-+91-9937148622 |

prerana_bgr@rediffmail.com |

  Wednesday 18th March 2026 |

| | | |

R.N.I. Regd No. ODIODI/2010/46693

Breaking News

ଜଳ, ଜମି, ଜଙ୍ଗଲ ଅଧିକାର ଦାବିରେ ଲୋଇସିଂହା ବ୍ଲକ ସମୂହ ଜଙ୍ଗଲ ଅଧିକାର କମିଟି ତରଫରୁ ରତାଖଣ୍ଡି ଠାରେ ଏକ ବିଶାଳ ସମାବେଶ   (17-Mar-2026)       ||      *ଆଇନ ସେବାରେ ପାରା ଲିଗାଲ ସ୍ବେଚ୍ଛାସେବୀଙ୍କ ପାଇଁ ଏକ ଦିବସୀୟ ତାଲିମ କାର୍ଯକ୍ରମ ଆୟୋଜିତ*-   (17-Mar-2026)       ||      ଡାହାଣୀ ସନ୍ଦେହରେ ନିର୍ଯାତନା ସମସ୍ୟା ର ନିରାକରଣ କର୍ମଶାଳା   (17-Mar-2026)       ||      ରେଲୱେ ଷ୍ଟେସନ ରୋଡରୁ ବିପୁଳ ପରିମାଣର ଗଂଜେଇ ଜବତ କଲା ବଲାଙ୍ଗୀର ପୋଲିସ   (17-Mar-2026)       ||      ବେଆଇନ ବାଲି ଘାଟରୁ ଦିନରେ ବାଲି ଲୁଟ, ଚୁପ ବସିଛି ପ୍ରଶାସନ   (17-Mar-2026)       ||      ପଶ୍ଚିମ ଓଡ଼ିଶାର ପ୍ରଥମ ଓଟିଟି ଚାନେଲ୍ ‘ପଶ୍ଚିମ୍’ ଲୋକାର୍ପିତ   (17-Mar-2026)       ||      ପ୍ରେରଣା ତରଫରୁ ସ୍କୁଲସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା, ଆସନ୍ତାକାଲି ହାଇସ୍କୁଲ ଓ କଲେଜସ୍ତରୀୟ ଓଡ଼ିଆ ପ୍ରବନ୍ଧ ପ୍ରତିଯୋଗିତା    (16-Mar-2026)       ||      ପ୍ରେରଣା ତରଫରୁ ସ୍କୁଲସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା, aadan    (16-Mar-2026)       ||      ସାମ୍ବାଦିକ ପବନ ଅଗ୍ରୱାଲ ସମ୍ମାନିତ    (16-Mar-2026)       ||      କଟକ ଏସ୍ ସି ବି ଅଗ୍ନିକାଣ୍ଡରେ ମୃତାହତ ଘଟଣା ପରିଚାଳନା ଓ ପ୍ରଶାସନିକ ଅବହେଳାର ଚରମ ନିଦର୍ଶନ- କଂଗ୍ରେସ ପ୍ରତିନିଧି ମଣ୍ଡଳୀ   (16-Mar-2026)       ||      ଜିଲ୍ଲାସ୍ତରୀୟ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ,    (16-Mar-2026)       ||      ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି    (16-Mar-2026)       ||      ମାର୍ଚ୍ଚ ୨୪ ରୁ ୨୬ ତାରିଖ ପର୍ଯ୍ୟନ୍ତ ବରଗଡ ଜିଲ୍ଲା ଯାଦବ ସାଂସ୍କୃତିକ ସମାଜ ପକ୍ଷରୁ ବିଶ୍ୱଶାନ୍ତି ମହାଯଜ୍ଞ   (16-Mar-2026)       ||      ପ୍ରାକ୍ତନ ଛାତ୍ରଛାତ୍ରୀଙ୍କ ଦ୍ୱାରା ପ୍ରତିଷ୍ଠାତା ଶିକ୍ଷକ ଓ କର୍ମଚାରୀ ସମ୍ମାନ ସମାରୋହ କାର୍ଯ୍ୟକ୍ରମ ଅନୁଷ୍ଠିତ    (16-Mar-2026)       ||      ବରପାଲି BEO ଅଫିସ୍‌ର ଆକାଉଣ୍ଟାଣ୍ଟ ଭିଜିଲାନ୍ସ_ଜାଲରେ,   (16-Mar-2026)       ||      ଲୋପ ପାଇବାକୁ ବସିଲାଣି ତୋଟା ଓ ଧାନଖଳା   (16-Mar-2026)       ||      *ନୂଆପଡ଼ା ଜିଲ୍ଲା ଖଡିଆଳ ପଞ୍ଚାୟତ ସମିତି ପରିସର ମଧ୍ୟରେ ଜିଲ୍ଲାପାଳ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ*   (16-Mar-2026)       ||      ନୂଆଦିଲ୍ଲୀ ର ଓଡ଼ିଶା ପର୍ବରେ ଯୋଗ ଦେଲେ ଓଡ଼ିଶା ରାଜ୍ୟପାଳ    (16-Mar-2026)       ||      *ନିଆଁ କୁ ଆୟତ କରିବରେ ବିଫଳ ହେଲା ଅଗ୍ନିଶମ ବିଭାଗ*   (16-Mar-2026)       ||      *ଫିଟ୍ ନେସ ଏମ୍ପାୟାର କ୍ରୀକ ଫେଷ୍ଟ ୨୦୨୬ ଉଦଯାପିତ* - *ଜିଲ୍ଲା ପୋଲିସ ଦଳ ଚମ୍ପିୟାନ*- -   (16-Mar-2026)       ||     

HOME   ଜିଲ୍ଲା

ମାୟବର୍ହା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳିତ  

17-Sep-2021



 ଡୁଙ୍ଗୁରିପାଲି,  ସ୍ୱଚ୍ଛତା ହିଁ ଦକ୍ଷତା ବାର୍ତାକୁ ଅନୁକରଣ କରି ଡୁଙ୍ଗୁରିପାଲି  ବ୍ଲକ ଅନ୍ତର୍ଗତ ପଂଚାୟତ ଉଚ୍ଚ ବିଦ୍ୟାଳୟ, ମାୟାବର୍ହା ତରଫରୁ  ସ୍ୱଚ୍ଛତା ପକ୍ଷ ପାଳିତ ହୋଇଯାଇଛି । ପ୍ରଧାନଶିକ୍ଷକ ମନୋଜ କୁମାର ପୂଜାରୀଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନ ଓ ଜୁନିୟର ରେଡକ୍ରସ ପରମର୍ଶଦାତା ରବି ଚନ୍ଦ୍ର ପଶାୟତଙ୍କ ସଂଯୋଜନାରେ ହୋଇଥିବା କାର୍ଯ୍ୟକ୍ରମରେ ସେପ୍ ଟେମ୍ବର ୧ ରୁ ୧୫ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଦିନରେ ଓସେପାଙ୍କ ନିର୍ଦ୍ଦେଶ ମୁତାବକ ବିଭିନ୍ନ କାର୍ଯ୍ୟକ୍ରମ ମାଧ୍ୟମରେ ସ୍ୱଚ୍ଛତା କାର୍ଯ୍ୟକ୍ରମ ଚାଲିଥିଲା । ପ୍ରଥମ ଦିନରେ ପ୍ରଧାନଶିକ୍ଷକ ଶ୍ରୀପୂଜାରୀ ପରିଷ୍କାର ପରିଚ୍ଛନ୍ନତା ପାଇଁ ସମସ୍ତ ଛାତ୍ରଛାତ୍ରୀଙ୍କୁ ଶପଥ ପାଠ କରାଇ ସ୍ୱଚ୍ଛତା ପ୍ରତି ଅଙ୍ଗିକାର ବଦ୍ଧ ହେବାକୁ ଆହ୍ୱାନ ଦେଇଥିଲେ । ସାଂପ୍ରତିକ କରୋନା ମହାମାରୀକୁ ହରାଇବା ପାଇଁ କୋଭିଡ-୧୯ ର ସମସ୍ତ ନୀତି ନିୟମ ମାନିବା ପାଇଁ ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀ. ଛାତ୍ରଛାତ୍ରୀ ମାନଙ୍କୁ ପ୍ରବର୍ତାଇଥିଲେ ।  ଅନଲାଇନ୍  ଭର୍ଚ୍ଚୁଆଲ ମୋଡରେ ବିଦ୍ୟାଳୟ ପରିଚାଳନା କମିଟୀର ସଭ୍ୟ ମାନଙ୍କୁ ସ୍ୱଚ୍ଛତା ପକ୍ଷ ସଂପର୍କରେ ସଚେତନ କରାଯାଇଥିଲା । କରୋନା ଭୂତାଣୁରୁ ସୁରକ୍ଷା ପାଇବା ନିମନ୍ତେ ଟୀକାକରଣରେ ଗୋଷ୍ଠୀ ସମୁହର ଅଂଶ ଗ୍ରହଣକୁୁ ଗୁରୁତ୍ୱ ଦିଆଯାଇଥିଲା । ଶିକ୍ଷକ ଦିନବନ୍ଧୁ ପ୍ରଧାନଙ୍କ ସଂଯୋଜନାରେ ଆୟୋଜିତ ହୋଇଥିବା ସେମିନାର “ଭାଇରାଲ ଡିଜିଜ ଏବଂ ଜଳ ବାହିତ ରୋଗ ସମୂହର କାରଣ ଓ ନିରାକରଣ” ରେ ଗେଷ୍ଟ ସ୍ପିକର ଭାବରେ ବିନିକା ସ୍ୱାସ୍ଥ୍ୟ କେନ୍ଦ୍ରର ସ୍ୱାସ୍ଥ୍ୟ ଟେକ୍‌ନିସିଆନ୍ ଅଜିତ କୁମାର ହୋତା ଯୋଗଦାନ କରି ଛାତ୍ରଛାତ୍ରୀ ମାନଙ୍କୁ  ଭାଇରାଲ ରୋଗର ପ୍ରତିକାର ବିଷୟରେ ଅବଗତ

କରାଇଥିଲେ । ଜୁନିୟର ରେଡକ୍ରସ ସାଧନକର୍ମି ରବିଚନ୍ଦ୍ର ପଶାୟତ ଛାତ୍ରଛାତ୍ରୀ ମାନଙ୍କୁ ହାତ ଧୁଆର ଛଅଟି ସୋପାନ ବିଷୟରେ ତାଲିମ ଦେଇଥିଲେ । ପରେ ବିଦ୍ୟାଳୟର ଜୁନିଅର ରେଡକ୍ରସର ଜୁନିଅର ଏବଂ ସ୍କାଉଟ ମାନେ ଡେମୋନେଷ୍ଟ୍ରେସନ ମାଧ୍ୟମରେ ହାତ ଧୁଆ ଅଭ୍ୟାସ କରିଥିଲେ । ଆୟୋଜିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତା ଯଥା-ପ୍ରବନ୍ଧ ଲିଖନ, ସଂଗୀତ, ଚିତ୍ରାଙ୍କନ, ସ୍ଲୋଗାନ ଲିଖନ ପ୍ରଭୃତିର  କୃତି ପ୍ରତିଯୋଗୀ ମାନଙ୍କୁ ବିଦ୍ୟାଳୟ ତରଫରୁ ପୁରସ୍କୃତ କରାଯଇଥିଲା । କାର୍ଯ୍ୟକ୍ରମରେ ଶିକ୍ଷକ ନନ୍ଦିଘୋଷ ବାରିକ, ପ୍ରହଲ୍ଲାଦ ଦାଶ, କୁମୁଦ କୁମାର ପୂଜାରୀ, ସୁଶିଲ ସାହୁ, ପୂଜାରୀ, ସଂଜୀବ ପୂଜାରୀ, ମୀନକେତନ ଦାଶ, ବିଭିଷଣ ଖମାରୀ ପ୍ରମୁଖ ସହ ଯୋଗ କରିଥିଲେ । ସ୍କାଉଟ ମାଷ୍ଟର ଦିନବନ୍ଧୁ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଜଳ, ଜମି, ଜଙ୍ଗଲ ଅଧିକାର ଦାବିରେ ଲୋଇସିଂହା ବ୍ଲକ ସମୂହ ଜଙ୍ଗଲ ଅଧିକାର କମିଟି ତରଫରୁ ରତାଖଣ୍ଡି ଠାରେ ଏକ ବିଶାଳ ସମାବେଶ   17-Mar-2026
  ଜିଲ୍ଲା  
*ଆଇନ ସେବାରେ ପାରା ଲିଗାଲ ସ୍ବେଚ୍ଛାସେବୀଙ୍କ ପାଇଁ ଏକ ଦିବସୀୟ ତାଲିମ କାର୍ଯକ୍ରମ ଆୟୋଜିତ*-   17-Mar-2026
  ଜିଲ୍ଲା  
ଡାହାଣୀ ସନ୍ଦେହରେ ନିର୍ଯାତନା ସମସ୍ୟା ର ନିରାକରଣ କର୍ମଶାଳା   17-Mar-2026
  ଜିଲ୍ଲା  
ରେଲୱେ ଷ୍ଟେସନ ରୋଡରୁ ବିପୁଳ ପରିମାଣର ଗଂଜେଇ ଜବତ କଲା ବଲାଙ୍ଗୀର ପୋଲିସ   17-Mar-2026
  ଜିଲ୍ଲା  
ବେଆଇନ ବାଲି ଘାଟରୁ ଦିନରେ ବାଲି ଲୁଟ, ଚୁପ ବସିଛି ପ୍ରଶାସନ   17-Mar-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରଥମ ଓଟିଟି ଚାନେଲ୍ ‘ପଶ୍ଚିମ୍’ ଲୋକାର୍ପିତ   17-Mar-2026
  ଜିଲ୍ଲା  
ପ୍ରେରଣା ତରଫରୁ ସ୍କୁଲସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା, ଆସନ୍ତାକାଲି ହାଇସ୍କୁଲ ଓ କଲେଜସ୍ତରୀୟ ଓଡ଼ିଆ ପ୍ରବନ୍ଧ ପ୍ରତିଯୋଗିତା   16-Mar-2026
  ଜିଲ୍ଲା  
ପ୍ରେରଣା ତରଫରୁ ସ୍କୁଲସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା, aadan   16-Mar-2026
  ଜିଲ୍ଲା  
ସାମ୍ବାଦିକ ପବନ ଅଗ୍ରୱାଲ ସମ୍ମାନିତ   16-Mar-2026
  ଜିଲ୍ଲା  
କଟକ ଏସ୍ ସି ବି ଅଗ୍ନିକାଣ୍ଡରେ ମୃତାହତ ଘଟଣା ପରିଚାଳନା ଓ ପ୍ରଶାସନିକ ଅବହେଳାର ଚରମ ନିଦର୍ଶନ- କଂଗ୍ରେସ ପ୍ରତିନିଧି ମଣ୍ଡଳୀ   16-Mar-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ,   16-Mar-2026
  ଜିଲ୍ଲା  
ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   16-Mar-2026

You Might Also Like