-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||     

HOME   ରାଜ୍ୟ

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୧ତମ ଜନ୍ମଦିନରେ ‘ସେବା ଓ ସମର୍ପଣ ଅଭିଯାନ’ ଆରମ୍ଭ କରିବ ‘ବିଜେପି

17-Sep-2021



ବଲାଙ୍ଗୀର : ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୧ତମ ଜନ୍ମଦିନ ଅବସରରେ ‘ଭାରତୀୟ ଜନତା ପାର୍ଟି’ ଦେଶବ୍ୟାପୀ ‘ସେବା ଓ ସମର୍ପଣ ଅଭିଯାନ’ ଆରମ୍ଭ କରିବ।

ପୂର୍ବରୁ ‘ବିଜେପି’ ପ୍ରତିବର୍ଷ ସେପ୍ଟେମ୍ବର ୧୭ ରୁ ଆରମ୍ଭ କରି ଗୋଟିଏ ସପ୍ତାହ ପର୍ଯ୍ୟନ୍ତ ‘ସେବା ପଥ’ ପାଳନ କରୁଥିଲା। କିନ୍ତୁ, ଏବର୍ଷ ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ସର୍ବସାଧାରଣ ସାମାଜିକ ଜୀବନର ୨୦ ବର୍ଷ ପୂରଣ କରୁଥିବାରୁ ଉପରୋକ୍ତ ସ୍ବତନ୍ତ୍ର ଅଭିଯାନ ଯୋଜନା କରାଯାଇଛି।

୨୦୦୧ ସେପ୍ଟେମ୍ବର ୭ ତାରିଖ ରେ ପ୍ରଧାନମନ୍ତ୍ରୀ ମୋଦୀ ପ୍ରଥମ ଥର ପାଇଁ ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିଲେ। ସେଥିପାଇଁ ‘ବିଜେପି’ ସେପ୍ଟେମ୍ବର ୧୭ରୁ ଅକ୍ଟୋବର ୭ ତାରିଖ ପର୍ଯ୍ୟନ୍ତ ‘ସେବା ଓ ସମର୍ପଣ ଅଭିଯାନ’ ପାଳନ କରିବ।

‘ସେବା ଓ ସମର୍ପଣ ଅଭିଯାନ’ରେ ‘ବିଜେପି’ କର୍ମୀମାନେ ବିଭିନ୍ନ ବର୍ଗର ଜନତାଙ୍କ ନିକଟରେ ପହଞ୍ଚିବା ସହ ଅନେକ ଜନସେବାମୂଳକ କାର୍ଯ୍ୟକ୍ରମ ସମ୍ପାଦନ କରିବେ l 
ସେପ୍ଟେମ୍ବର ୧୭ରୁ ୨୦ ପର୍ଯ୍ୟନ୍ତ ଆୟୋଜନ କରାଯିବ ସ୍ବାସ୍ଥ୍ୟ ପରୀକ୍ଷା ଶିବିର। ଯୁବବର୍ଗ ମଧ୍ୟ ରକ୍ତଦାନ ଶିବିର ଆୟୋଜନ କରିବେ। ଦରିଦ୍ର ଜନତାଙ୍କୁ ‘ଅନୁସୂଚୀତ ଜାତି ମୋର୍ଚ୍ଚା’ ଫଳ ଏବଂ ଅନ୍ୟାନ୍ୟ ଦରକାରୀ ସାମଗ୍ରୀ ବଣ୍ଟନ କରିବ। ‘ଓବିସି ମୋର୍ଚ୍ଚା’ କର୍ମୀମାନେ ଅନାଥାଶ୍ରମ ଏବଂ ଜରାନିବାସରେ ଫଳ ବଣ୍ଟନ କରିବେ। ‘କିଷାନ୍‌ ମୋର୍ଚ୍ଚା’ ‘କିଷାନ୍‌ ସମ୍ମାନ ଦିବସ’ ଆୟୋଜନ କରିବ। ଏଥିରେ ୭୧ଜଣ କୃଷକ ଏବଂ ୭୧ଜଣ ତରୁଣଙ୍କୁ ସମ୍ମାନ ପ୍ରଦାନ କରାଯିବ। ସେହିପରି, ‘ମହିଳା ମୋର୍ଚ୍ଚା’ ମହାମାରୀ ସମୟରେ ସେବା ପ୍ରଦାନ କରିଥିବା ୭୧ଜଣ ମହିଳା କରୋନା ଯୋଦ୍ଧାଙ୍କୁ ସମ୍ମାନ ପ୍ରଦାନ କରିବ।

ଏହା ବ୍ୟତିରେକେ, ଏହି ଅଭିଯାନ ସମୟ ଅବଧିରେ ସେପ୍ଟେମ୍ବର ୨୫ ତାରିଖରେ ପଡୁଥିବା ଦୀନଦୟାଲ୍‌ ଉପାଧ୍ୟାୟଙ୍କ ଜୟନ୍ତୀରେ ‘ବିଜେପି’ ପ୍ରତି ବୁଥ୍‌ରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରିବ। ଅକ୍ଟୋବର ୨ରେ ‘ବିଜେପି’ ଆୟୋଜନ କରିବ ପରିମଳ ଅଭିଯାନ। ଏଥିରେ ନଦନଦୀ ପରିଷ୍କାର କରାଯିବା ସହ ବୃକ୍ଷ ରୋପଣ କରାଯିବ। ଏହି ସମୟରେ ‘ପ୍ଲାଷ୍ଟିକ୍‌-ମୁକ୍ତ ଭାରତ’ ସଚେତନତା କାର୍ଯ୍ୟକ୍ରମ ମଧ୍ୟ ଆୟୋଜନ କରାଯିବ।

ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଜୀବନ ଉପରେ ଆଧାରିତ ଗୋଟାଏ ପ୍ରଦର୍ଶନୀ ମଧ୍ୟ ଆୟୋଜନ କରାଯିବ ବୋଲି ବଲାଙ୍ଗୀର ଜିଲ୍ଲା ବିଜେପି ସଭାପତି ଶିବାଜୀ ମହାନ୍ତି ସୂଚନା ଦେଇଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026

You Might Also Like