-+91-9937148622 |

prerana_bgr@rediffmail.com |

  Wednesday 18th March 2026 |

| | | |

R.N.I. Regd No. ODIODI/2010/46693

Breaking News

ଜୟଦେବ ସମାରୋହର ଦ୍ଵିତୀୟ ସନ୍ଧ୍ୟା : ସମବେତ ଓଡ଼ିଶୀ ସଙ୍ଗୀତ ଓ ଛଉ ନୃତ୍ୟରେ ଦର୍ଶକ ମନ୍ତ୍ରମୁଗ୍ଧ    (18-Mar-2026)       ||      କଟକ ଏସ୍ ସି ବି ଅଗ୍ନି କାଣ୍ଡ ରେ ମୃତାହତ ଘଟଣା ପରିଚାଳନା ଓ ପ୍ରଶାସନିକ ଅବହେଳା ର ଚରମ ନିଦର୍ଶନ।- କଂଗ୍ରେସ ପ୍ରତିନିଧି ମଣ୍ଡଳୀ*   (18-Mar-2026)       ||      ଶିକ୍ଷିତ କିଶୋରୀ, ସଶକ୍ତ ଭାରତ: ମୁରୁମକେଲ ପି.ଏମ୍. ଶ୍ରୀ ବିଦ୍ୟାଳୟରେ ‘କିଶୋରୀ ବାଳିକା ଶିକ୍ଷା କାର୍ଯ୍ୟକ୍ରମ’ ଅନୁଷ୍ଠିତ   (18-Mar-2026)       ||      ଶିକ୍ଷିତ କିଶୋରୀ, ସଶକ୍ତ ଭାରତ: ମୁରୁମକେଲ ପି.ଏମ୍. ଶ୍ରୀ ବିଦ୍ୟାଳୟରେ ‘କିଶୋରୀ ବାଳିକା ଶିକ୍ଷା କାର୍ଯ୍ୟକ୍ରମ’ ଅନୁଷ୍ଠିତ   (18-Mar-2026)       ||      ଡୁମଛାଲି ଜଙ୍ଗଲରେ ଦୁର୍ଦାନ୍ତ ଅପରାଧୀ ଟିମାକୁ ଏନକାଉଣ୍ଟର    (18-Mar-2026)       ||      ଯୋଗ ବାରୁଣୀରେ ବୁଡ଼ ପକାଇଲେ ହଜାର ହଜାର ଶ୍ ଶ୍ରଦ୍ଧାଳୁ   (18-Mar-2026)       ||      ଡାହାଣୀଖିଆ ଗ୍ରାମରେ ବାଲି ମାଫିଆଙ୍କ ଦବଙ୍ଗଗିରି ଓ ବାଲି ଚାଲାଣ   (18-Mar-2026)       ||      ମା ମଙ୍ଗଳାଙ୍କ ପୀଠରେ ୨ୟ ପାଳି ପବିତ୍ର ଚୈତ୍ର ଝାମୁଯାତ୍ରା କାକଟପୁରରେ ଭକ୍ତିମୟ ପରିବେଶ, ହଜାର ହଜାର ଭକ୍ତଙ୍କ ସମାଗମ   (18-Mar-2026)       ||      ଧୋବାତୋଟା ମେଳଣ ଉତ୍ସବ   (18-Mar-2026)       ||      ବଲାଙ୍ଗୀର ର ବୋହୂ ସଂଗୀତାଙ୍କୁ ମାଟି ଲଗ୍ନା ସେବାରତ୍ନ ସମ୍ମାନ    (18-Mar-2026)       ||      ଗାଁ ପୋଖରୀ ସଫା ଓ ବୃକ୍ଷରୋପଣ   (18-Mar-2026)       ||      ଖଣି ଖନନ ନିଲାମକୁ ଦୃଢ଼ ବିରୋଧ - ରତାଖଣ୍ଡିରେ ଵିଶାଲ ସମାବେଶ    (18-Mar-2026)       ||      ଝିଅ ଆଉ ଗଛ ମଣିଷ ସମାଜ ପାଇଁ ଅତି ଆବଶ୍ୟକ - ଜିଲ୍ଲାପାଳ   (18-Mar-2026)       ||      *ସୋନପୁର କଲେଜକୁ ସରକାରୀ ମାନ୍ୟତା ଦାବୀରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା*- *   (18-Mar-2026)       ||      ଜଳ, ଜମି, ଜଙ୍ଗଲ ଅଧିକାର ଦାବିରେ ଲୋଇସିଂହା ବ୍ଲକ ସମୂହ ଜଙ୍ଗଲ ଅଧିକାର କମିଟି ତରଫରୁ ରତାଖଣ୍ଡି ଠାରେ ଏକ ବିଶାଳ ସମାବେଶ   (17-Mar-2026)       ||      *ଆଇନ ସେବାରେ ପାରା ଲିଗାଲ ସ୍ବେଚ୍ଛାସେବୀଙ୍କ ପାଇଁ ଏକ ଦିବସୀୟ ତାଲିମ କାର୍ଯକ୍ରମ ଆୟୋଜିତ*-   (17-Mar-2026)       ||      ଡାହାଣୀ ସନ୍ଦେହରେ ନିର୍ଯାତନା ସମସ୍ୟା ର ନିରାକରଣ କର୍ମଶାଳା   (17-Mar-2026)       ||      ରେଲୱେ ଷ୍ଟେସନ ରୋଡରୁ ବିପୁଳ ପରିମାଣର ଗଂଜେଇ ଜବତ କଲା ବଲାଙ୍ଗୀର ପୋଲିସ   (17-Mar-2026)       ||      ବେଆଇନ ବାଲି ଘାଟରୁ ଦିନରେ ବାଲି ଲୁଟ, ଚୁପ ବସିଛି ପ୍ରଶାସନ   (17-Mar-2026)       ||      ପଶ୍ଚିମ ଓଡ଼ିଶାର ପ୍ରଥମ ଓଟିଟି ଚାନେଲ୍ ‘ପଶ୍ଚିମ୍’ ଲୋକାର୍ପିତ   (17-Mar-2026)       ||     

HOME   ଜିଲ୍ଲା

ଯୁବକ ଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର, ପୋଲିସ ତଦନ୍ତ ଆରମ୍ଭ

17-Sep-2021



ଟିଟିଲାଗଡ଼ (ପ୍ରେରଣା ଖବର ): ଟିଟିଲାଗଡ଼ ହାଟପଦା ପଡ଼ା ସ୍ଥିତ ୧୪ ନମ୍ବର ୱାର୍ଡ ର ଜଜ୍ଞ ବେହେରା ନାମକ ଜଣେ  ୨୩ ବର୍ଷୀୟ ଯୁବକ ନିଜ ବେକରେ ଦୌଡ଼ି ଲଗାଇ ଆତ୍ମହତ୍ୟା କରିଦେଇଥିବା ଶୁଣିବାକୁ ମିଳୁଛି । ସୂଚନା ଅନୁଯାୟୀ  ଅପରାହ୍ନ ପ୍ରାୟ ୭ ଟା ସମୟରେ ଟିଟିଲାଗଡ଼ ସ୍ଥିତ 

 ଘଣ୍ଟାଶୁଣି ମନ୍ଦିର ନିକଟରେ  ଥିବା ଏକ ପରିବା ଗୋଦାମ ଘରେ ସ୍ଥାନୀୟ ହାଟପଦା ପଡ଼ା ର ୧୪ ନମ୍ବର ୱାର୍ଡ ର ଜଜ୍ଞ ବେହେରା (୨୩) ନାମକ ଜଣେ ଯୁବକ ବେକରେ ଫାସ ଲଗା ଅବସ୍ଥାରେ ଝୁଲନ୍ତା ମୃତ ଦେହ  ଦେଖିବାକୁ ମିଳିଥିଲା । ଏ ନେଇ ଟିଟିଲାଗଡ଼ ପୋଲିସ ଖବର ପାଇ ଘଟଣା ସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରିବା ସହ ଏକ 

 ମାମଲା ରୁଜ୍ଜୁ କରିଥିବା ବେଳେ ଆସନ୍ତାକାଲି ଶବ ବ୍ୟବଚ୍ଛେଦ କରି ପରିବାର ବର୍ଗ ଙ୍କୁ ହସ୍ତାନ୍ତର କରିବା ସୂଚନା ମିଳିଛି । ସେହିପରି ଉକ୍ତ ଯୁବକ ଏକ ନୂତନ ଏପାଚି ବାଇକ ଇତି ମଧ୍ୟରେ କିଣିଥିବା ବେଳେ ସେ କେଉଁ କାରଣରୁ ଆତ୍ମହତ୍ୟା କରିଛନ୍ତି ନା ଅନ୍ୟ କୌଣସି କାରଣ ରହିଛି ସେ ନେଇ  ପୋଲିସ ତଦନ୍ତ ଆରମ୍ଭ କରିଥିବା ସୂଚନା ମିଲିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜୟଦେବ ସମାରୋହର ଦ୍ଵିତୀୟ ସନ୍ଧ୍ୟା : ସମବେତ ଓଡ଼ିଶୀ ସଙ୍ଗୀତ ଓ ଛଉ ନୃତ୍ୟରେ ଦର୍ଶକ ମନ୍ତ୍ରମୁଗ୍ଧ   18-Mar-2026
  ଜିଲ୍ଲା  
କଟକ ଏସ୍ ସି ବି ଅଗ୍ନି କାଣ୍ଡ ରେ ମୃତାହତ ଘଟଣା ପରିଚାଳନା ଓ ପ୍ରଶାସନିକ ଅବହେଳା ର ଚରମ ନିଦର୍ଶନ।- କଂଗ୍ରେସ ପ୍ରତିନିଧି ମଣ୍ଡଳୀ*   18-Mar-2026
  ଜିଲ୍ଲା  
ଶିକ୍ଷିତ କିଶୋରୀ, ସଶକ୍ତ ଭାରତ: ମୁରୁମକେଲ ପି.ଏମ୍. ଶ୍ରୀ ବିଦ୍ୟାଳୟରେ ‘କିଶୋରୀ ବାଳିକା ଶିକ୍ଷା କାର୍ଯ୍ୟକ୍ରମ’ ଅନୁଷ୍ଠିତ   18-Mar-2026
  ଜିଲ୍ଲା  
ଶିକ୍ଷିତ କିଶୋରୀ, ସଶକ୍ତ ଭାରତ: ମୁରୁମକେଲ ପି.ଏମ୍. ଶ୍ରୀ ବିଦ୍ୟାଳୟରେ ‘କିଶୋରୀ ବାଳିକା ଶିକ୍ଷା କାର୍ଯ୍ୟକ୍ରମ’ ଅନୁଷ୍ଠିତ   18-Mar-2026
  ଜିଲ୍ଲା  
ଡୁମଛାଲି ଜଙ୍ଗଲରେ ଦୁର୍ଦାନ୍ତ ଅପରାଧୀ ଟିମାକୁ ଏନକାଉଣ୍ଟର   18-Mar-2026
  ଜିଲ୍ଲା  
ଯୋଗ ବାରୁଣୀରେ ବୁଡ଼ ପକାଇଲେ ହଜାର ହଜାର ଶ୍ ଶ୍ରଦ୍ଧାଳୁ   18-Mar-2026
  ଜିଲ୍ଲା  
ଡାହାଣୀଖିଆ ଗ୍ରାମରେ ବାଲି ମାଫିଆଙ୍କ ଦବଙ୍ଗଗିରି ଓ ବାଲି ଚାଲାଣ   18-Mar-2026
  ଜିଲ୍ଲା  
ମା ମଙ୍ଗଳାଙ୍କ ପୀଠରେ ୨ୟ ପାଳି ପବିତ୍ର ଚୈତ୍ର ଝାମୁଯାତ୍ରା କାକଟପୁରରେ ଭକ୍ତିମୟ ପରିବେଶ, ହଜାର ହଜାର ଭକ୍ତଙ୍କ ସମାଗମ   18-Mar-2026
  ଜିଲ୍ଲା  
ଧୋବାତୋଟା ମେଳଣ ଉତ୍ସବ   18-Mar-2026
  ଜିଲ୍ଲା  
ବଲାଙ୍ଗୀର ର ବୋହୂ ସଂଗୀତାଙ୍କୁ ମାଟି ଲଗ୍ନା ସେବାରତ୍ନ ସମ୍ମାନ   18-Mar-2026
  ଜିଲ୍ଲା  
ଗାଁ ପୋଖରୀ ସଫା ଓ ବୃକ୍ଷରୋପଣ   18-Mar-2026
  ଜିଲ୍ଲା  
ଖଣି ଖନନ ନିଲାମକୁ ଦୃଢ଼ ବିରୋଧ - ରତାଖଣ୍ଡିରେ ଵିଶାଲ ସମାବେଶ   18-Mar-2026

You Might Also Like