-+91-9937148622 |

prerana_bgr@rediffmail.com |

  Wednesday 18th March 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରକ ଧକ୍କାରେ ବାଇକ ଆରୋହୀ ମୃତ,ଜଣେ ଆହତ l   (18-Mar-2026)       ||      ଲୋକସଭାରେ ବରଗଡ଼ର ସମସ୍ୟା ଉଠାଇଲେ ସାଂସଦ ପ୍ରଦୀପ ପୁରୋହିତ   (18-Mar-2026)       ||      ଜୟଦେବ ସମାରୋହର ଦ୍ଵିତୀୟ ସନ୍ଧ୍ୟା : ସମବେତ ଓଡ଼ିଶୀ ସଙ୍ଗୀତ ଓ ଛଉ ନୃତ୍ୟରେ ଦର୍ଶକ ମନ୍ତ୍ରମୁଗ୍ଧ    (18-Mar-2026)       ||      କଟକ ଏସ୍ ସି ବି ଅଗ୍ନି କାଣ୍ଡ ରେ ମୃତାହତ ଘଟଣା ପରିଚାଳନା ଓ ପ୍ରଶାସନିକ ଅବହେଳା ର ଚରମ ନିଦର୍ଶନ।- କଂଗ୍ରେସ ପ୍ରତିନିଧି ମଣ୍ଡଳୀ*   (18-Mar-2026)       ||      ଶିକ୍ଷିତ କିଶୋରୀ, ସଶକ୍ତ ଭାରତ: ମୁରୁମକେଲ ପି.ଏମ୍. ଶ୍ରୀ ବିଦ୍ୟାଳୟରେ ‘କିଶୋରୀ ବାଳିକା ଶିକ୍ଷା କାର୍ଯ୍ୟକ୍ରମ’ ଅନୁଷ୍ଠିତ   (18-Mar-2026)       ||      ଶିକ୍ଷିତ କିଶୋରୀ, ସଶକ୍ତ ଭାରତ: ମୁରୁମକେଲ ପି.ଏମ୍. ଶ୍ରୀ ବିଦ୍ୟାଳୟରେ ‘କିଶୋରୀ ବାଳିକା ଶିକ୍ଷା କାର୍ଯ୍ୟକ୍ରମ’ ଅନୁଷ୍ଠିତ   (18-Mar-2026)       ||      ଡୁମଛାଲି ଜଙ୍ଗଲରେ ଦୁର୍ଦାନ୍ତ ଅପରାଧୀ ଟିମାକୁ ଏନକାଉଣ୍ଟର    (18-Mar-2026)       ||      ଯୋଗ ବାରୁଣୀରେ ବୁଡ଼ ପକାଇଲେ ହଜାର ହଜାର ଶ୍ ଶ୍ରଦ୍ଧାଳୁ   (18-Mar-2026)       ||      ଡାହାଣୀଖିଆ ଗ୍ରାମରେ ବାଲି ମାଫିଆଙ୍କ ଦବଙ୍ଗଗିରି ଓ ବାଲି ଚାଲାଣ   (18-Mar-2026)       ||      ମା ମଙ୍ଗଳାଙ୍କ ପୀଠରେ ୨ୟ ପାଳି ପବିତ୍ର ଚୈତ୍ର ଝାମୁଯାତ୍ରା କାକଟପୁରରେ ଭକ୍ତିମୟ ପରିବେଶ, ହଜାର ହଜାର ଭକ୍ତଙ୍କ ସମାଗମ   (18-Mar-2026)       ||      ଧୋବାତୋଟା ମେଳଣ ଉତ୍ସବ   (18-Mar-2026)       ||      ବଲାଙ୍ଗୀର ର ବୋହୂ ସଂଗୀତାଙ୍କୁ ମାଟି ଲଗ୍ନା ସେବାରତ୍ନ ସମ୍ମାନ    (18-Mar-2026)       ||      ଗାଁ ପୋଖରୀ ସଫା ଓ ବୃକ୍ଷରୋପଣ   (18-Mar-2026)       ||      ଖଣି ଖନନ ନିଲାମକୁ ଦୃଢ଼ ବିରୋଧ - ରତାଖଣ୍ଡିରେ ଵିଶାଲ ସମାବେଶ    (18-Mar-2026)       ||      ଝିଅ ଆଉ ଗଛ ମଣିଷ ସମାଜ ପାଇଁ ଅତି ଆବଶ୍ୟକ - ଜିଲ୍ଲାପାଳ   (18-Mar-2026)       ||      *ସୋନପୁର କଲେଜକୁ ସରକାରୀ ମାନ୍ୟତା ଦାବୀରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା*- *   (18-Mar-2026)       ||      ଜଳ, ଜମି, ଜଙ୍ଗଲ ଅଧିକାର ଦାବିରେ ଲୋଇସିଂହା ବ୍ଲକ ସମୂହ ଜଙ୍ଗଲ ଅଧିକାର କମିଟି ତରଫରୁ ରତାଖଣ୍ଡି ଠାରେ ଏକ ବିଶାଳ ସମାବେଶ   (17-Mar-2026)       ||      *ଆଇନ ସେବାରେ ପାରା ଲିଗାଲ ସ୍ବେଚ୍ଛାସେବୀଙ୍କ ପାଇଁ ଏକ ଦିବସୀୟ ତାଲିମ କାର୍ଯକ୍ରମ ଆୟୋଜିତ*-   (17-Mar-2026)       ||      ଡାହାଣୀ ସନ୍ଦେହରେ ନିର୍ଯାତନା ସମସ୍ୟା ର ନିରାକରଣ କର୍ମଶାଳା   (17-Mar-2026)       ||      ରେଲୱେ ଷ୍ଟେସନ ରୋଡରୁ ବିପୁଳ ପରିମାଣର ଗଂଜେଇ ଜବତ କଲା ବଲାଙ୍ଗୀର ପୋଲିସ   (17-Mar-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଜ଼ିଲ୍ଲା ବୀରମହାରାଜପୁର ଅଂଚଳରେ ଦେହ ବେପାର*- *୨ ଦେହଜିବୀଙ୍କ ସହ ୨ ଯୁବକ ଗିରଫ

16-Sep-2021



ସୁବର୍ଣ୍ଣପୁର,(ମନୋରଞ୍ଜନ ତ୍ରିପାଠୀ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଅଂଚଳରେ ସେକ୍ସ ରାକେଟ ଠାବ । ଦେହ ବ୍ୟବସାୟରେ ସଂପୃକ୍ତ ଦୁଇ ଦେହଜିବୀଙ୍କ ସହ ୨ ଜଣ ଯୁବକଙ୍କୁ ଗିରଫ କରିଛି ବୀରମହାରାଜପୁର ପୋଲିସ । ଗତକାଲି ରାତିରେ ପେଟ୍ରୋଲିଂ କରୁଥିବା ସମୟରେ ବୀରମହାରାଜପୁର ଛକରୁ ୨ ଜଣ ଯୁବତୀଙ୍କ ସହ ୨ ଜଣ ଯୁବକଙ୍କୁ ସନ୍ଦେହରେ ଅଟକାଇଥିଲା ପୋଲିସ । ତାଙ୍କୁ ପଚରା ଉଚରା କରିବା ବେଳେ ଦେହ ବ୍ୟବସାୟରେ ଲିପ୍ତ ଥିବା ଜାଣିବାକୁ ପାଇଥିଲା । ତେବେ ଯୁବତୀ ୨ ଜଣ ଭୁବନେଶ୍ବର ଅଂଚଳର ବୋଲି ଜଣାପଡିଛି । ସେମାନଙ୍କୁ ଏହି ଅଂଚଳକୁ ଆଣି ଦେହ କାରବାର ଚଳାଉଥିବା ଜଣାପଡିଛି । ତେବେ ବେପାରରେ ସଂପୃକ୍ତ ୨ ଜଣ ଯୁବକ ସ୍ଥାନୀୟ ଭଜବଲପୁର ଗାଁର ଦୀପକ ମିଶ୍ର ଓ ସୁବଳୟାର ସୁରେଶ ମେହେର ହୋଇଥିବା ପୋଲିସ ସୁଚନା ଦେଇଛି । ତେବେ ଦିର୍ଘ ଦିନ ହେବ ବୀରମହାରାଜପୁର ଅଂଚଳରେ ଏହି ରାକେଟ କାମ କରୁଥିବା ଚର୍ଚ୍ଚା ହେଉଛି । ପୋଲିସ ଏନେଇ କେସ ନଂ ୧୮୮/୨୧ ରେ ଏକ ମାମଲା ରୁଜୁ କରି ୪ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିବା ସହ ଅଧିକ ତଦନ୍ତ ଚଳାଇଛି । ଏହି ଚଢାଉରେ ଏଏସଆଇ ବିଜୟ ବାରିକ, ସୁଦର୍ଶନ ଦେହେରିଙ୍କ ସମେତ ଅନ୍ୟାନ୍ୟ ପୋଲିସ କର୍ମଚାରୀ ସାମିଲ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରକ ଧକ୍କାରେ ବାଇକ ଆରୋହୀ ମୃତ,ଜଣେ ଆହତ l   18-Mar-2026
  ଜିଲ୍ଲା  
ଲୋକସଭାରେ ବରଗଡ଼ର ସମସ୍ୟା ଉଠାଇଲେ ସାଂସଦ ପ୍ରଦୀପ ପୁରୋହିତ   18-Mar-2026
  ଜିଲ୍ଲା  
ଜୟଦେବ ସମାରୋହର ଦ୍ଵିତୀୟ ସନ୍ଧ୍ୟା : ସମବେତ ଓଡ଼ିଶୀ ସଙ୍ଗୀତ ଓ ଛଉ ନୃତ୍ୟରେ ଦର୍ଶକ ମନ୍ତ୍ରମୁଗ୍ଧ   18-Mar-2026
  ଜିଲ୍ଲା  
କଟକ ଏସ୍ ସି ବି ଅଗ୍ନି କାଣ୍ଡ ରେ ମୃତାହତ ଘଟଣା ପରିଚାଳନା ଓ ପ୍ରଶାସନିକ ଅବହେଳା ର ଚରମ ନିଦର୍ଶନ।- କଂଗ୍ରେସ ପ୍ରତିନିଧି ମଣ୍ଡଳୀ*   18-Mar-2026
  ଜିଲ୍ଲା  
ଶିକ୍ଷିତ କିଶୋରୀ, ସଶକ୍ତ ଭାରତ: ମୁରୁମକେଲ ପି.ଏମ୍. ଶ୍ରୀ ବିଦ୍ୟାଳୟରେ ‘କିଶୋରୀ ବାଳିକା ଶିକ୍ଷା କାର୍ଯ୍ୟକ୍ରମ’ ଅନୁଷ୍ଠିତ   18-Mar-2026
  ଜିଲ୍ଲା  
ଶିକ୍ଷିତ କିଶୋରୀ, ସଶକ୍ତ ଭାରତ: ମୁରୁମକେଲ ପି.ଏମ୍. ଶ୍ରୀ ବିଦ୍ୟାଳୟରେ ‘କିଶୋରୀ ବାଳିକା ଶିକ୍ଷା କାର୍ଯ୍ୟକ୍ରମ’ ଅନୁଷ୍ଠିତ   18-Mar-2026
  ଜିଲ୍ଲା  
ଡୁମଛାଲି ଜଙ୍ଗଲରେ ଦୁର୍ଦାନ୍ତ ଅପରାଧୀ ଟିମାକୁ ଏନକାଉଣ୍ଟର   18-Mar-2026
  ଜିଲ୍ଲା  
ଯୋଗ ବାରୁଣୀରେ ବୁଡ଼ ପକାଇଲେ ହଜାର ହଜାର ଶ୍ ଶ୍ରଦ୍ଧାଳୁ   18-Mar-2026
  ଜିଲ୍ଲା  
ଡାହାଣୀଖିଆ ଗ୍ରାମରେ ବାଲି ମାଫିଆଙ୍କ ଦବଙ୍ଗଗିରି ଓ ବାଲି ଚାଲାଣ   18-Mar-2026
  ଜିଲ୍ଲା  
ମା ମଙ୍ଗଳାଙ୍କ ପୀଠରେ ୨ୟ ପାଳି ପବିତ୍ର ଚୈତ୍ର ଝାମୁଯାତ୍ରା କାକଟପୁରରେ ଭକ୍ତିମୟ ପରିବେଶ, ହଜାର ହଜାର ଭକ୍ତଙ୍କ ସମାଗମ   18-Mar-2026
  ଜିଲ୍ଲା  
ଧୋବାତୋଟା ମେଳଣ ଉତ୍ସବ   18-Mar-2026
  ଜିଲ୍ଲା  
ବଲାଙ୍ଗୀର ର ବୋହୂ ସଂଗୀତାଙ୍କୁ ମାଟି ଲଗ୍ନା ସେବାରତ୍ନ ସମ୍ମାନ   18-Mar-2026

You Might Also Like