-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ଏଡସ ଆକ୍ରାନ୍ତ ଜାଣି ଚିକିତ୍ସା ନ ମିଳିବା ଅଭିଯୋଗ, ଜୀବନ ମୃତ୍ୟୁ ସହ ସଂଗ୍ରାମ କରୁଥିବା ଅସହାୟ ଙ୍କ ପ୍ରତି ଦୃଷ୍ଟି ଦେବାକୁ ଦାବି 

18-Sep-2021



ବଲାଙ୍ଗୀର(ପ୍ରେରଣା ଖବର ): ବଲାଙ୍ଗୀର ଜିଲ୍ଲାରେ ଏଚଆଇବି/ଏଡସ ରେ ଆକ୍ରାନ୍ତ ତଥା ଜଣେ ରେମନ କର (ଛଦ୍ମନାମ) (ବ-୫୦) ନାମ୍ନୀ ଜଣେ ମାନସିକ ରୋଗୀ ବଲାଙ୍ଗୀର ଜିଲ୍ଲାର ଟିଟିଲାଗଡ଼ ଡାକ୍ତରଖାନା ରୁ ସ୍ଥାନାନ୍ତରିତ ହୋଇ ଆସି ଚିକିତ୍ସାଧୀନ ଅବସ୍ଥାରେ ଭର୍ତ୍ତି ହୋଇରହିଛନ୍ତି । ସେ ଗୁରୁତର ଅବସ୍ଥାରେ ଟିଟିଲାଗଡ଼ ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟ ରୁ ଡ଼ଃ ଓଁକାର ହୋତା ଙ୍କ ପରାମର୍ଶ କ୍ରମେ ଆମ୍ବୁଲାନ୍ସ ଯୋଗେ ବଲାଙ୍ଗୀର ଭୀମ  ଭୋଇ ମ୍ୟାଡିକାଲ କଲେଜ ଡାକ୍ତରଖାନାକୁ ସ୍ଥାନାନ୍ତରିତ ହୋଇ ଆସିଥିଲେ । ହେଲେ କାର୍ଯ୍ୟରତ ନର୍ସିଂ କର୍ମଚାରୀ ଡାକ୍ତରଙ୍କ ଦ୍ୱାରା ଲେଖାଯାଇଥିବା ସାଲାଇନ, ଇଂଜେକସନ ଆଦି ତାଙ୍କୁ ହେଣ୍ଡ ଗ୍ଲୋବ ଲଗେଇ ତୁରନ୍ତ ଚିକିତ୍ସା ଆରମ୍ଭ କରିବା ବଦଳରେ କେବଳ ଦୁଇଟି ଇଂଜେକସନ ଦେଇ ସେମିତି ଛାଡ଼ି ଦେଇଥିଲେ । ଗୁରୁତର ଉକ୍ତ ଆକ୍ରାନ୍ତ ଙ୍କୁ ଅନ୍ୟ ଆବଶ୍ୟକୀୟ ଡାକ୍ତରଙ୍କ ଲେଖା ଅନୁଯାଇ  ଇଂଜେକସନ,ସଲାଇନ ଆଦି ଦେବାକୁ  ନର୍ସିଂ କର୍ମଚାରୀଙ୍କୁ ତାଙ୍କ ସ୍ତ୍ରୀ ଅନୁରୋଧ କରିଥିଲେ । କିନ୍ତୁ ସେ ଏଚ ଆଇ ବି ଆକ୍ରାନ୍ତ ଜାଣି ତାଙ୍କୁ ଦିନ ଦୁଇଟା ରୁ ରାତି ୧୦ ଟା ରେ ଡାକ୍ତର ଆସିବା ପରେ ଲେଖିବୁ କହିଥିଲେ । ବାଧ୍ୟ ହୋଇ ଜଗି ରହିବା ଓ ଡାକ୍ତର ରାତି ୯ ଟା ରେ ଆସି ପୁନଃ ଆବଶ୍ୟକ ସଲାଇନ,ଇଞ୍ଜେକ୍ସନ ଲେଖିଥିଲେ । ଉକ୍ତ ଡ଼ାକ୍ତରଙ୍କ ଲେଖା ସତ୍ୱେ ତାଙ୍କୁ କିଛି ନ ଦେବା ଓ ରୋଗୀ ଙ୍କୁ ଘୃଣା ଭାବ

ପ୍ରଦର୍ଶନ କରିବା ତାଙ୍କ ସ୍ତ୍ରୀ ଗୁରୁତର ଅଭିଯୋଗ କରିଛନ୍ତି । ଅତ୍ୟନ୍ତ ଗୁରୁତର ଅବସ୍ଥାରେ ଥିବା ଉକ୍ତ ରୋଗୀ ଙ୍କୁ ଚିକିତ୍ସା ବଦଳରେ ବୁର୍ଲା ମ୍ୟାଡିକାଲ କଲେଜ ନେଇଯିବା କୁ କହୁଥିବା ତାଙ୍କ ସ୍ତ୍ରୀ ଅଭିଯୋଗ କରିଛନ୍ତି । ଏ ନେଇ ଜିଲ୍ଲା ଏ ଆର ଟି କେନ୍ଦ୍ର କାର୍ଯ୍ୟକର୍ତା କିମ୍ବା ଜିଲ୍ଲା ରେ କାର୍ଯ୍ୟରତ ସାଇ ଟି ଆଇ ପ୍ରକଳ୍ପ କର୍ମଚାରୀ ତାଙ୍କ ତୁରନ୍ତ ଚିକିତ୍ସା ଅରମ୍ବ ନ କଲେ ଅକାଳ ମୃତ୍ୟୁ ର ଶିକାର ହେବା ସାର ହେବ । ଏ ନେଇ ବିଭାଗୀୟ ମୁଖ୍ୟ ଅଧିକାରୀ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ନିମନ୍ତେ ଦାବି ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like