-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||     

HOME   ଜିଲ୍ଲା

ଭାଜପା ପକ୍ଷରୁ, ନରେନ୍ଦ୍ର ମୋଦିଙ୍କ ଜନ୍ମ ଦିନ ଉପଲକ୍ଷେ, କୃଷକ ସୈନିକ ସମ୍ମାନ କାର୍ଯକ୍ରମ

17-Sep-2021



ସମ୍ବଲପୁର (ସଂଜୀବ ପାଣିଗ୍ରାହୀ ):: ଆଜି ଭାଜପା ସମ୍ବଲପୁର ଜିଲ୍ଲା ପକ୍ଷରୁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଉପଲକ୍ଷେ ଅନେକ କାର୍ଯକ୍ରମ ଅନୁଷ୍ଠିତ ହୋଇଯାଇଛି। ସକାଳେ ଜିଲ୍ଲା ସଭାପତି ଗିରିଶ ପଟେଲଙ୍କ ଉପସ୍ଥିତିରେ ସମଲେଶ୍ଵରୀ ମଣ୍ଡଳ ତରଫରୁ ସମ୍ବଲପୁରର ଇଷ୍ଟ ଦେବୀ ସମଲେଶ୍ଵରୀଙ୍କ ଠାରେ ଦୀପ ପ୍ରଜ୍ଜ୍ୱଳନ କରି ମୋଦୀଙ୍କ ଦୀର୍ଘ ଜୀବନ କାମନା କରି ଥିଲେ। ପରେ ଗରୀବ ଅସହାୟ ମାନଙ୍କୁ କମ୍ବଳ ବଣ୍ଟନ କର ଯାଇଥିଲା। ଏହି କରିଥିଲେ।

କାର୍ଯ୍ୟକ୍ରମରେ ମଣ୍ଡଳ ସଭାପତି ଶମ୍ଭୁ ବରେଲିଆ, ଜିଲ୍ଲା ଅନୁସୂଚିତ ଜାତି ମୋର୍ଚା ସଭାପତି ନୀଳାମ୍ବର ସିକନ୍ଦର, ଜିଲ୍ଲା ସମ୍ପାଦିକା ରୁଣୁ ପ୍ରଧାନ, ଅନିଲ ସୁନା, ଅଶ୍ଵିନୀ ସୁନା ପ୍ରମୁଖ ଉପସ୍ଥିତ ଥିଲେ। ଏହା ପରେ ଜିଲ୍ଲା ମୁକ୍ଷ ଚିକିତ୍ସାଳୟ ଠାରେ ମହିଳା ମୋର୍ଚା ତରଫରୁ ରୋଗି ମାନଙ୍କୁ ଫଳ ବଣ୍ଟନ କାର୍ଯକ୍ରମ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସଭାପତି ଗିରିଶ ପଟେଲ, ଜିଲ୍ଲା ସମ୍ପାଦିକା ରୁଣୁ ପ୍ରଧାନ,ଭବାନୀ ଦୁଧର, ଅନୁସିୟା ସାମଲ, ପ୍ରମୁଖ ସାମିଲ ଥିଲେ।
ସନ୍ଧ୍ୟାରେ କଚେରୀ ରୋଡ ସ୍ଥିତ ଜିଲ୍ଲା ଭାଜପା କାର୍ଯ୍ୟାଳୟ ଠାରେ କୃଷକ ସୈନିକ ସମ୍ମାନ କାର୍ଯକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯକ୍ରମ ରେ ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର, ରାଜ୍ୟ ସମ୍ପାଦକ ସୀମାଞ୍ଚଲ ଖଟାଇ, ରାଜ୍ୟ କୃଷକ ମୋର୍ଚ୍ଚା ଉପସଭାପତି ଚନ୍ଦ୍ର ଶେଖର ପଣ୍ଡା, ରଜ୍ୟକୃଷକ୍ ମୋର୍ଚା କାର୍ଯ୍ୟକାରିଣୀ ସଭ୍ୟ ମୃତ୍ୟୁଞ୍ଜୟ ପାଣଗ୍ରାହୀ, କୃଷକ ମୋର୍ଚ୍ଚା ଜିଲ୍ଲା ସଭାପତି ସମୀର ବାବୁ, ଅନିଲ ବେହେରା, କର୍ଣ୍ଣେଲ ପ୍ରଭାତ ପଣ୍ଡା, ଜିଲ୍ଲା କୃଷକ ମୋର୍ଚ୍ଚା ପ୍ରଭାରୀ ଦିବ୍ୟ ରାଜା ବରିହା, କ୍ଷେତ୍ରୀୟ ପ୍ରବକ୍ତା ମାନସ ବକ୍ସି ପ୍ରମୁଖ ଉପସ୍ଥିତ ରହି ଜିଲ୍ଲାର ପ୍ରମୁଖ ଭୂତପୂର୍ବ ସୈନିକ ତଥା ତାଙ୍କର ପରିବାର ସଭ୍ୟ ମାନଙ୍କୁ ମାରଣପୋରାନ ସମ୍ମାନିତ କରାଯାଇଥିଲା। ଜିଲ୍ଲାର ପ୍ରମୁଖ କୃଷକ ମାନଙ୍କୁ ମଧ୍ୟ ସମ୍ମାନିତ କରାଯାଇଥିଲା। ସମ୍ମାନିତ ହୋଇଥିବା ବ୍ୟକ୍ତି ମାନେ ହେଲେ ବୀର ନାରୀ ଦଶେନ୍ଦ୍ରି ଟୋପୋ, ସୁଷମା ନାୟକ, ପୂର୍ବତନ ସୈନିକ ସିବନରୟାନ ବେହେରା, ସୋମନାଥ ସାହୁ, ମୂରଲୀଧର ପ୍ରଧାନ, ଅଶ୍ବିନୀ ମହପାତ୍ର,

ବିଶ୍ଵନାଥ ପଣ୍ଡା, ନରେନ୍ଦ୍ର ଭୁଟିଆ, ଶିବ ଶମ୍ଭୁ ଯାଦବ ଏବଂ ପ୍ରମୁଖ କୃଷକ ଉମକାନ୍ତୀ କାନ୍ଦି, ହେମନ୍ତ ନାୟକ, ସୌଭାଗ୍ୟ ନାୟକ, କାଳିଦାସ ପଣ୍ଡା, ସୌରଭ ସାମନ୍ତରାୟ, ଚଞ୍ଚଳା ପ୍ରଧାନ, ମନବୋଧ ପ୍ରଧାନ, ଚେତନ ତିବ୍ରିୱାଳ, ଜୟନ୍ତୀ ପ୍ରଧାନ, ଦିବ୍ୟରଜ୍ ବରିହାକାର୍ଯକ୍ରମ ଶେଷ ରେ ମୃତ୍ୟୁଞ୍ଜୟ ପାଣଗ୍ରାହୀ ଧନ୍ୟବାଦ୍ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026

You Might Also Like