ୍ଗ ସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ତରଫରୁ  ସ୍ୱଚ୍ଛତା ପକ୍ଷ ପାଳିତ ହୋଇଯାଇଛି । ପ୍ରଧାନଶିକ୍ଷକ ଚାଣ୍ଡାଳ ମିଶ୍ରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନ ଓ ଜୁନିୟର ରେଡକ୍ରସ କାଉନ୍ସେଲର ରାମ ନାରାୟଣ ଦାଶଙ୍କର ସଂଯୋଜନାରେ ହୋଇଥିବା କାର୍ଯ୍ୟକ୍ରମରେ ୧୫ ଦିନ ବ୍ୟାପୀ ସ୍ୱଚ୍ଛତା କାର୍ଯ୍ୟକ୍ରମ ଚାଲିଥିଲା ।

ପ୍ରଥମ ଦିନରେ ପ୍ରଧାନଶିକ୍ଷକ ଶ୍ରୀମିଶ୍ର ପରିଷ୍କାର ପରିଚ୍ଛନ୍ନତା ପାଇଁ ଅଙ୍ଗିକାର ବଦ୍ଧ ହୋଇ ରହିବା ଏବଂ ସେଥିପାଇଁ ସମୟ ଦେବା ସହ କରୋନା ମହାମାରୀକୁ ହରାଇବା ପାଇଁ କୋଭିଡ-୧୯ ର ସମସ୍ତ ନୀତି ନିୟମ ମାନିବା ପାଇଁ ବିଦ୍ୟାଳୟରେ କାର୍ଯ୍ୟରତ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ଶପଥ ପାଠ କରାଇ କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଥିଲେ । ବିଦ୍ୟାଳୟ ପରିଚାଳନା କମିଟୀର ସଭ୍ୟ, ପୁରାତନ ଛାତ୍ରଛାତ୍ରୀମାନଙ୍କୁ ଅନଲାଇନ୍ ମାଧ୍ୟମରେ ଶିକ୍ଷକ ବିଶ୍ୱନାଥ ମେହେର, ଆଦିତ୍ୟ ରଣା, ସୁଦର୍ଶନ ଦାଶ, ରେଣୁକା ସାହୁ ସ୍ୱଚ୍ଛତା ପକ୍ଷର ପରିସର ଓ ଉଦ୍ଦେଶ୍ୟ ବିଷୟରେ ବକ୍ତବ୍ୟ ରଖିଥିଲେ ।  କରୋନା ଭୂତାଣୁ ରୁ ରକ୍ଷା ପାଇବା ନିମନ୍ତେ ଟୀକାକରଣରେ ପ୍ରତ୍ୟେକ ବ୍ୟକ୍ତି ସାମିଲ ହେବା ପାଇଁ ଶିକ୍ଷୟତ୍ରୀ ଗାୟତ୍ରୀ ବାରିକ, ଦ୍ରୋପଦୀ ଭୋଇ, ଭାରତୀ ପଧାନ ଜନସାଧାରଣ ମାନଙ୍କୁ ସଚେତନତା କାର୍ଯ୍ୟ ତୁଳାଇଥିଲେ । ହାତ ଧୁଆର ଛଅଟି ସୋପାନକୁ ଜୁନିୟର ରେଡକ୍ରସ କାଉନ୍ସେଲର ରାମ ନାରରାୟଣ ଦାଶ ଓ ବିଜ୍ଞାନ ଶିକ୍ଷକ ଲିଙ୍ଗରାଜ ନନ୍ଦ ଡେମୋଷ୍ଟ୍ରେସନ ମାଧ୍ୟମରେ ଛାତ୍ରଛାତ୍ରୀମାନଙ୍କୁ ଶିଖାଇ ଥିଲେ । ଏହି ଅବସରରେ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ରଚନା, ଗୀତ, ଚିତ୍ରାଙ୍କନ, ସ୍ଲୋଗାନ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଥିଲା । ବିଭିନ୍ନ ବିଭାଗରେ ହର ପ୍ରସାଦ ବାରିକ, ପିୟୁଷ କୁମାର ଭୋଇ, ସସ୍ମିତା ବଗର୍ତ୍ତୀ, ରୁପାନ୍ତୀ ବଗର୍ତ୍ତୀ, ଦିପାନ୍ତୀ ବଗର୍ତ୍ତୀ, କୃଷ୍ଣ କୁମାର ଯଶପାଲ ସିଂ ରାଣା ଛାତ୍ରଛାତ୍ରୀ କୃତିତ୍ୱ ହାସଲ କରିଥିବାରୁ ଶେଷ ଦିନରେ ବିଦ୍ୟାଳୟ ତରଫରୁ

ପୁରଷ୍କୃତ କରାଯାଇଥିଲା ।  କାର୍ଯ୍ୟକ୍ରମରେ ଶିକ୍ଷକ ବ୍ରଜମୋହନ ମାଝୀ, ଶିକ୍ଷୟତ୍ରୀ କାନ୍ତୀ ଭୋଇ, ଯଶୋବନ୍ତୀ ସୁନା ବିଭିନ୍ନ ପ୍ରତିଯୋଗୀତାର କାର୍ଯ୍ୟକ୍ରମ ତୁଳାଇଥିଲେ । ବିଦ୍ୟାଳୟ ପରିଷ୍କାର ପରିଚ୍ଛନ୍ନତାରେ ପୁରାତନ ଛାତ୍ର ଧର୍ମରାଜ ବାଗ, ଅସିତ କୁମାର ସୁନା, ଦେବେନ୍ଦ୍ର ଭୋଇ, ପ୍ରଦ୍ୟୁମ୍ନ ମଲ୍ଲିକ, ମାନସ ତମଲିଆ, ଅଭିଳାଷ କମ୍ପ, ବିଶ୍ୱଜିତ ବାଗ ପ୍ରଭୃତି ଶ୍ରମଦାନ କରିଥିଲେ । ଶେଷରେ ଖେଳ ଶିକ୍ଷକ ହିମାଂଶ ଶେଖର ବିଶ୍ୱାଳ ଧନ୍ୟବାଦ ଅର୍ପଣ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026

You Might Also Like