-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||     

HOME   ଜିଲ୍ଲା

ବିଲେଇସର୍ଡା ହାଇସ୍କୁଲରେ ବିଶ୍ୱ ଓଜୋନ ଦିବସ ପାଳିତ

16-Sep-2021



ବଲାଙ୍ଗୀର,(ପ୍ରେରଣା ଖବର)-ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ବିଲେଇସର୍ଡା ଜବାହାରଲାଲ ସରକାରୀ ଉଚ୍ଚ ବିଦ୍ୟାଳୟରେ ସବୁଜିମା ଇକୋ କ୍ଲବ ତରଫରୁ ବିଶ୍ୱ ଓଜୋନ ଦିବସ ପାଳିତ ହୋଇଯାଇଛି । ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସୁଧାଂଶୁ ଶେଖର ପ୍ରଧାନ ଚଳିତ ବର୍ଷର ସ୍ଲୋଗାନ “ମଣ୍ଟ୍ରିଲ ପ୍ରୋଟୋକଲ - କିପିଙ୍ଗ ଅସ୍‌, ଆୱାର ଫୁଡ୍ ଏଣ୍ଡ ଭ୍ୟାକ୍‌ସିନ କୁଲ” ସଂପର୍କରେ ବକ୍ତବ୍ୟ ରଖି କହିଥିଲେ ଯେ ମଣ୍ଟ୍ରିଲ ପ୍ରୋଟୋକଲ ନ ଥିଲେ ଆଜି ବାୟୁ ମଣ୍ଡଳର ତାପମାତ୍ରା ମଧ୍ୟ ଆହୁରି ବୃଦ୍ଧି ପାଇଥାନ୍ତା । ଓଜୋନ ସ୍ତର ଜିବ ଜଗତର ଜୀବନ ରକ୍ଷାକାରୀ ସ୍ତର । ଏହାକୁ ସାଇତି ରଖିବା ଆମ ସମସ୍ତଙ୍କର କର୍ତ୍ତବ୍ୟ । ଇକୋ କ୍ଲବ ଇନ୍‌ଚାର୍ଜ ରଂଜିତ ମିଶ୍ର ନିଜେ ସଚେତନ ରହି ଅନ୍ୟକୁ ସଚେତନ କରିବା ବୋଲି କହିବା ସହ ଓଜୋନ ବିନା ଜୀବନ ଅସମ୍ଭବ ବୋଲି କହିଥିଲେ । କାର୍ଯ୍ୟକ୍ରମର ପରିଚାଳନା ରଂଜିତ ମିଶ୍ର କରିଥିବା ବେଳେ ଧନ୍ୟବାଦ ଦେଇଥିଲେ  ଶିକ୍ଷୟତ୍ରୀ ରଶ୍ମିତା ନନ୍ଦ । କାର୍ଯ୍ୟକ୍ରମରେ ଶିକ୍ଷକ ତପନ ବୁଡେକ, ସୁଦାମ କୁମ୍ଭାର, ରାଜ କୁମାର ପ୍ରଧାନ, ପ୍ରମୋଦ ବିଶ୍ୱାଲ, ମୁରାରି ମୋହନ ପର୍ଡିଆ, ନିରୋତ୍ତମା ବିଶ୍ୱାଲ, ସୁଷମା ମେହେର, ଅମୁଲ୍ୟ ଦୋରା, ଜଗନ୍ନାଥ ଯୋଷୀ ପ୍ରମୁଖ ସହଯୋଗ କରିଥିଲେ । କାର୍ଯ୍ୟକ୍ରମ ଶେଷରେ ଆୟୋଜିତ କୁଇଜ ପ୍ରତିଯୋଗିତାରେ ଛାତ୍ରୀ ସୁଚିତ୍ର ଷଡଙ୍ଗୀ, ପୂଜା ରଣା, ଇସ୍ତର ରାଣୀ ସୁନା, ସୁନିତା ସେଠ, ମିଲନ ତ୍ରିପାଠି, ଶିବ ବାରିକ, ସୁମନ ପାଣିଗ୍ରାହୀ, ଲୋକନାଥ ବିଶ୍ୱାଲ ପ୍ରମୁଖ ଯୋଗ୍ୟ ଛାତ୍ର ଛାତ୍ରୀ ପୁରସ୍କୃତ ହୋଇଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026

You Might Also Like