-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||     

HOME   ରାଜ୍ୟ

କୁଳ ଖାଉଛି ମହାନଦୀ,ଲୋକେ ଆତଙ୍କିତ

17-Sep-2021



ବିନିକା(ହିମାଂଶୁ ଶେଖର ପୁଟେଲ) ଗତ ୪ଦିନ ତଳେ ପ୍ରବଳ ବର୍ଷା ଓ ଆଜି ହୀରାକୁଦ ଜଳଭଣ୍ଡାରରୁ ୨୮ଟି ଗେଟ ଯୋଗେ ଜଳ ନିଷ୍କାସନ ହେବାପରେ ବିନିକା ଦେଇ ପ୍ରବାହିତ ମହାନଦୀରେ ଅଟାଳ ତାଳ ପାଣିରେ ଫୁଲିଉଠିଛି ମହାନଦୀ l ମହାନଦୀକୁ ସଂଯୋଗ କରୁଥିବା ନଦୀ,ନାଲ,ନାଲିଆ,ଜୋରରେ ଭରପୁର ପାଣି ପ୍ରବାହିତ ହୋଇ ମହାନଦୀରେ ମିଶୁଥିବାରୁ ମହାନଦୀର ପାଣି ଆହୁରି ମାତ୍ରାରେ ବଡ଼ିବାରେ ଲାଗିଛି l ପାଣି ବଡୁଥିବା ଯୋଗୁଁ ନଦୀ କୁଳିଆ ଲୋକେ ଏକ ପ୍ରକାର ଆତଙ୍କିତ ଅବସ୍ଥାରେ ଜୀବନ ବିତାଉଥିବା ଜଣାପଡିଛି l ସୂଚନା ଯୋଗ୍ୟଯେ ୧୯୮୨ମସିହା ଠାରୁ ଅଦ୍ୟାବଧି ପ୍ରାୟ ୭/୮ଥର ମହାନଦୀରେ ପ୍ରଳୟଙ୍କରୀ ବନ୍ୟା ଆସିଛି l ବନ୍ୟା ସମୟରେ ବର୍ଷାପାଣି ନିଷ୍କାସନ ହୋଇ ନ ପାରିବା ଓ ମହାନଦୀରେ ବନ୍ୟାପାଣି ବିନିକା ବିଜ୍ଞାପିତ ପରିଷଦ ଅଧିନସ୍ତ ଗାଁ ମାନଙ୍କରେ ଓ ସହରର ବିଭିନ୍ନ ତଳିଆ ସ୍ଥାନକୁ ମାଡି ଆସିବା ଯୋଗୁଁ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଥାଏ l ବିନିକା ସହର ସମେତ ପର୍ଯ୍ୟଟନ ସ୍ଥଳୀ ପlପକ୍ଷୟ ଘାଟ,ରହିଲା,ଭମରପାଲି,ଗୋଲାପଡ଼ା ଓ ବ୍ଲକ ଅଞ୍ଚଳର ମନିଗାଁ,ଝରlପଡ଼ା,ଗନେଷପୂର୍,ସେଲେଡି,ତୁଲୁଣ୍ଡୁପାଲି ଝରlପଡ଼ା,ଗରିଆପାଲି,କରତଂଙ୍ଗ,ଘୋଡ଼ାଧର,ପଣ୍ଡକି ତାଳ ପ୍ରଭୃତି ଗାଁ ମାନଙ୍କରେ ବନ୍ୟା ଜକ ପଶି ବ୍ୟାପକ କ୍ଷୟକ୍ଷତି ଘଟାଇଥlଏ l ଏଥର ମହାନଦୀରେ ବନ୍ୟା ଆଶଙ୍କା ସେଭଳି ନ ଥିଲେବି ପୂର୍ବରୁ ଘଟିଯାଇଥିବା ବନ୍ୟାର ତାଣ୍ଡବ ଲୀଳା ଅଙ୍ଗେ ନିଭାଇି ଆସିଥିବା ନଦୀକୂଳିଆ ଗାଁ ଲୋକେ ଭୟଭୀତ ହୋଇ ପଡିଛନ୍ତି l ନଦୀ କୁଳିଆ ଗାଁ ମାନଙ୍କରେ  ପଥର ଆଡ଼ିବନ୍ଧ ନିର୍ମାଣ କରାଯିବାକୁ ଦୀର୍ଘବର୍ଷ ହେଲା ଦାବି ହୋଇ ଆସୁଛି l ହେଲେ ଏନେଇ କୌଣସି ପଦଷେପ l

ନିଆ ଯାଉ ନ ଥିବାରୁ ଗାଁ ଲୋକଙ୍କ ମଧ୍ୟରେ ଅସନ୍ତୋଷ ବଡ଼ିବlରେ ଲାଗିଛି l ବିଶେଷ କରି ଅଙ୍ଗନଦି ଓ ମହାନଦୀ ମୁହାଣରେ ଥିବା ଗ୍ରାମବାସୀଙ୍କ ଅବସ୍ଥା କହିଲେ ନସରେ l କାରଣ ଏମାନେ ବିପଦକୁ ବାଜି ଲଗାଇ ବନ୍ୟାର ସମ୍ଭୁଖିନ ହୋଇଥାନ୍ତି lଅନ୍ୟ ପକ୍ଷରେ ମହାନଦୀରେ ବନ୍ୟା ପାଣି ପ୍ରବାହିତ ହେବାରୁ ବିନିକା ରାମପୁର ରାସ୍ତାର ମଙ୍ଗର୍କୁଣ୍ଡା ବ୍ରିଜ ଉପରକୁ  ପାଣି ଝଲସୁଛି l  ସେହିପରି ଗୋଲାପଡl ଗ୍ରାମର ତଳିଅଞ୍ଚଳ ସାରା ପାଣି ମାଡି ଯାଇଥିବାରୁ ଶହଶହ ହେକ୍ଟର ଚାଷ ଜମି ପାଣିରେ ବୁଡି ରହିଛି l ଯଦି ବର୍ଷା ଲlଗିରୁହେ ଓ ହୀରାକୁଦ ଜଳଭଣ୍ଡାରରୁ ଅଧିକା ଗେଟ ଖୋଲାଯାଏ ତେବେ ବିନିକା ଅଞ୍ଚଳରେ ବନ୍ୟା ପରିସ୍ଥିତି ପୂର୍ବଭଳି ସୃଷ୍ଟି ହେବାର ଆଶଙ୍କା ରହିଛି ବୋଲି ବୁଦ୍ଧିଜୀବୀ ମହଲରେ ମତ ପ୍ରକାଶ ପାଇଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026

You Might Also Like