-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||     

HOME   ଜିଲ୍ଲା

ଜିଆଇଏସ ସେଲ ଉଦଘାଟନ କଲେ ଅତିରିକ୍ତ ପିସିସିଏଫ

17-Sep-2021



ନୟାଗଡ଼,(ପ୍ରଦୀପ କୁମାର ପଣ୍ଡା): ନୟାଗଡ଼ ଜିଲ୍ଲା ନିମନ୍ତେ ଗ୍ଲୋବାଲ ଇନଫରମେସନ ସିଷ୍ଟମ(ଜିଆଇଏସ୍) ସେଲ୍  ଉଦ୍ଘାଟିତ ହୋଇଯାଇଛି। ଏହା ନୟାଗଡ଼ ବନଖଣ୍ଡ ଅଧିକାରୀଙ୍କ କାର୍ୟ୍ୟାଳୟ ମଧ୍ୟରେ ସ୍ଥାପନା କରାଯାଇଛି। ଅତିରିକ୍ତ ପିସିସିଏଫ୍ ପିକେ ମଲ୍ଲିକ ଏହି ସେଲ୍ର ଉଦ୍ଘାଟନ କରିଛନ୍ତି। ଆର୍ସିସିଏଫ୍ ମନୋଜ ମହାପାତ୍ର, ନୟାଗଡ଼ ଡିଏଫ୍ଓ ଧନରାଜ ଏଚ୍ଡି, ଏସ୍ପି ସିଦ୍ଧାର୍ଥ କଟାରିଆ ପ୍ରମୁଖ ଉପସ୍ଥିତ ଥିଲେ। ଜିଆଇଏସ୍ରେ ଜିଲ୍ଲା ପ୍ରଶାସନର ବିଭିନ୍ନ ଉନ୍ନତିମୂଳକ ନିର୍ମାଣ କାର୍ୟ୍ୟ ଠାରୁ ଆରମ୍ଭ କରି ଅପରାଧ ନିୟନ୍ତ୍ରଣ କରାଯାଇ ପାରିବ ଶ୍ରୀ ମଲ୍ଲିକ ପ୍ରକାଶ କରିଛନ୍ତି। ଜମି ଅଧିଗ୍ରହଣ, ବନୀକରଣ, ରାସ୍ତା ନିର୍ମାଣ ଠାରୁ ଆରମ୍ଭ କରି ନାନା ଉନ୍ନତିମୂଳକ କାର୍ୟ୍ୟର ପ୍ରସ୍ତୁତି ବା ସର୍ଭେ ଏହା ଦ୍ବାରା ସହଜରେ ହୋଇପାରିବ। ପୁଲିସ ଠାରୁ ଆରମ୍ଭ, ଜଳସମ୍ପଦ, ପାନୀୟ ଜଳ , ରାଜସ୍ବ କରି ସ୍ବାସ୍ଥ୍ୟସେବା ଭଳି ନାନା ବିଭାଗ ଜିଆଇଏସ୍ ସେଲ୍ ଦ୍ବାରା ଉପକୃତ ହୋଇପାରିବେ। ଡିଏଫ୍ଓ(ବନ୍ୟପ୍ରାଣୀ) ସମୀର ଶତପଥୀ, ଏସିଏଫ୍ ଶ୍ବେତାଲିନା ସାହୁ,ଅତିରିକ୍ତ ଜିଲ୍ଲପାଳ ବିଧାନଚନ୍ଦ୍ର ରାୟ, ଡିଆରଡିଏ ପିଡି ସୁବାସ ଚନ୍ଦ୍ର ରାୟ, ନୟାଗଡ଼ର ପୂର୍ବତନ ଏସିଏଫ୍ ଅରବିନ୍ଦ ମହାନ୍ତି, ନୟାଗଡ଼ ବନାଞ୍ଚଳ ଅଧିକାରୀ ସୁଶାନ୍ତ ସ୍ବାଇଁ ପ୍ରମୁଖ ଏହି ଉଦ୍ଘାଟନୀ କାର୍ୟ୍ୟକ୍ରମରେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026

You Might Also Like