-+91-9937148622 |

prerana_bgr@rediffmail.com |

  Wednesday 18th March 2026 |

| | | |

R.N.I. Regd No. ODIODI/2010/46693

Breaking News

ମା ମଙ୍ଗଳାଙ୍କ ପୀଠରେ ୨ୟ ପାଳି ପବିତ୍ର ଚୈତ୍ର ଝାମୁଯାତ୍ରା କାକଟପୁରରେ ଭକ୍ତିମୟ ପରିବେଶ, ହଜାର ହଜାର ଭକ୍ତଙ୍କ ସମାଗମ   (18-Mar-2026)       ||      ଧୋବାତୋଟା ମେଳଣ ଉତ୍ସବ   (18-Mar-2026)       ||      ବଲାଙ୍ଗୀର ର ବୋହୂ ସଂଗୀତାଙ୍କୁ ମାଟି ଲଗ୍ନା ସେବାରତ୍ନ ସମ୍ମାନ    (18-Mar-2026)       ||      ଗାଁ ପୋଖରୀ ସଫା ଓ ବୃକ୍ଷରୋପଣ   (18-Mar-2026)       ||      ଖଣି ଖନନ ନିଲାମକୁ ଦୃଢ଼ ବିରୋଧ - ରତାଖଣ୍ଡିରେ ଵିଶାଲ ସମାବେଶ    (18-Mar-2026)       ||      ଝିଅ ଆଉ ଗଛ ମଣିଷ ସମାଜ ପାଇଁ ଅତି ଆବଶ୍ୟକ - ଜିଲ୍ଲାପାଳ   (18-Mar-2026)       ||      *ସୋନପୁର କଲେଜକୁ ସରକାରୀ ମାନ୍ୟତା ଦାବୀରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା*- *   (18-Mar-2026)       ||      ଜଳ, ଜମି, ଜଙ୍ଗଲ ଅଧିକାର ଦାବିରେ ଲୋଇସିଂହା ବ୍ଲକ ସମୂହ ଜଙ୍ଗଲ ଅଧିକାର କମିଟି ତରଫରୁ ରତାଖଣ୍ଡି ଠାରେ ଏକ ବିଶାଳ ସମାବେଶ   (17-Mar-2026)       ||      *ଆଇନ ସେବାରେ ପାରା ଲିଗାଲ ସ୍ବେଚ୍ଛାସେବୀଙ୍କ ପାଇଁ ଏକ ଦିବସୀୟ ତାଲିମ କାର୍ଯକ୍ରମ ଆୟୋଜିତ*-   (17-Mar-2026)       ||      ଡାହାଣୀ ସନ୍ଦେହରେ ନିର୍ଯାତନା ସମସ୍ୟା ର ନିରାକରଣ କର୍ମଶାଳା   (17-Mar-2026)       ||      ରେଲୱେ ଷ୍ଟେସନ ରୋଡରୁ ବିପୁଳ ପରିମାଣର ଗଂଜେଇ ଜବତ କଲା ବଲାଙ୍ଗୀର ପୋଲିସ   (17-Mar-2026)       ||      ବେଆଇନ ବାଲି ଘାଟରୁ ଦିନରେ ବାଲି ଲୁଟ, ଚୁପ ବସିଛି ପ୍ରଶାସନ   (17-Mar-2026)       ||      ପଶ୍ଚିମ ଓଡ଼ିଶାର ପ୍ରଥମ ଓଟିଟି ଚାନେଲ୍ ‘ପଶ୍ଚିମ୍’ ଲୋକାର୍ପିତ   (17-Mar-2026)       ||      ପ୍ରେରଣା ତରଫରୁ ସ୍କୁଲସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା, ଆସନ୍ତାକାଲି ହାଇସ୍କୁଲ ଓ କଲେଜସ୍ତରୀୟ ଓଡ଼ିଆ ପ୍ରବନ୍ଧ ପ୍ରତିଯୋଗିତା    (16-Mar-2026)       ||      ପ୍ରେରଣା ତରଫରୁ ସ୍କୁଲସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା, aadan    (16-Mar-2026)       ||      ସାମ୍ବାଦିକ ପବନ ଅଗ୍ରୱାଲ ସମ୍ମାନିତ    (16-Mar-2026)       ||      କଟକ ଏସ୍ ସି ବି ଅଗ୍ନିକାଣ୍ଡରେ ମୃତାହତ ଘଟଣା ପରିଚାଳନା ଓ ପ୍ରଶାସନିକ ଅବହେଳାର ଚରମ ନିଦର୍ଶନ- କଂଗ୍ରେସ ପ୍ରତିନିଧି ମଣ୍ଡଳୀ   (16-Mar-2026)       ||      ଜିଲ୍ଲାସ୍ତରୀୟ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ,    (16-Mar-2026)       ||      ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି    (16-Mar-2026)       ||      ମାର୍ଚ୍ଚ ୨୪ ରୁ ୨୬ ତାରିଖ ପର୍ଯ୍ୟନ୍ତ ବରଗଡ ଜିଲ୍ଲା ଯାଦବ ସାଂସ୍କୃତିକ ସମାଜ ପକ୍ଷରୁ ବିଶ୍ୱଶାନ୍ତି ମହାଯଜ୍ଞ   (16-Mar-2026)       ||     

HOME   ଜିଲ୍ଲା

ଗଞ୍ଜେଇ ଜବତ ମାମଲାରେ ୪ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କଲା କୋଦଳା ପୋଲିସ

17-Sep-2021



କୋଦଳା(ଉମା ମହାରଣା ): ବୁଧବାର କୋଦଳା ଥାନା ଅନ୍ତର୍ଗତ ବାଦର୍ଖପଲ୍ଲୀ  ଗ୍ରାମରେ  କୋଦଳା ପୋଲିସ ପକ୍ଷରୁ ଚଢ଼ାଉ କରାଯାଇ ୫୭୦ କିଗ୍ରା ଗଞ୍ଜେଇ ଜବତ କରାଯିବା ଘଟଣାରେ ଆଜି ପୋଲିସ ୪ଜଣ ଅଭିଯୁକ୍ତ   ରତ୍ନାକର ଖଟୁଆ,କସ୍ତୁରୀ ବିଷୋୟୀ, ଅହଲ୍ୟା ବିଷୋୟୀ ଏବଂ ତନୁ ସ୍ବାଇଁ ଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। କେଶ ନମ୍ବର ୪୭୮/ତା ୧୬.୯.୨୦୨୧ ଅନୁସାରେ ୨୦(ବି)ସି/୨୫/୨୬(ଏନ ଡି ପି ସି)ଦଫାରେ ପୋଲିସ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଛି। ପ୍ରାପ୍ତ ସୂଚନା ଅନୁଯାୟୀ ବାଦାର୍ଖପଲ୍ଲୀ ଗ୍ରାମର କବିରାଜ ବିଷୋୟୀ ଙ୍କ ଘରୁ ଅତିରକ୍ତ ତହସିଲଦାରଙ୍କ ଉପସ୍ଥିତିରେ ପ୍ରାୟ ୫୭୦ କେ.ଜିରୁ ଉର୍ଦ୍ଧ୍ବ ଗଞ୍ଜେଇ ଜବତ କରାଯାଇଥିଲା। ବାରମ୍ବାର ଏଭଳି କୋଦଳା ଏରିଆରେ ଘଟୁଥିବା ଯୋଗୁଁ କିଭଳି ଏହାକୁ ରୋକାଯାଇପାରିବା ସହ ଏହାର ଚେର ପର୍ଯ୍ୟନ୍ତ ପୋଲିସ ଓ ପ୍ରସାସନ ପହଁଚୁଛି ଦେଖିବାକୁ ବାକି ରହିଲା। ଏହା ପୂର୍ବରୁ ମଧ୍ୟ କୋଦଳା ପୋଲିସକୁ ସଫଳ ମିଳିଛି। ପ୍ରଥମେ କଞ୍ଚଣା ନିକଟରୁ ୯୦୦ କେଜି ରୁ ଉର୍ଦ୍ଧ ଗଂଜେଇ ଜବତ ହୋଇଥିବା ବେଳେ ଭାଟପୋଡ଼ା ନିକଟରୁ ୩୪୦ କେଜି କଞ୍ଚଣା ନିକଟରୁ ୧୦୦ କେଜି ବେତେରାପୋଲି ନିକଟରୁ ୧୦୦୦ କେଜି ଜବତ କରିବାରେ ସଫଳ ହୋଇଥିଲେ। ଏଇ ଅଞ୍ଚଳରେ ବିଭିନ୍ନ ଉପାୟରେ କୋଲକାତା, ଝାଡ଼ଖଣ୍ଡ, ସୁରଟ, ମୁମ୍ବାଇ କୁ ଦିନକୁ ଦିନ ଗଂଜେଇ ଚୋରାଚାଲାନହେଉଥିବା ବେଳେ ପୋଲିସ ଓ ଅବକାରୀ ବିଭାଗ ର ନିଦ ହଜାଇ ଦେଇଛି ଏବେ ଦେଖିବାକୁ ବାକି ରହିଲା ଏଇ ଚୋରା ଚାଲାଣର ମୁଖ୍ୟ ମାଷ୍ଟର ମାଇଣ୍ଡକୁ କେବେ ପୋଲିସ ଗିରଫ କରୁଛି ?


News Comment




Photo in News

Advertisment
Lastest News
  ଜିଲ୍ଲା  
ମା ମଙ୍ଗଳାଙ୍କ ପୀଠରେ ୨ୟ ପାଳି ପବିତ୍ର ଚୈତ୍ର ଝାମୁଯାତ୍ରା କାକଟପୁରରେ ଭକ୍ତିମୟ ପରିବେଶ, ହଜାର ହଜାର ଭକ୍ତଙ୍କ ସମାଗମ   18-Mar-2026
  ଜିଲ୍ଲା  
ଧୋବାତୋଟା ମେଳଣ ଉତ୍ସବ   18-Mar-2026
  ଜିଲ୍ଲା  
ବଲାଙ୍ଗୀର ର ବୋହୂ ସଂଗୀତାଙ୍କୁ ମାଟି ଲଗ୍ନା ସେବାରତ୍ନ ସମ୍ମାନ   18-Mar-2026
  ଜିଲ୍ଲା  
ଗାଁ ପୋଖରୀ ସଫା ଓ ବୃକ୍ଷରୋପଣ   18-Mar-2026
  ଜିଲ୍ଲା  
ଖଣି ଖନନ ନିଲାମକୁ ଦୃଢ଼ ବିରୋଧ - ରତାଖଣ୍ଡିରେ ଵିଶାଲ ସମାବେଶ   18-Mar-2026
  ଜିଲ୍ଲା  
ଝିଅ ଆଉ ଗଛ ମଣିଷ ସମାଜ ପାଇଁ ଅତି ଆବଶ୍ୟକ - ଜିଲ୍ଲାପାଳ   18-Mar-2026
  ଜିଲ୍ଲା  
*ସୋନପୁର କଲେଜକୁ ସରକାରୀ ମାନ୍ୟତା ଦାବୀରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା*- *   18-Mar-2026
  ଜିଲ୍ଲା  
ଜଳ, ଜମି, ଜଙ୍ଗଲ ଅଧିକାର ଦାବିରେ ଲୋଇସିଂହା ବ୍ଲକ ସମୂହ ଜଙ୍ଗଲ ଅଧିକାର କମିଟି ତରଫରୁ ରତାଖଣ୍ଡି ଠାରେ ଏକ ବିଶାଳ ସମାବେଶ   17-Mar-2026
  ଜିଲ୍ଲା  
*ଆଇନ ସେବାରେ ପାରା ଲିଗାଲ ସ୍ବେଚ୍ଛାସେବୀଙ୍କ ପାଇଁ ଏକ ଦିବସୀୟ ତାଲିମ କାର୍ଯକ୍ରମ ଆୟୋଜିତ*-   17-Mar-2026
  ଜିଲ୍ଲା  
ଡାହାଣୀ ସନ୍ଦେହରେ ନିର୍ଯାତନା ସମସ୍ୟା ର ନିରାକରଣ କର୍ମଶାଳା   17-Mar-2026
  ଜିଲ୍ଲା  
ରେଲୱେ ଷ୍ଟେସନ ରୋଡରୁ ବିପୁଳ ପରିମାଣର ଗଂଜେଇ ଜବତ କଲା ବଲାଙ୍ଗୀର ପୋଲିସ   17-Mar-2026
  ଜିଲ୍ଲା  
ବେଆଇନ ବାଲି ଘାଟରୁ ଦିନରେ ବାଲି ଲୁଟ, ଚୁପ ବସିଛି ପ୍ରଶାସନ   17-Mar-2026

You Might Also Like