-+91-9937148622 |

prerana_bgr@rediffmail.com |

  Wednesday 18th March 2026 |

| | | |

R.N.I. Regd No. ODIODI/2010/46693

Breaking News

ଜୟଦେବ ସମାରୋହର ଦ୍ଵିତୀୟ ସନ୍ଧ୍ୟା : ସମବେତ ଓଡ଼ିଶୀ ସଙ୍ଗୀତ ଓ ଛଉ ନୃତ୍ୟରେ ଦର୍ଶକ ମନ୍ତ୍ରମୁଗ୍ଧ    (18-Mar-2026)       ||      କଟକ ଏସ୍ ସି ବି ଅଗ୍ନି କାଣ୍ଡ ରେ ମୃତାହତ ଘଟଣା ପରିଚାଳନା ଓ ପ୍ରଶାସନିକ ଅବହେଳା ର ଚରମ ନିଦର୍ଶନ।- କଂଗ୍ରେସ ପ୍ରତିନିଧି ମଣ୍ଡଳୀ*   (18-Mar-2026)       ||      ଶିକ୍ଷିତ କିଶୋରୀ, ସଶକ୍ତ ଭାରତ: ମୁରୁମକେଲ ପି.ଏମ୍. ଶ୍ରୀ ବିଦ୍ୟାଳୟରେ ‘କିଶୋରୀ ବାଳିକା ଶିକ୍ଷା କାର୍ଯ୍ୟକ୍ରମ’ ଅନୁଷ୍ଠିତ   (18-Mar-2026)       ||      ଶିକ୍ଷିତ କିଶୋରୀ, ସଶକ୍ତ ଭାରତ: ମୁରୁମକେଲ ପି.ଏମ୍. ଶ୍ରୀ ବିଦ୍ୟାଳୟରେ ‘କିଶୋରୀ ବାଳିକା ଶିକ୍ଷା କାର୍ଯ୍ୟକ୍ରମ’ ଅନୁଷ୍ଠିତ   (18-Mar-2026)       ||      ଡୁମଛାଲି ଜଙ୍ଗଲରେ ଦୁର୍ଦାନ୍ତ ଅପରାଧୀ ଟିମାକୁ ଏନକାଉଣ୍ଟର    (18-Mar-2026)       ||      ଯୋଗ ବାରୁଣୀରେ ବୁଡ଼ ପକାଇଲେ ହଜାର ହଜାର ଶ୍ ଶ୍ରଦ୍ଧାଳୁ   (18-Mar-2026)       ||      ଡାହାଣୀଖିଆ ଗ୍ରାମରେ ବାଲି ମାଫିଆଙ୍କ ଦବଙ୍ଗଗିରି ଓ ବାଲି ଚାଲାଣ   (18-Mar-2026)       ||      ମା ମଙ୍ଗଳାଙ୍କ ପୀଠରେ ୨ୟ ପାଳି ପବିତ୍ର ଚୈତ୍ର ଝାମୁଯାତ୍ରା କାକଟପୁରରେ ଭକ୍ତିମୟ ପରିବେଶ, ହଜାର ହଜାର ଭକ୍ତଙ୍କ ସମାଗମ   (18-Mar-2026)       ||      ଧୋବାତୋଟା ମେଳଣ ଉତ୍ସବ   (18-Mar-2026)       ||      ବଲାଙ୍ଗୀର ର ବୋହୂ ସଂଗୀତାଙ୍କୁ ମାଟି ଲଗ୍ନା ସେବାରତ୍ନ ସମ୍ମାନ    (18-Mar-2026)       ||      ଗାଁ ପୋଖରୀ ସଫା ଓ ବୃକ୍ଷରୋପଣ   (18-Mar-2026)       ||      ଖଣି ଖନନ ନିଲାମକୁ ଦୃଢ଼ ବିରୋଧ - ରତାଖଣ୍ଡିରେ ଵିଶାଲ ସମାବେଶ    (18-Mar-2026)       ||      ଝିଅ ଆଉ ଗଛ ମଣିଷ ସମାଜ ପାଇଁ ଅତି ଆବଶ୍ୟକ - ଜିଲ୍ଲାପାଳ   (18-Mar-2026)       ||      *ସୋନପୁର କଲେଜକୁ ସରକାରୀ ମାନ୍ୟତା ଦାବୀରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା*- *   (18-Mar-2026)       ||      ଜଳ, ଜମି, ଜଙ୍ଗଲ ଅଧିକାର ଦାବିରେ ଲୋଇସିଂହା ବ୍ଲକ ସମୂହ ଜଙ୍ଗଲ ଅଧିକାର କମିଟି ତରଫରୁ ରତାଖଣ୍ଡି ଠାରେ ଏକ ବିଶାଳ ସମାବେଶ   (17-Mar-2026)       ||      *ଆଇନ ସେବାରେ ପାରା ଲିଗାଲ ସ୍ବେଚ୍ଛାସେବୀଙ୍କ ପାଇଁ ଏକ ଦିବସୀୟ ତାଲିମ କାର୍ଯକ୍ରମ ଆୟୋଜିତ*-   (17-Mar-2026)       ||      ଡାହାଣୀ ସନ୍ଦେହରେ ନିର୍ଯାତନା ସମସ୍ୟା ର ନିରାକରଣ କର୍ମଶାଳା   (17-Mar-2026)       ||      ରେଲୱେ ଷ୍ଟେସନ ରୋଡରୁ ବିପୁଳ ପରିମାଣର ଗଂଜେଇ ଜବତ କଲା ବଲାଙ୍ଗୀର ପୋଲିସ   (17-Mar-2026)       ||      ବେଆଇନ ବାଲି ଘାଟରୁ ଦିନରେ ବାଲି ଲୁଟ, ଚୁପ ବସିଛି ପ୍ରଶାସନ   (17-Mar-2026)       ||      ପଶ୍ଚିମ ଓଡ଼ିଶାର ପ୍ରଥମ ଓଟିଟି ଚାନେଲ୍ ‘ପଶ୍ଚିମ୍’ ଲୋକାର୍ପିତ   (17-Mar-2026)       ||     

HOME   ମହାନଗର

୧୮,୧୯, ୨୦ରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା*

17-Sep-2021



ଭୁବନେଶ୍ୱର(ସୁଭାସିସ ନାୟକ): ଲଘୁଚାପ କ୍ଷେତ୍ର ପ୍ରଭାବରେ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ୧୮ ତାରିଖ ସନ୍ଧ୍ୟା ପରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।  ୧୯ ଓ ୨୦ ତାରିଖରେ ଉତ୍ତର ଓଡ଼ିଶାର ଗୋଟିଏ, ୨ଟି ଜାଗାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ସୂଚନା ଦେଇଛନ୍ତି ଆଇଏମ୍‌ଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର । 
ଆଜି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ନିକଟସ୍ଥ ମିଆଁମାର ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା କ୍ରମଶଃ ପଶ୍ଚିମ, ଉତ୍ତର ପଶ୍ଚିମ ଦିଗରେ ଗତି କରି ଆସନ୍ତା ୧୮ ତାରିଖରେ ଉତ୍ତର ଓଡ଼ିଶା ଉପକୂଳରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଘନୀଭୂତ ହେବ। ଏହା ବେଶି ଘନିଭୂତ ହେବାର ସମ୍ଭାବନା ନାହିଁ। ଅତି ବେଶିରେ ଏହା ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇପାରେ ଏନେଇ ସୂନଚା ଦେଇଛନ୍ତି, ଆଇଏମ୍‌ଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର l
୧୯ ଓ ୨୦ରେ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।  ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ଯାଜପୁର, କେନ୍ଦୁଝର, ଜଗତସିଂହପୁର ଜିଲ୍ଲାରେ ୭ରୁ ୧୨ ସେମି  ପର୍ଯ୍ୟନ୍ତ ବର୍ଷା ହୋଇପାରେ। ହେଲେ, ପୂର୍ବ ବର୍ଷା ତୁଳନାରେ ଏଥର କମ୍‌ ବର୍ଷା ରହିବ। ସେପରି ବର୍ଷା ହେବାର ସମ୍ଭାବନା ନାହିଁ ବୋଲି କହିଛନ୍ତି ଆଇଏମ୍‌ଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର।

ଆଜି କିମ୍ବା ଆସନ୍ତା କାଲି ଓଡ଼ିଶାରେ ବର୍ଷାର ସମ୍ଭାବନା ନାହିଁ। ଛତିଶଗଡ଼ରେ ମଧ୍ୟ ଆସନ୍ତା ୩ ଦିନ ବର୍ଷା ହେବାର ସମ୍ଭାବନା ନାହିଁ । ସେଠାରେ କିଛି ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ନଚେତ ବିକ୍ଷିପ୍ତ ଭାବେ ବର୍ଷା ହୋଇପାରେ।  ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ନାହିଁ।ଓଡ଼ିଶାରେ ବି ଆସନ୍ତା ୧୮ ତାରିଖ ସନ୍ଧ୍ୟା ସୁଦ୍ଧା ବର୍ଷାର ସମ୍ଭାବନା ନାହିଁ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜୟଦେବ ସମାରୋହର ଦ୍ଵିତୀୟ ସନ୍ଧ୍ୟା : ସମବେତ ଓଡ଼ିଶୀ ସଙ୍ଗୀତ ଓ ଛଉ ନୃତ୍ୟରେ ଦର୍ଶକ ମନ୍ତ୍ରମୁଗ୍ଧ   18-Mar-2026
  ଜିଲ୍ଲା  
କଟକ ଏସ୍ ସି ବି ଅଗ୍ନି କାଣ୍ଡ ରେ ମୃତାହତ ଘଟଣା ପରିଚାଳନା ଓ ପ୍ରଶାସନିକ ଅବହେଳା ର ଚରମ ନିଦର୍ଶନ।- କଂଗ୍ରେସ ପ୍ରତିନିଧି ମଣ୍ଡଳୀ*   18-Mar-2026
  ଜିଲ୍ଲା  
ଶିକ୍ଷିତ କିଶୋରୀ, ସଶକ୍ତ ଭାରତ: ମୁରୁମକେଲ ପି.ଏମ୍. ଶ୍ରୀ ବିଦ୍ୟାଳୟରେ ‘କିଶୋରୀ ବାଳିକା ଶିକ୍ଷା କାର୍ଯ୍ୟକ୍ରମ’ ଅନୁଷ୍ଠିତ   18-Mar-2026
  ଜିଲ୍ଲା  
ଶିକ୍ଷିତ କିଶୋରୀ, ସଶକ୍ତ ଭାରତ: ମୁରୁମକେଲ ପି.ଏମ୍. ଶ୍ରୀ ବିଦ୍ୟାଳୟରେ ‘କିଶୋରୀ ବାଳିକା ଶିକ୍ଷା କାର୍ଯ୍ୟକ୍ରମ’ ଅନୁଷ୍ଠିତ   18-Mar-2026
  ଜିଲ୍ଲା  
ଡୁମଛାଲି ଜଙ୍ଗଲରେ ଦୁର୍ଦାନ୍ତ ଅପରାଧୀ ଟିମାକୁ ଏନକାଉଣ୍ଟର   18-Mar-2026
  ଜିଲ୍ଲା  
ଯୋଗ ବାରୁଣୀରେ ବୁଡ଼ ପକାଇଲେ ହଜାର ହଜାର ଶ୍ ଶ୍ରଦ୍ଧାଳୁ   18-Mar-2026
  ଜିଲ୍ଲା  
ଡାହାଣୀଖିଆ ଗ୍ରାମରେ ବାଲି ମାଫିଆଙ୍କ ଦବଙ୍ଗଗିରି ଓ ବାଲି ଚାଲାଣ   18-Mar-2026
  ଜିଲ୍ଲା  
ମା ମଙ୍ଗଳାଙ୍କ ପୀଠରେ ୨ୟ ପାଳି ପବିତ୍ର ଚୈତ୍ର ଝାମୁଯାତ୍ରା କାକଟପୁରରେ ଭକ୍ତିମୟ ପରିବେଶ, ହଜାର ହଜାର ଭକ୍ତଙ୍କ ସମାଗମ   18-Mar-2026
  ଜିଲ୍ଲା  
ଧୋବାତୋଟା ମେଳଣ ଉତ୍ସବ   18-Mar-2026
  ଜିଲ୍ଲା  
ବଲାଙ୍ଗୀର ର ବୋହୂ ସଂଗୀତାଙ୍କୁ ମାଟି ଲଗ୍ନା ସେବାରତ୍ନ ସମ୍ମାନ   18-Mar-2026
  ଜିଲ୍ଲା  
ଗାଁ ପୋଖରୀ ସଫା ଓ ବୃକ୍ଷରୋପଣ   18-Mar-2026
  ଜିଲ୍ଲା  
ଖଣି ଖନନ ନିଲାମକୁ ଦୃଢ଼ ବିରୋଧ - ରତାଖଣ୍ଡିରେ ଵିଶାଲ ସମାବେଶ   18-Mar-2026

You Might Also Like