-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||     

HOME   ଅପରାଧ

ପୁଅକୁ ହତ୍ୟା କରି ମାଟିତଳେ ପୋତି ଦେଇଥିଲା, ସଇତାନ ବାପା ଗିରଫ: ତଦନ୍ତ ଅବ୍ୟାହତ

17-Sep-2021



ବାଲିଗୁଡ଼ା,(ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ପରମପଙ୍ଗା ପଞ୍ଚାୟତର ପାଙ୍ଗୁରୁମିଲା ଗାଁରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା । ନିଜ ପୁଅକୁ ଜୀବନରେ ମାରି ଗାଁ ନିକଟ ମୁସକୁଟି ଜଙ୍ଗଲରେ ମାଟି ତଳେ ପୋତିଦେଇଥିଲା ବାପା ।

ଘଟଣା ସମ୍ପର୍କରେ ପରମପଙ୍ଗା ସରପଞ୍ଚ ରମେଶ ମଲ୍ଲିକ ବାଲିଗୁଡ଼ା ଥାନାରେ ଅଭିଯୋଗ କରିବା ପରେ ଶୁକ୍ରବାର ବାଲିଗୁଡ଼ା ପୋଲିସ୍‌ ଘଟଣାସ୍ଥଳରେ ପହଞ୍ଚି ମାଟିତଳୁ ଶବ ଉଦ୍ଧାର କରିବାସହ ହତ୍ୟାକାରୀ ବାପାକୁ ଗିରଫ କରିଛି । ସୂଚନା ପ୍ରକାରେ ପାଙ୍ଗୁରୁମିଲା ଗାଁର ବାପା ଭୁସ୍କର ପୂଜାରୀ ଓ ପୁଅ ଚୈତନ୍ୟ ପୂଜାରୀ ମଧ୍ୟରେ କୌଣସି କାରଣରୁ ଅଧିକାଂଶ ସମୟରେ କଳିକଜିଆ ଲାଗି ରହୁଥିଲା । ପ୍ରତିଶୋଧ ପରାୟଣ ହୋଇ ବାପା ଭାସ୍କର ପୂଜାରୀ ଗତ ୧୪ ତାରିଖ ବିଳମ୍ବିତ ରାତିରେ ପୁଅ ଚୈତନ୍ୟକୁ ହତ୍ୟା କରିବା ସହ ଗାଁ ନିକଟ ମୁସୁକୁଟି ଜଙ୍ଗଲରେ ମାଟି ତଳେ ପୋତି ଦେଇଥିଲା । ଘଟଣା ସମ୍ପର୍କରେ ସୂଚନା ପାଇ ପରମପଙ୍ଗା ସରପଞ୍ଚ ରମେଶ ମଲ୍ଲିକ ବାଲିଗୁଡ଼ା ଥାନାରେ ଅଭିଯୋଗ କରିଥିଲେ । ଅଭିଯୋଗ ପ୍ରକାରେ ଶୁକ୍ରବାର ପୋଲିସ୍‌ 

ଘଟଣାସ୍ଥଳରେ ପହଞ୍ଚି ମାଟିତଳୁ ଶବ ଉଦ୍ଧାର କରି ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟକୁ ବ୍ୟବଚ୍ଛେଦ ନିମନ୍ତେ ପଠାଇଛି । ଅନ୍ୟପଟେ ଅଭିଯୁକ୍ତ ବାପାକୁ ଗିରଫ କରି ତଦନ୍ତ ଜାରି ରଖିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026

You Might Also Like