-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||     

HOME   ଜିଲ୍ଲା

ଜାଗା ମିଶନରେ କାମ ନିମ୍ନ ମାନ ର

17-Sep-2021



ଢେଙ୍କାନାଳ(ତାପସ ଦାସ): ପାଞ୍ଚ ମାସ ମଧ୍ୟରେ ପେଭର ବ୍ଲକ ରେ ନିର୍ମିତ ନୁର୍ତନ ରାସ୍ତା ଦବି ଗଲାଣି, ରାସ୍ତା ସହିତ କମିଣ୍ଟି ସେଣ୍ଟର (ପରିଚୟ )ରୁ ସିମେଣ୍ଟ ଖଣ୍ଡ ଖସିବା ଆରମ୍ଭ ହୋଇ ଗଲାଣି, ସେହିପରି ଶିଶୁ ମାନଙ୍କ ଖେଳିବା ଉପକରଣ ମଧ୍ୟ ପରିତି୍ୟକ୍ତ ଅବସ୍ଥାରେ ପଡ଼ିରହି ଭାଙ୍ଗି ରୁଜି ଗଲାଣି, କେବଳ ଏତିକିରେ ସମସ୍ୟା ସୀମିତ ନୁହେଁ, ବସ୍ତି ବାସିନ୍ଦା ପାଇଁ ନିର୍ମିତ ହେଉଥିବା ନୁର୍ତନ ସୋଚlଳୟ ଓ ଜଳ ପ୍ରକଳ୍ପ ର କାମ ଏ ଜlବତ ଶେଷ ହୋଇପାରିଲାନାହିଁ, ଯାହାକୁନେଇ ବସ୍ତି ବାସିନ୍ଦା ମାନଙ୍କ ମଧ୍ୟରେ ତ୍ରିବ ଅସସନ୍ତୋଷ ପ୍ରକାଶ ପାଇଛି, ସରକାରଙ୍କ ପକେଟ ରୁ ଆସୁଥିବା ଟଙ୍କା କିଭଳି ବାଟମାରନା ହେଉଛି ଏବଂ ନିମ୍ନ ମlନର କାମ କରାଯାଇଛି, ତାହା ଢେଙ୍କାନାଳ ପୌରାଞ୍ଚଳ ଅନ୍ତର୍ଗତ 8ନମ୍ବର ୱାର୍ଡ ରେଙ୍ଗାଳି କଲୋନୀ ବସ୍ତିରେ ଦେଖିବାକୁ ମିଳିଛି, ସହରାଞ୍ଚଳ ର ଗରିବ ବସ୍ତି ବାସିନ୍ଦା ଙ୍କ ରହଣି ଓ ଅନ୍ୟାନ୍ୟ ସୁବିଧା ସୁଯୋଗ ନିମନ୍ତେ ରାଜ୍ୟ ସରକାର ଜାଗା ମିଶନ ଯୋଜନା ଆରମ୍ଭ କରିଛନ୍ତି, ଏଥିପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାର ସହରାଞ୍ଚଳ ରେ ଥିବା ପୌର ପରିଷଦକୁ ଦାୟିତ୍ୱ ମଧ୍ୟ ମିଳିଛି, ତେବେ ମହିସିଆପlଟ ନିକଟସ୍ଥ ଏହି ରେଙ୍ଗାଳି କଲୋନୀ ରେ 250ପରିବାର ବସବାସ କରୁଛନ୍ତି, ଚଳିତ ବର୍ଷ ଲକଡାଉନ ପୂର୍ବରୁ ଏ ଠାରେ ଜlଗlମିଶନ କିଛି ନୁର୍ତନ ପକଳ୍ପ ର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିଲା, ପ୍ରଶାସନ ପକ୍ଷରୁ ଯୋଗ୍ୟ ବସ୍ତିବାସିନ୍ଦାଙ୍କୁ ନୁର୍ତନ ପଟା ପ୍ରଦାନ କରାଯାଇ ସେମାନ ଙ୍କୁ ନୁର୍ତନ ପଟା ପ୍ରଦାନ କରାଯାଇ, ସେମାନଙ୍କୁ ନୁର୍ତନ ପକା ଘର ପାଇଁ ମଧ୍ୟ ଵେବସ୍ତା କରାଯାଇଥିଲା, ପ୍ରାୟ 3ଲକ୍ଷ ଟଙ୍କାରେ ନିର୍ମିତ ନୁର୍ତନ ପେଭର ବ୍ଲକ ରାସ୍ତାରେ ଅଧିକାଂଶ ସ୍ଥାନରେ କଲଭଟ ଦବି ଗଲାଣି, ଅନ୍ୟ ପଟେ ବସ୍ତିରେ ଛୋଟ ଶିଶୁ ମାନଙ୍କ ଖେଳିବା ଉପକରଣ ମଧ୍ୟ ଭାଙ୍ଗିଯାଇଥିବାର ଦେଖାଯାଇଛି, ସେହିପରି ନିର୍ମାଣ କାଯ୍ୟ ଶେଷ ହୋଇନଥିବାର ନୁର୍ତନ ଶୋଚlଳୟ ଓ ଜଳ ପ୍ରକଳ୍ପ କାଯ୍ୟ କ୍ଷମ ହୋଇପାରୁନାହିଁ, ଏ ବାବଦରେ ବାସିନ୍ଦା କାଞ୍ଚନ ମଲିକ କହିଛନ୍ତି, ଆଜିକୁ ୫ ମାସ ତଳେ ଏହିସବୁ କାମ ହୋଇଥିଲା, ହେଲେ ନିମ୍ନ ମlନରକାମ ହେତୁ ରାସ୍ତା ଦାବିଯାଇଛି, ଏଥି ନେଇ ସ୍ଥାନୀୟ ବାସିନ୍ଦା ମାନେ ପୌର ପାଳିକା ରେ ଅଭିଯୋଗ କରିଛନ୍ତି ହେଲେ କୋଣସି ପଦକ୍ଷେପ ନିଆଯାଉନାହିଁ,


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026

You Might Also Like