-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||     

HOME   ଜିଲ୍ଲା

ଖଲ୍ଲିକୋଟ ଦାଦନ ଦୁଃଖର କରୁଣ ଚିତ୍ର....

18-Sep-2021



ଗଞ୍ଜାମ (ଉମା ମହାରଣା ): ସ୍ବାମିର ଫୋଟ କୁ ଧରି ବାହୁନି ବାହୁନି କାଂଦୁଚି ସ୍ତ୍ରୀ...ଦୁଇ କୁନି ପୁଅ ଝିଅ ବୃଦ୍ଧ ବାପା ମାଆ ଙ୍କ ଆଖିରୁ ସୁଖୁନୀ ଲୁହ.. ବିଦେଶ ରୁ ସ୍ବାମୀକୁ ସୁସ୍ଥ ଘରକୁ ଫେରାଇ ଆଣିବାକୁ ଆକୁଳ ନିବେଦନ। ଗଞ୍ଜାମ ଖଲ୍ଲିକୋଟ ରୁ ପୁଣି ସାମ୍ନା କୁ ଆସିଲା ଦାଦନ ଦୁଃଖର କରୁଣ ଚିତ୍ର...  ବିଦେଶରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ..    ଖଲ୍ଲିକୋଟ ଥାନା ଅନ୍ତର୍ଗତ କମଳାପଦର ଗ୍ରାମ ର ପ୍ରଦୀପ ପାହାନ କିଛି ବର୍ଷ ତଳେ ଏଜେଣ୍ଟ ମାଧ୍ୟମରେ ସୁଦୂର ଓମାନ ଯାଇଥିଲେ । ସେଠାରେ ସେ କାର୍ଯ୍ୟ କରୁଥିବା ଡଲଫିନ ଟ୍ରେଡିଂ ଏଣ୍ଡ ଈନିଭେସ୍ଟିମ୍ଯାମ LLCରେ କରୁଥିଲେ । ଗତ ମଙ୍ଗଳବାର ଦିନ  ସେଠାରେ ଥିବା କିଛି ଓଡ଼ିଆ ଶ୍ରମିକ ପରିବାର ଲୋକଙ୍କୁ ଖବର ଦେଲେ ଯେ ପ୍ରଦୀପଙ୍କ ମୃତ୍ୟୁ ଘଟିଛି ତାଙ୍କ ମୃତ ଶରୀର ସେଠାକାର ରୟାଲ ହସ୍ପିଟାଲ ଭର୍ତ୍ତି କରାଯାଇଛି । ମୃତ୍ୟୁ ଖବର ଶୁଣି ପରିବାର ରେ କାନ୍ଦ ବୋବାଳିରେ ଫାଟି ପଡୁଛି । ପରିବାର ଲୋକେ ମୃତ ଶରୀର କୁ ନିଜ ଭିଟାମାଟିକୁ ଫେରାଇ ଆଣିବାକୁ ଆକୁଳ ନିବେଦନ କରିଛନ୍ତି । ଏହାସହ ଆମ ଓଡ଼ିଆ ସମାଜ ପ୍ରତିଷ୍ଠିତା ଡକ୍ଟର ଅରୁଣ କୁମାର ପ୍ରହରାଜ ଙ୍କ  ତତ୍ଵାବଧାନ ରେ କମ୍ପାନୀ ସହ ଫୋନ ଯୋଗେ କଥା ହୋଇ କିଭଳି ମୃତ ଶରୀର ନିଜ ଭିଟାମାଟିକୁ ଫେରିବା

ବ୍ୟବସ୍ତା କରୁଛନ୍ତି। ସେପଟେ ପରିବାର ଲୋକଙ୍କ ଦାବି ପ୍ରଦୀପ ଙ୍କ  କେମିତି ମୃତ୍ୟୁ ହେଲା ତାହାର ଶବ ବ୍ୟବଛେଦ ରିପୋର୍ଟ ସହିତ ମର ଶରୀର ପଠାଇବାକୁ ଦାବି କରିଥିବା ବେଳେ କମ୍ପାନୀ ଏହାକୁ ମନା କରୁଥିବା କହିଛନ୍ତି । ପ୍ରଦୀପ ଙ୍କ ପରିବାର କହିଲେ ବୃଦ୍ଧ ବାପା, ମାଆ, ସ୍ତ୍ରୀ ଦୁଇ କୋମଳ ମତି ପୁଅ ଏବଂ ଝିଅ । ପରିବାର ପ୍ରତିପୋଷଣ ଲାଗି ବିଦେଶ ଯାଇ ମୃତ ହେବା ପରେ ତାଙ୍କ ପରିବାର କିଭଳି ଚାଲିବ  ତାଙ୍କୁ ନେଇ ଚିନ୍ତାରେ ପରିବାର ଲୋକେ । ସେପଟେ କୁନି ଝିଅ ମଧ୍ୟ ତା ବାବା କୁ ଫେରାଇ ଆଣିବାକୁ ଆକୁଳ ନିବେଦନ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026

You Might Also Like