-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ରାଜ୍ୟ

ଏଥର ବି ରାଜ୍ୟରେ ହେବ ନାହିଁ ଛାତ୍ର ସଂସଦ ନିର୍ବାଚନ

18-Sep-2021



ଭୁବନେଶ୍ୱର (ପ୍ରେରଣା ଖବର ): ଏଥର ବି ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ହେବ ନାହିଁ । ଲଗାତାର ଦ୍ବିତୀୟ ବର୍ଷ ପାଇଁ ରାଜ୍ୟରେ କରୋନା ସଂକ୍ରମଣ ଜାରି ରହିଛି । ପାଠପଢ଼ା ସ୍ବାଭାବିକ ସ୍ଥିତିକୁ ଫେରିନାହିଁ । ସେମିଷ୍ଟର ପରୀକ୍ଷା ଅଫ୍‌ଲାଇନ୍‌ ବଦଳରେ ଅନ୍‌ଲାଇନ୍‌ରେ କରାଯାଉଛି । ଏବେ ବି ଯୁକ୍ତ୩ ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ କ୍ଲାସରୁମ୍‌ ପାଠପଢ଼ା ଆରମ୍ଭ ହୋଇନାହିଁ । ଏସବୁ ବିଷୟକୁ ଗୁରୁତ୍ବ ଦେଇ ବିଶ୍ବବିଦ୍ୟାଳୟ ଓ କଲେଜ କ୍ୟାମ୍ପସରେ ଚଳିତବର୍ଷ ଛାତ୍ର ସଂସଦ ନିର୍ବାଚନ ନ କରିବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ତେବେ ଏନେଇ ବିଧିବଦ୍ଧ କୌଣସି ବିଜ୍ଞପ୍ତି ପ୍ରକାଶ କରାଯାଇନାହିଁ ।

ଉଚ୍ଚଶିକ୍ଷା ବିଭାଗର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି ‌ଯେ ବର୍ତମାନ ପରିସ୍ଥିତିରେ ଛାତ୍ର ସଂସଦ ନିର୍ବାଚନ କଥା ଆମେ ଆଦୌ ଚିନ୍ତା କରିନାହୁଁ । କରୋନା ସଂକ୍ରମଣ ଯୋଗୁଁ ଦୁଇ ବର୍ଷ ହେଲା ପିଲାଙ୍କ ପାଠପଢ଼ା ପ୍ରଭାବିତ ହୋଇଛି । ଶିକ୍ଷାବର୍ଷ ଠିକ୍‌ ଭାବେ ଚାଲି ପାରିନାହିଁ । ଏ ପର୍ଯ୍ୟନ୍ତ ଯୁକ୍ତ୩ ଓ ପିଜି ପାଠ୍ୟକ୍ରମର ପ୍ରଥମ ସେମିଷ୍ଟର୍‌ ପରୀକ୍ଷା ବି ହୋଇପାରିନାହିଁ । କରୋନାକୁ ନଜରରେ ରଖି ଅଫ୍‌ଲାଇନ୍‌ ବଦଳରେ ଅନ୍‌ଲାଇନ୍‌ରେ ସେମିଷ୍ଟର୍‌ ପରୀକ୍ଷା କରାଇବାକୁ ବିଶ୍ବବିଦ୍ୟାଳୟଗୁଡ଼ିକୁ କୁହାଯାଇଛି। ‌କ୍ଲାସରୁମ୍‌ ପାଠପଢ଼ା ହେଉଥିଲେ ମଧ୍ୟ କରୋନା ଭୟରେ ଅଧିକାଂଶ ପିଲା ଆସୁନାହାନ୍ତି। ଯେତିକି ପିଲା ଆସୁଛନ୍ତି, ସେମାନଙ୍କୁ ନେଇ କ୍ଲାସ ହେଉଛି । ଏଭଳି ସମୟରେ ଛାତ୍ର ସଂସଦ ନିର୍ବାଚନ କରିବା ଆଦୌ ସମ୍ଭବପର ନୁହେଁ । ୨୦୨୨ରେ ବି ଛାତ୍ର ସଂସଦ ନିର୍ବାଚନ କରିବା ସପକ୍ଷରେ ଉଚ୍ଚଶିକ୍ଷା ବିଭାଗ ନାହିଁ। ଶିକ୍ଷାବର୍ଷର ପାଠପଢ଼ା ଏବେ ବହୁ ପଛରେ ରହିଛି । ଆସନ୍ତା ଶିକ୍ଷାବର୍ଷ ବି ଏଭଳି ଭାବେ ବିଳମ୍ବିତ ହେବା ନେଇ ଅନୁମାନ କରାଯାଉଛି ।

ସୂଚନା ଅନୁଯାୟୀ, ଏହାକୁ ମିଶାଇ ଲଗାତାର ୪ର୍ଥ ବର୍ଷ ପାଇଁ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ ହୋଇଛି । ୨୦୧୮ରେ ବାତ୍ୟା ‘ତିତିଲି’ ପାଇଁ ଅଧାରୁ ଛାତ୍ର ସଂସଦ ନିର୍ବାଚନ ବନ୍ଦ ହୋଇଥିଲା । ନିର୍ବାଚନ ଯୋଗୁଁ କ୍ୟାମ୍ପସରେ ଅଶାନ୍ତି ସୃଷ୍ଟି ହେଉଥିବା ନେଇ ୨୦୧୯ରେ ବିଶ୍ବବିଦ୍ୟାଳୟ କୁଳପତି, ସରକାରୀ ଡିଗ୍ରି କଲେଜ, ଅନୁଦାନପ୍ରାପ୍ତ ବେସରକାରୀ କଲେଜ ଅଧ୍ୟକ୍ଷମାନେ ମତ ପ୍ରକାଶ କରିବା ପରେ ଛାତ୍ର ସଂସଦ ନିର୍ବାଚନ ନ ନ କରିବାକୁ ସ୍ଥିର ହୋଇଥିଲା । ୨୦୨୦ ତଥା ଗତବର୍ଷ କରୋନା ଯୋଗୁଁ କ୍ୟାମ୍ପସ ହିଁ ଆଦୌ ଖୋଲିପାରି ନ ଥିଲା। ଆଉ ଏଥର ମଧ୍ୟ ସମାନ ସ୍ଥିତି ଲାଗି ରହିଥିବାରୁ ଛାତ୍ର ସଂସଦ ନିର୍ବାଚନ ନ କରିବାକୁ ନିଷ୍ପତ୍ତି ହୋଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like