-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||     

HOME   ରାଜ୍ୟ

କରୋନା କଟକଣା ସତ୍ତ୍ୱେ ଅକ୍ଟୋବର ମାସରେ ରାଜ୍ୟର ଜିଏସଟି ଆଦାୟ ଉତ୍ସାହଜନକ ଭାବେ ବୃଦ୍ଧି ହୋଇଛି

01-Nov-2020



ଭୁବନେଶ୍ବର (ପ୍ରେରଣା ଖବର) - କରୋନା କଟକଣା ସତ୍ତ୍ୱେ ଅକ୍ଟୋବର ମାସରେ ରାଜ୍ୟର ଜିଏସଟି ଆଦାୟ ଉତ୍ସାହଜନକ ଭାବେ ବୃଦ୍ଧି ହୋଇଛି ।ଗତବର୍ଷ ଅକ୍ଟୋବର ମାସ ତୁଳନାରେ ଚଳିତବର୍ଷ ଅକ୍ଟୋବର ମାସରେ ଜିଏସଟି ଆୟ 21.79 ପ୍ରତିଶତ ବୃଦ୍ଧି ଘଟିଛି । ଚଳିତବର୍ଷ ଅକ୍ଟୋବର ମାସରେ ଆଇଜିଏସଟି 480.83 କୋଟି ଟଙ୍କା ଆଦାୟ ହୋଇଥିବା ବେଳେ ଗତବର୍ଷ ଏହି ମାସରେ 307.69 କୋଟି ଟଙ୍କା ଆଦାୟ ହୋଇଛି । ଯାହା ଗତ ମାସ ତୁଳନାରେ 56.27 ପ୍ରତିଶତ ବୃଦ୍ଧି ହୋଇଛି । ଏଥି ସହ ସେସ ଆଦାୟ ଗତବର୍ଷ ଅକ୍ଟୋବର ତୁଳନାରେ 57.55 ପ୍ରତିଶତ ବୃଦ୍ଧି ହୋଇଛି । ସେହିପରି ଗତବର୍ଷ ସେପ୍ଟେମ୍ବର ତୁଳନାରେ ଚଳିତବର୍ଷ ସେପ୍ଟେମ୍ବରରେ 18.3 ପ୍ରତିଶତ ଜିଏସଟି ଆଦାୟ ବୃଦ୍ଧି ହୋଇଛି । ଓଜିଏସଟି ଆଦାୟ ଚଳିତବର୍ଷ ସେପ୍ଟେମ୍ବର 3.42 ପ୍ରତିଶତ ଥିବା ବେଳେ ଅକ୍ଟୋବରରେ 5.16 ପ୍ରତିଶତ ହୋଇଛି । 
ସେହିପରି ପେଟ୍ରୋଲିୟମ ଦ୍ରବ୍ୟ ଉପରେ ଅଣ ଜିଏସଟି ଆୟ ମଧ୍ୟ ଗତବର୍ଷ ଅକ୍ଟୋବର ତୁଳନାରେ 36.05 ପ୍ରତିଶତ ବୃଦ୍ଧି ପାଇଛି ।
ଗତବର୍ଷ ସେପ୍ଟେମ୍ବର ମାସରେ ପେଟ୍ରୋଲିୟମ ସାମଗ୍ରୀରେ ଟିକସ ସଂଗ୍ରହ ରାଶି 431.04 କୋଟି ଟଙ୍କାଥିବାବେଳେ ଚଳିତବର୍ଷ ସେପ୍ଟେମ୍ବରରେ 464.25 କୋଟି ଟଙ୍କା ସଂଗ୍ରହ ହୋଇଛି । ସେହିପରି ଗତବର୍ଷ ଅକ୍ଟୋବରରେ 369.40 କୋଟି ଟଙ୍କା ସଂଗ୍ରହ ହୋଇଥିବା ବେଳେ ଚଳିତବର୍ଷ ଅକ୍ଟୋବରରେ 514.29 କୋଟି ଟଙ୍କା ସଂଗ୍ରହ ହୋଇଛି । ଯାହା ଗତବର୍ଷ ସେପ୍ଟେମ୍ବର ଓ ଅକ୍ଟୋବର ତୁଳନାରେ ଚଳିତବର୍ଷ ସେପ୍ଟେମ୍ବର ଓ ଅକ୍ଟୋବରରେ ଯଥାକ୍ରମେ 7.6 ପ୍ରତିଶତ ଓ 39 ପ୍ରତିଶତ ବୃଦ୍ଧି ହୋଇଛି । ସିଟି ଆଣ୍ଡ ଜିଏସଟି କମିଶନରେଟ ପକ୍ଷରୁ ଏ ନେଇ ଏକ ପ୍ରେସ ବିଜ୍ଞପ୍ତି ପ୍ରକାଶ ପାଇଛି । ମିଳିଥିବା ସୂଚନା ଅନୁସାରେ, କୋରନା ମହାମାରୀ ଯୋଗୁଁ ଚଳିତ ଆର୍ଥିକ ବର୍ଷର ପ୍ରଥମ କ୍ୱାଟରରେ ଜିଏସଟି ଆଦାୟ ନୈରାଶ୍ୟଜନକ ଥିଲା । ଲକଡାଉନ ପ୍ରଭାବରେ 2019 ତୁଳନାରେ ଚଳିତବର୍ଷ ଏପ୍ରିଲ ମାସରେ 61.15 ପ୍ରତିଶତ କମ ଜିଏସଟି ଆଦାୟ ହୋଇଥିଲା । ସେହିପରି ମେ ଓ ଜୁନ ମାସରେ ଯଥାକ୍ରମେ 25.22 ଓ 5.83 ପ୍ରତିଶତ ଜିଏସଟି କମ ଆଦାୟ ହୋଇଥିଲା । ଅନଲକ ପ୍ରକ୍ରିୟା ଅରମ୍ବ ହୋଇଥିବାରୁ ଜୁଲାଇ ମାସରୁ ଜିଏସଟି ସଂଗ୍ରହର ଚିତ୍ର ବଦଳିଛି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026
  ଜିଲ୍ଲା  
ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026

You Might Also Like