-+91-9937148622 |

prerana_bgr@rediffmail.com |

  Tuesday 17th March 2026 |

| | | |

R.N.I. Regd No. ODIODI/2010/46693

Breaking News

ଡାହାଣୀ ସନ୍ଦେହରେ ନିର୍ଯାତନା ସମସ୍ୟା ର ନିରାକରଣ କର୍ମଶାଳା   (17-Mar-2026)       ||      ରେଲୱେ ଷ୍ଟେସନ ରୋଡରୁ ବିପୁଳ ପରିମାଣର ଗଂଜେଇ ଜବତ କଲା ବଲାଙ୍ଗୀର ପୋଲିସ   (17-Mar-2026)       ||      ବେଆଇନ ବାଲି ଘାଟରୁ ଦିନରେ ବାଲି ଲୁଟ, ଚୁପ ବସିଛି ପ୍ରଶାସନ   (17-Mar-2026)       ||      ପଶ୍ଚିମ ଓଡ଼ିଶାର ପ୍ରଥମ ଓଟିଟି ଚାନେଲ୍ ‘ପଶ୍ଚିମ୍’ ଲୋକାର୍ପିତ   (17-Mar-2026)       ||      ପ୍ରେରଣା ତରଫରୁ ସ୍କୁଲସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା, ଆସନ୍ତାକାଲି ହାଇସ୍କୁଲ ଓ କଲେଜସ୍ତରୀୟ ଓଡ଼ିଆ ପ୍ରବନ୍ଧ ପ୍ରତିଯୋଗିତା    (16-Mar-2026)       ||      ପ୍ରେରଣା ତରଫରୁ ସ୍କୁଲସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା, aadan    (16-Mar-2026)       ||      ସାମ୍ବାଦିକ ପବନ ଅଗ୍ରୱାଲ ସମ୍ମାନିତ    (16-Mar-2026)       ||      କଟକ ଏସ୍ ସି ବି ଅଗ୍ନିକାଣ୍ଡରେ ମୃତାହତ ଘଟଣା ପରିଚାଳନା ଓ ପ୍ରଶାସନିକ ଅବହେଳାର ଚରମ ନିଦର୍ଶନ- କଂଗ୍ରେସ ପ୍ରତିନିଧି ମଣ୍ଡଳୀ   (16-Mar-2026)       ||      ଜିଲ୍ଲାସ୍ତରୀୟ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ,    (16-Mar-2026)       ||      ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି    (16-Mar-2026)       ||      ମାର୍ଚ୍ଚ ୨୪ ରୁ ୨୬ ତାରିଖ ପର୍ଯ୍ୟନ୍ତ ବରଗଡ ଜିଲ୍ଲା ଯାଦବ ସାଂସ୍କୃତିକ ସମାଜ ପକ୍ଷରୁ ବିଶ୍ୱଶାନ୍ତି ମହାଯଜ୍ଞ   (16-Mar-2026)       ||      ପ୍ରାକ୍ତନ ଛାତ୍ରଛାତ୍ରୀଙ୍କ ଦ୍ୱାରା ପ୍ରତିଷ୍ଠାତା ଶିକ୍ଷକ ଓ କର୍ମଚାରୀ ସମ୍ମାନ ସମାରୋହ କାର୍ଯ୍ୟକ୍ରମ ଅନୁଷ୍ଠିତ    (16-Mar-2026)       ||      ବରପାଲି BEO ଅଫିସ୍‌ର ଆକାଉଣ୍ଟାଣ୍ଟ ଭିଜିଲାନ୍ସ_ଜାଲରେ,   (16-Mar-2026)       ||      ଲୋପ ପାଇବାକୁ ବସିଲାଣି ତୋଟା ଓ ଧାନଖଳା   (16-Mar-2026)       ||      *ନୂଆପଡ଼ା ଜିଲ୍ଲା ଖଡିଆଳ ପଞ୍ଚାୟତ ସମିତି ପରିସର ମଧ୍ୟରେ ଜିଲ୍ଲାପାଳ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ*   (16-Mar-2026)       ||      ନୂଆଦିଲ୍ଲୀ ର ଓଡ଼ିଶା ପର୍ବରେ ଯୋଗ ଦେଲେ ଓଡ଼ିଶା ରାଜ୍ୟପାଳ    (16-Mar-2026)       ||      *ନିଆଁ କୁ ଆୟତ କରିବରେ ବିଫଳ ହେଲା ଅଗ୍ନିଶମ ବିଭାଗ*   (16-Mar-2026)       ||      *ଫିଟ୍ ନେସ ଏମ୍ପାୟାର କ୍ରୀକ ଫେଷ୍ଟ ୨୦୨୬ ଉଦଯାପିତ* - *ଜିଲ୍ଲା ପୋଲିସ ଦଳ ଚମ୍ପିୟାନ*- -   (16-Mar-2026)       ||      ସାମାଜିକ ସେବା ପାଇଁ ପ୍ରାନ୍ତୀୟ ଅଧିବେଶନ ଶିଖର ୨୦୨୬ ରେ ସହଯୋଗ ଫାଉଣ୍ଡେସନ୍ ସମ୍ମାନିତ   (16-Mar-2026)       ||      *ନବ ଭାରତ ସାକ୍ଷରତା “ଉଲ୍ଲାସ” କାର୍ଯ୍ୟକ୍ରମ*   (16-Mar-2026)       ||     

HOME   ଅପରାଧ

ଘରେ ତାଲା ପକାଇ ଫେରାର ହୋଇଗଲେ ମା-ପୁଅ , ପ୍ରେମିକ ଘର ସମ୍ମୁଖରେ ଧାରଣା ଦେଲା ପ୍ରେମିକା

17-Sep-2021



ଦେବଗଡ/ରିଆମାଳ(ଅମୃତ କୁମାର ନନ୍ଦ ):: ପ୍ରେମ ନାଁରେ ଦୀର୍ଘବର୍ଷ ଦୈହିକ ସମ୍ପର୍କ ରଖିବାପରେ ଜଣେ ଯୁବକ ବିବାହ କରିବାକୁ ମନା କରିବାରୁ ପ୍ରେମିକା ଜଣକ ପ୍ରେମିକଙ୍କ ଘର ସମ୍ମୁଖରେ ଧାରଣା ଦେବା ଅଂଚଳରେ ଚର୍ଚ୍ଚାର ବିଷୟ ହୋଇଛି । ପ୍ରେମିକାଙ୍କ ଏଭଳି କାଣ୍ଡ ଦେଖି ଉକ୍ତ ପ୍ରେମିକ କୁଣ୍ଢେଇଗୋଳା ଥାନା ଜରାଛାଟ ଗାଁର ରାଜୁ ଓରଫ୍‌ ରାଜେନ୍ଦ୍ର ସାହୁ ନିଜ ଘରେ ତାଲା ପକେଇ ବିଧବା ମାଆ ମେଘି ସାହୁଙ୍କୁ ସାଙ୍ଗରେ ନେଇ ଗାଁରୁ ଫେରାର୍‌ ମାରିଥିବା ଜଣାପଡିଛି । ଗାଁଲୋକଙ୍କ ଠାରୁ ଖବରପାଇ କୁଣ୍ଢେଇଗୋଳା ପୁଲିସ ପହଞ୍ଚି ଧାରଣରତ ଯୁବତୀଙ୍କୁ ଉଦ୍ଧାର କରି ଥାନାକୁ ଆଣିଥିବା ବେଳେ ଉକ୍ତ ଯୁବତୀ ଜଣକ ନିଜ ପ୍ରେମିକ ଓ ତାଙ୍କ ମାଆଙ୍କ ବିରୁଦ୍ଧରେ ଲିଖିତ ଅଭିଯୋଗ କରିଥିବା ଜଣାପଡିଛି ।

ଯୁବତୀଙ୍କ ଅଭିଯୋଗ ଅନୁଯାୟୀ ରିଆମାଳ ବ୍ଲକ ଅନ୍ତର୍ଗତ ପରା ପଞ୍ଚାୟତ ଜରାଛାଟ ଗାଁର ସ୍ୱର୍ଗଳ ଈନ୍ଦ୍ରମଣୀ ସାହୁଙ୍କ ଏକମାତ୍ର ପୁଅ ରାଜେନ୍ଦ୍ର । ଗତ ୬ ବର୍ଷ ତଳେ ହାଇସ୍କୁଲରେ ପଢୁଥିବା ବୁଢାପାଳ ପୁଲିସ୍‌ ବିଟ୍‌ ଅଞ୍ଚଳର ଉକ୍ତ ଯୁବତୀଙ୍କ ସହ ପ୍ରେମ ସମ୍ପର୍କ ସ୍ଥାପନ କରିଥିଲା । ରାଜେନ୍ଦ୍ର ମ୍ୟାଟ୍ରିକ୍‌ ପରେ ନିକଟ ପରା ଗାଁର ଜଣେ ଠିକାଦାରଙ୍କ ପାଖରେ ରହି ମୁନସି କାମ କରୁଥିବା ବେଳେ କଲେଜ ପଢିବାକୁ ଯାଉଥିବା ଉକ୍ତ ଯୁବତୀଙ୍କୁ ବିବାହ କରିବାର ପ୍ରତିଶ୍ରୁତି ଦେଇ ଦୈହିକ ସମ୍ପର୍କ ରଖିଥିଲା । ତେବେ ଏହା ଭିତରେ ଉକ୍ତ ଯୁବତୀ ଜଣକ ବିବାହ ପାଇଁ ଜିଦ୍‌ ଧରିଥିଲେ । ଫଳରେ ଏହାକୁ ନେଇ ଉଚ୍ଚବାଚ ହେବାସହ ରାଜେନ୍ଦ୍ର ସାହୁ କୁଆଡେ ଗତ ୧୨ ତାରିଖ ତାଙ୍କୁ ବିବାହ କରିବାକୁ ରୋକଠୋକ୍‌ ମନା କରିଥିଲେ । ତେବେ ଏକଥା ଜାଣିବା ପରେ ଯୁବତୀ ଜଣକ ଛେଣ୍ଡିପଦା ନିଜ ବିବାହିତା ଝିଅଘରେ ରହୁଥିବା ରାଜେନ୍ଦ୍ରଙ୍କ ମାଆଙ୍କୁ ଖବର ଦେଇଥିବା ବେଳେ ସେ ମଧ୍ୟ ତାଙ୍କୁ ଗାଳିଗୁଲଜ କରିଥିଲେ । ତେବେ ରାଜେନ୍ଦ୍ରଙ୍କ ମାଆ ମେଘି ଆଜି ସୁଦଶା ବ୍ରତ ପାଳନ ପାଇଁ ନିଜ ଗାଁକୁ ଆସିଥିବାର ଖବରପାଇ ଯୁବତୀ ଜଣକ ନିଜ ଭାଇଙ୍କ ସହ ଏକ ବାଇକ୍‌ ଯୋଗେ ପ୍ରେମିକ ଘରକୁ ପହଞ୍ଚିଥିଲେ। ତେବେ ରାଜେନ୍ଦ୍ର ଓ ମାଆ ମେଘି ତାଙ୍କୁ ଗାଳିଗୁଲଜ କରିବାସହ ଧକ୍କାମାରି ଘରୁ ବାହାର କରିଦେଇଥିଲେ । ଯୁବତୀ ଜଣକ ସମାଧାନ ପାଇଁ ଗାଁଲୋକଙ୍କୁ ସମସ୍ତ ଘଟଣା ବଖାଣିବାସହ ପ୍ରେମିକ ଘର ସମ୍ମୁଖରେ ଧାରଣା ଦେଇଥିଲେ। ଅନ୍ୟପକ୍ଷରେ ଉକ୍ତ ମା-ପୁଅ ଲୋକଲଜ୍ଜ୍ୟାରୁ ଘରେ ତାଲା ଲଗାଇ ଗାଁରୁ ଫେରାର୍‌ ମାରିଥିବା ବେଳେ ପୁଲିସ ପହଞ୍ଚି ଯୁବତୀଙ୍କୁ ବୁଝାସୁଝା କରି ଥାନାକୁ ଆଣିଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡାହାଣୀ ସନ୍ଦେହରେ ନିର୍ଯାତନା ସମସ୍ୟା ର ନିରାକରଣ କର୍ମଶାଳା   17-Mar-2026
  ଜିଲ୍ଲା  
ରେଲୱେ ଷ୍ଟେସନ ରୋଡରୁ ବିପୁଳ ପରିମାଣର ଗଂଜେଇ ଜବତ କଲା ବଲାଙ୍ଗୀର ପୋଲିସ   17-Mar-2026
  ଜିଲ୍ଲା  
ବେଆଇନ ବାଲି ଘାଟରୁ ଦିନରେ ବାଲି ଲୁଟ, ଚୁପ ବସିଛି ପ୍ରଶାସନ   17-Mar-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରଥମ ଓଟିଟି ଚାନେଲ୍ ‘ପଶ୍ଚିମ୍’ ଲୋକାର୍ପିତ   17-Mar-2026
  ଜିଲ୍ଲା  
ପ୍ରେରଣା ତରଫରୁ ସ୍କୁଲସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା, ଆସନ୍ତାକାଲି ହାଇସ୍କୁଲ ଓ କଲେଜସ୍ତରୀୟ ଓଡ଼ିଆ ପ୍ରବନ୍ଧ ପ୍ରତିଯୋଗିତା   16-Mar-2026
  ଜିଲ୍ଲା  
ପ୍ରେରଣା ତରଫରୁ ସ୍କୁଲସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା, aadan   16-Mar-2026
  ଜିଲ୍ଲା  
ସାମ୍ବାଦିକ ପବନ ଅଗ୍ରୱାଲ ସମ୍ମାନିତ   16-Mar-2026
  ଜିଲ୍ଲା  
କଟକ ଏସ୍ ସି ବି ଅଗ୍ନିକାଣ୍ଡରେ ମୃତାହତ ଘଟଣା ପରିଚାଳନା ଓ ପ୍ରଶାସନିକ ଅବହେଳାର ଚରମ ନିଦର୍ଶନ- କଂଗ୍ରେସ ପ୍ରତିନିଧି ମଣ୍ଡଳୀ   16-Mar-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ,   16-Mar-2026
  ଜିଲ୍ଲା  
ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   16-Mar-2026
  ଜିଲ୍ଲା  
ମାର୍ଚ୍ଚ ୨୪ ରୁ ୨୬ ତାରିଖ ପର୍ଯ୍ୟନ୍ତ ବରଗଡ ଜିଲ୍ଲା ଯାଦବ ସାଂସ୍କୃତିକ ସମାଜ ପକ୍ଷରୁ ବିଶ୍ୱଶାନ୍ତି ମହାଯଜ୍ଞ   16-Mar-2026
  ଜିଲ୍ଲା  
ପ୍ରାକ୍ତନ ଛାତ୍ରଛାତ୍ରୀଙ୍କ ଦ୍ୱାରା ପ୍ରତିଷ୍ଠାତା ଶିକ୍ଷକ ଓ କର୍ମଚାରୀ ସମ୍ମାନ ସମାରୋହ କାର୍ଯ୍ୟକ୍ରମ ଅନୁଷ୍ଠିତ   16-Mar-2026

You Might Also Like