-+91-9937148622 |

prerana_bgr@rediffmail.com |

  Tuesday 17th March 2026 |

| | | |

R.N.I. Regd No. ODIODI/2010/46693

Breaking News

ଡାହାଣୀ ସନ୍ଦେହରେ ନିର୍ଯାତନା ସମସ୍ୟା ର ନିରାକରଣ କର୍ମଶାଳା   (17-Mar-2026)       ||      ରେଲୱେ ଷ୍ଟେସନ ରୋଡରୁ ବିପୁଳ ପରିମାଣର ଗଂଜେଇ ଜବତ କଲା ବଲାଙ୍ଗୀର ପୋଲିସ   (17-Mar-2026)       ||      ବେଆଇନ ବାଲି ଘାଟରୁ ଦିନରେ ବାଲି ଲୁଟ, ଚୁପ ବସିଛି ପ୍ରଶାସନ   (17-Mar-2026)       ||      ପଶ୍ଚିମ ଓଡ଼ିଶାର ପ୍ରଥମ ଓଟିଟି ଚାନେଲ୍ ‘ପଶ୍ଚିମ୍’ ଲୋକାର୍ପିତ   (17-Mar-2026)       ||      ପ୍ରେରଣା ତରଫରୁ ସ୍କୁଲସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା, ଆସନ୍ତାକାଲି ହାଇସ୍କୁଲ ଓ କଲେଜସ୍ତରୀୟ ଓଡ଼ିଆ ପ୍ରବନ୍ଧ ପ୍ରତିଯୋଗିତା    (16-Mar-2026)       ||      ପ୍ରେରଣା ତରଫରୁ ସ୍କୁଲସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା, aadan    (16-Mar-2026)       ||      ସାମ୍ବାଦିକ ପବନ ଅଗ୍ରୱାଲ ସମ୍ମାନିତ    (16-Mar-2026)       ||      କଟକ ଏସ୍ ସି ବି ଅଗ୍ନିକାଣ୍ଡରେ ମୃତାହତ ଘଟଣା ପରିଚାଳନା ଓ ପ୍ରଶାସନିକ ଅବହେଳାର ଚରମ ନିଦର୍ଶନ- କଂଗ୍ରେସ ପ୍ରତିନିଧି ମଣ୍ଡଳୀ   (16-Mar-2026)       ||      ଜିଲ୍ଲାସ୍ତରୀୟ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ,    (16-Mar-2026)       ||      ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି    (16-Mar-2026)       ||      ମାର୍ଚ୍ଚ ୨୪ ରୁ ୨୬ ତାରିଖ ପର୍ଯ୍ୟନ୍ତ ବରଗଡ ଜିଲ୍ଲା ଯାଦବ ସାଂସ୍କୃତିକ ସମାଜ ପକ୍ଷରୁ ବିଶ୍ୱଶାନ୍ତି ମହାଯଜ୍ଞ   (16-Mar-2026)       ||      ପ୍ରାକ୍ତନ ଛାତ୍ରଛାତ୍ରୀଙ୍କ ଦ୍ୱାରା ପ୍ରତିଷ୍ଠାତା ଶିକ୍ଷକ ଓ କର୍ମଚାରୀ ସମ୍ମାନ ସମାରୋହ କାର୍ଯ୍ୟକ୍ରମ ଅନୁଷ୍ଠିତ    (16-Mar-2026)       ||      ବରପାଲି BEO ଅଫିସ୍‌ର ଆକାଉଣ୍ଟାଣ୍ଟ ଭିଜିଲାନ୍ସ_ଜାଲରେ,   (16-Mar-2026)       ||      ଲୋପ ପାଇବାକୁ ବସିଲାଣି ତୋଟା ଓ ଧାନଖଳା   (16-Mar-2026)       ||      *ନୂଆପଡ଼ା ଜିଲ୍ଲା ଖଡିଆଳ ପଞ୍ଚାୟତ ସମିତି ପରିସର ମଧ୍ୟରେ ଜିଲ୍ଲାପାଳ ଏସପି ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ*   (16-Mar-2026)       ||      ନୂଆଦିଲ୍ଲୀ ର ଓଡ଼ିଶା ପର୍ବରେ ଯୋଗ ଦେଲେ ଓଡ଼ିଶା ରାଜ୍ୟପାଳ    (16-Mar-2026)       ||      *ନିଆଁ କୁ ଆୟତ କରିବରେ ବିଫଳ ହେଲା ଅଗ୍ନିଶମ ବିଭାଗ*   (16-Mar-2026)       ||      *ଫିଟ୍ ନେସ ଏମ୍ପାୟାର କ୍ରୀକ ଫେଷ୍ଟ ୨୦୨୬ ଉଦଯାପିତ* - *ଜିଲ୍ଲା ପୋଲିସ ଦଳ ଚମ୍ପିୟାନ*- -   (16-Mar-2026)       ||      ସାମାଜିକ ସେବା ପାଇଁ ପ୍ରାନ୍ତୀୟ ଅଧିବେଶନ ଶିଖର ୨୦୨୬ ରେ ସହଯୋଗ ଫାଉଣ୍ଡେସନ୍ ସମ୍ମାନିତ   (16-Mar-2026)       ||      *ନବ ଭାରତ ସାକ୍ଷରତା “ଉଲ୍ଲାସ” କାର୍ଯ୍ୟକ୍ରମ*   (16-Mar-2026)       ||     

HOME   ରାଜନୀତି

ପ୍ରଧାନମନ୍ତ୍ରୀ ଙ୍କ ଜନ୍ମ ଦିବସ ଅବସରରେ ସୁବର୍ଣ୍ଣପୁର ରେ ସେବା ସପ୍ତାହ ଦିବସ ପାଳିତ - ରକ୍ତ ଦାନ କଲେ 42 ଜଣ ଯୁବ ନେତା ଓ କର୍ମୀ

17-Sep-2021



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ ): ଆଜି ତା ୧୭.୦୯.୨୦୨୧ ରେ ଆମ ଦେଶର ଜସସ୍ଵୀ ପ୍ରଧାନମନ୍ତ୍ରୀ ମାନ୍ୟବର ଶ୍ରୀଯୁକ୍ତ ନରେନ୍ଦ୍ର ଦାମୋଦର ଦାସ ମୋଦୀ ଜୀ ଙ୍କ ୭୧ତମ ଜନ୍ମ ଦିବସ ଅବସରରେ ସାରା ଭାରତ ବର୍ଷ ରେ ସେବା ସପ୍ତାହ  କାର୍ଯକ୍ରମ ଅନୁଷ୍ଠିତ ହେଉଅଛି । ଏହି ଅବସରରେ ଆଜି ସୁବର୍ଣ୍ଣପୁର ଠାରେ  42  ରୁ ଊର୍ଧ୍ଵ ବିଜେପି ନେତା ଓ କର୍ମୀ  ସ୍ଥାନୀୟ ରକ୍ତ ଭଣ୍ଡାର ରେ ରକ୍ତ ଦାନ କରି ମହାନତା ର ପରିଚୟ  ଦେଇଛନ୍ତି l ଜ଼ିଲ୍ଲାବିଜେପି ସଭାପତି ପ୍ରମୋଦ ମହାପାତ୍ର ଙ୍କ ନେତୃତ୍ୱ ଓ ଟାଉନ ସଭାପତି ଜଗତ ଜ୍ୟୋତି ତ୍ରିପାଠୀ ଙ୍କ ସଂଯୋଜନା ରେ ଅନୁଷ୍ଠିତ ଏକ ସଭା  ଓ ରକ୍ତ ଦାନ ଶିବିର ର ଆୟୋଜନ କରାଯାଇ  ମୋଦିଜୀ ଙ୍କ ଜୀବନ ଆଦର୍ଶ ଓ ସଫଳତା ଉପରେ ଆଲୋକପାତ କରି ମୋଦି ଙ୍କୁ ବିଶ୍ୱ ଜନ ନାୟକ ବୋଲି ମତ ରଖି ଥିଲେ l  ଓ ତାଙ୍କ ଜନ କଲ୍ୟାଣ କାର୍ଯ୍ୟକ୍ରମ ଉପରେ ସୂଚନା ଦେଇଥିଲେ l ବରିଷ୍ଟ ନେତା ଅନନ୍ତ ନାରାୟଣ ପାଣିଗ୍ରାହୀ, ଯୁବ ନେତା ଜଗତ ଜ୍ୟୋତି ତ୍ରିପାଠୀ, ସୂର୍ଯ୍ୟ ପଟ୍ଟନାୟକ, ବା ବୁଲୁ ସାଗର, ଅଶୋକ ସାହୁ, ରେହେମଦ ସାହୁ, ସନ୍ତୋଷ ପଧାନ,ଶିବାଶିଷ ମହଲା, ସଦାନନ୍ଦ ସୁନା, ଅବିନାଶ ଦାଶ,ପାର୍ଥ ସାରଥୀ ଦେହୁରୀ, ପ୍ରତ୍ୟକ୍ତl ମହାକୁଡ଼, ଶ୍ରୀକାନ୍ତ ପାଣିଗ୍ରାହୀ, ଜ୍ଞାନ ରଞ୍ଜନ ପୂଜାରୀ, ଶ୍ୟାମ ସୁନ୍ଦର ଶତପଥି, ଉଷା କୁମାରୀ, ରାଜେନ୍ଦ୍ର ବାବୁ, ପ୍ରଶାନ୍ତ ନାଏକ,  ରାଧେଶ୍ୟାମ ସୁନା, ସୁରେଶ୍ୱର ସାହୁ, ସରୋଜ ଭୋଇ, ପ୍ରତାପ ବକ୍ସି, ପ୍ରମୁଖ 42 ଜଣ ନେତା ଓ ଦଳୀୟ କର୍ମୀ ଏହି ଅବସରରେ ରକ୍ତ ଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଡାହାଣୀ ସନ୍ଦେହରେ ନିର୍ଯାତନା ସମସ୍ୟା ର ନିରାକରଣ କର୍ମଶାଳା   17-Mar-2026
  ଜିଲ୍ଲା  
ରେଲୱେ ଷ୍ଟେସନ ରୋଡରୁ ବିପୁଳ ପରିମାଣର ଗଂଜେଇ ଜବତ କଲା ବଲାଙ୍ଗୀର ପୋଲିସ   17-Mar-2026
  ଜିଲ୍ଲା  
ବେଆଇନ ବାଲି ଘାଟରୁ ଦିନରେ ବାଲି ଲୁଟ, ଚୁପ ବସିଛି ପ୍ରଶାସନ   17-Mar-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରଥମ ଓଟିଟି ଚାନେଲ୍ ‘ପଶ୍ଚିମ୍’ ଲୋକାର୍ପିତ   17-Mar-2026
  ଜିଲ୍ଲା  
ପ୍ରେରଣା ତରଫରୁ ସ୍କୁଲସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା, ଆସନ୍ତାକାଲି ହାଇସ୍କୁଲ ଓ କଲେଜସ୍ତରୀୟ ଓଡ଼ିଆ ପ୍ରବନ୍ଧ ପ୍ରତିଯୋଗିତା   16-Mar-2026
  ଜିଲ୍ଲା  
ପ୍ରେରଣା ତରଫରୁ ସ୍କୁଲସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା, aadan   16-Mar-2026
  ଜିଲ୍ଲା  
ସାମ୍ବାଦିକ ପବନ ଅଗ୍ରୱାଲ ସମ୍ମାନିତ   16-Mar-2026
  ଜିଲ୍ଲା  
କଟକ ଏସ୍ ସି ବି ଅଗ୍ନିକାଣ୍ଡରେ ମୃତାହତ ଘଟଣା ପରିଚାଳନା ଓ ପ୍ରଶାସନିକ ଅବହେଳାର ଚରମ ନିଦର୍ଶନ- କଂଗ୍ରେସ ପ୍ରତିନିଧି ମଣ୍ଡଳୀ   16-Mar-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ,   16-Mar-2026
  ଜିଲ୍ଲା  
ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   16-Mar-2026
  ଜିଲ୍ଲା  
ମାର୍ଚ୍ଚ ୨୪ ରୁ ୨୬ ତାରିଖ ପର୍ଯ୍ୟନ୍ତ ବରଗଡ ଜିଲ୍ଲା ଯାଦବ ସାଂସ୍କୃତିକ ସମାଜ ପକ୍ଷରୁ ବିଶ୍ୱଶାନ୍ତି ମହାଯଜ୍ଞ   16-Mar-2026
  ଜିଲ୍ଲା  
ପ୍ରାକ୍ତନ ଛାତ୍ରଛାତ୍ରୀଙ୍କ ଦ୍ୱାରା ପ୍ରତିଷ୍ଠାତା ଶିକ୍ଷକ ଓ କର୍ମଚାରୀ ସମ୍ମାନ ସମାରୋହ କାର୍ଯ୍ୟକ୍ରମ ଅନୁଷ୍ଠିତ   16-Mar-2026

You Might Also Like