-+91-9937148622 |

prerana_bgr@rediffmail.com |

  Monday 16th March 2026 |

| | | |

R.N.I. Regd No. ODIODI/2010/46693

Breaking News

*ଫିଟ୍ ନେସ ଏମ୍ପାୟାର କ୍ରୀକ ଫେଷ୍ଟ ୨୦୨୬ ଉଦଯାପିତ* - *ଜିଲ୍ଲା ପୋଲିସ ଦଳ ଚମ୍ପିୟାନ*- -   (16-Mar-2026)       ||      ସାମାଜିକ ସେବା ପାଇଁ ପ୍ରାନ୍ତୀୟ ଅଧିବେଶନ ଶିଖର ୨୦୨୬ ରେ ସହଯୋଗ ଫାଉଣ୍ଡେସନ୍ ସମ୍ମାନିତ   (16-Mar-2026)       ||      *ନବ ଭାରତ ସାକ୍ଷରତା “ଉଲ୍ଲାସ” କାର୍ଯ୍ୟକ୍ରମ*   (16-Mar-2026)       ||      ଆଦିତ୍ରୀ ଇନ୍‌ଷ୍ଟିଚ୍ୟୁଟ ଅଫ୍ ମେଡିକାଲ ସାଇନ୍ସ (ଏମ୍ସ) ବଲାଙ୍ଗିର ନର୍ସିଂ ସ୍କୁଲ ତୃତୀୟ ଶପଥ ଗ୍ରହଣ ଉତ୍ସବ ବି.ଏସ୍‌.ସି. ନର୍ସିଂ ଓ ଜି.ଏନ୍‌.ଏମ୍ ୪୯ ଜଣ ଛାତ୍ର ଛାତ୍ରୀ ଶପଥ େନେଲ   (15-Mar-2026)       ||      ନବକୁଣ୍ଡୀୟ ଗାୟତ୍ରୀ ମହାଯଜ୍ଞ ର ଦ୍ଵିତୀୟ ଦିବସ   (15-Mar-2026)       ||      ଓଷ୍ଟା ପକ୍ଷରୁ ଆଲୋଚନାଚକ୍ର ଓ କର୍ମଶାଳା ଅନୁଷ୍ଠିତ   (15-Mar-2026)       ||      ବଲାଙ୍ଗୀର ରେ ୨୦୨୬ ର ପ୍ରଥମ ରାଷ୍ଟ୍ରିୟ ଲୋକ ଅଦାଲତ ଅନୁଷ୍ଠିତ   (15-Mar-2026)       ||      ବଲାଙ୍ଗିରରେ ପ୍ରଥମ ରାଷ୍ଟ୍ରିୟ ଲୋକ ଅଦାଲତ ଅନୁଷ୍ଠିତ    (15-Mar-2026)       ||      "ରାଷ୍ଟ୍ରୀୟ ହିନ୍ଦୁ ଫ୍ରଣ୍ଟ"ର ସୁବର୍ଣ୍ଣପୁର ଜିଲ୍ଲା ସଭାପତି ହେଲେ ଶରତ   (15-Mar-2026)       ||      ମଧୁସୂଦନ ପାର୍କରେ ସ୍ୱାସ୍ଥ୍ୟ ସଚେତନତା ଶିବିର   (15-Mar-2026)       ||      ଝଲସି ଉଠିଥିଲା ସେବାଶ୍ରମର ବାର୍ଷିକ ଉତ୍ସବ   (15-Mar-2026)       ||      ଉତ୍ସାହ ଓ ଉଲ୍ଲାସର ସହ ଅନୁଷ୍ଠିତ ହେଲା ଇନଟାକ୍ ର ଅଷ୍ଟଶମ୍ଭୁ ଐତିହ୍ୟ ପଦଯାତ୍ରା*   (15-Mar-2026)       ||      ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ, ବଲାଙ୍ଗିର, ବିଶ୍ୱ ଖାଉଟି ଅଧିକାର ଦିବସ-୨୦୨୬   (15-Mar-2026)       ||      ଗାଁ ପରିମଳ ଗାଁ ମୁଣ୍ଡରୁ - ସ୍ବଚ୍ଛତା ହିଁ ସେବା ସମ୍ପର୍କିତ କର୍ମଶାଳା   (15-Mar-2026)       ||      ଛାତ୍ର ଛାତ୍ରୀଙ୍କ ଜୀବନ ଦର୍ପଣ ଭଳି ଅନୁମେୟ ବାର୍ଷିକ ଉତ୍ସବ   (15-Mar-2026)       ||      ଛାତ୍ର ଛାତ୍ରୀଙ୍କ ଜୀବନ ଦର୍ପଣ ଭଳି ଅନୁମେୟ ବାର୍ଷିକ ଉତ୍ସବ   (15-Mar-2026)       ||      *ପି ଏମ ଶ୍ରୀ ମହାରାଜା ହାଇସ୍କୁଲ ଠାରେ ବାର୍ଷିକ ଉତ୍ସବ ପାଳିତ*   (15-Mar-2026)       ||      ବନଦୁର୍ଗା ମହୋତ୍ସବ ଏପ୍ରିଲ ୭ ରୁ ୧୧ ମାଁ ପାଟଣେଶ୍ୱରୀଙ୍କୁ ନିଉତା   (15-Mar-2026)       ||      ଜିଲ୍ଲା ତୈଲିକ ବୈଶ୍ୟ ସମାଜର ପରିବର୍ଦ୍ଧିତ କାର୍ଯ୍ୟକରଣୀ ବୈଠକ   (15-Mar-2026)       ||      ଆକାଶବାଣୀ ଶ୍ରୋତା ସଂଘ ବରଗଡ଼ ଦ୍ଵାରା ବିରଞ୍ଚି ଦାଶ ସମ୍ବର୍ଦ୍ଧିତ   (15-Mar-2026)       ||     

HOME   ଜିଲ୍ଲା

ଅସହାୟ ଶବ ସତ୍କାର କଲା ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ

18-Sep-2021



ବଲାଙ୍ଗୀର(ପ୍ରେରଣା ଖବର ): ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ଼ ର ଏଲ ଅନିଲ କୁମାର ଏବଂ ତାଙ୍କ ଭଉଣୀ ଏଲ ଶାନ୍ତି ଏକା ସଙ୍ଗରେ ରହୁ ଥୁଲେ lଅନିଲ ଡାଇଲେସିସ ପାଇଁ  ଗତକାଲି ବଲାଙ୍ଗୀର ଡାକ୍ତରଖାନାକୁ ଆସିଥିବା ବେଳେ ଆଜି ତାଙ୍କର ଦେହାନ୍ତ ହୋଇଥିଲା l  ତାଙ୍କ ଭଉଣୀ ଖବର ପାଇ ବଲାଙ୍ଗୀର ଆସିଥିଲେ....

ଟିଟିଲାଗଡ଼ ରେ ତାଙ୍କର କେହି ନ ଥିବାରୁ ଶବ ସତ୍କାର ତାଙ୍କ ପାଇଁ ଚିନ୍ତାର ବିଷୟ ପାଲଟିଯାଇଥିଲା  l କାନ୍ଦି କାନ୍ଦି ହସ୍ପିଟାଲ ପରିସରରେ ଦୀର୍ଘ ପାଞ୍ଚ ଘଣ୍ଟା ରହି ଥିବା ପରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନର 

ସଦସ୍ୟ ମାନଙ୍କୁ ଏ ଖବର ଟି ଆସିଥିଲା l  ଅନୁଷ୍ଠାନର କର୍ମକର୍ତା ମାନେ ସଂଗେ ସଂଗେ ପହଂଚି ଡାକ୍ତରଖାନାରୁ ଶବ ଆଣି ସ୍ଥାନୀୟ ବିଭୁତିପଡା ସ୍ମଶାନ ରେ ସସମ୍ମାନେ ଶବ ସତ୍କାର କରିଥିଲେ l ପରେ ତାଙ୍କ ଭଉଣୀ ଙ୍କୁ ମଧ୍ୟ ଟିଟିଲାଗଡ଼ ପଠାଇବାର ବ୍ୟବସ୍ଥା କରିଥିଲେ  l ଏହି ମହତ କାର୍ଯ୍ୟରେ ଅନୁଷ୍ଠାନ ପ୍ରତିଷ୍ଠାତା ସୋମନାଥ ମିଶ୍ରଙ୍କ ନେତୃତ୍ୱ ରେ କୁନାଲ ସରକାର, ପ୍ରିତମ ବରାଡ଼, ରୋଶନ ସୁନା, ହେମନ୍ତ ଛୁରିଆ, କନ୍ଦର୍ପ ରଣା, ବୀରେନ୍ଦ୍ର ସାହୁ, ଅଲିମ ନାଗ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
*ଫିଟ୍ ନେସ ଏମ୍ପାୟାର କ୍ରୀକ ଫେଷ୍ଟ ୨୦୨୬ ଉଦଯାପିତ* - *ଜିଲ୍ଲା ପୋଲିସ ଦଳ ଚମ୍ପିୟାନ*- -   16-Mar-2026
  ଜିଲ୍ଲା  
ସାମାଜିକ ସେବା ପାଇଁ ପ୍ରାନ୍ତୀୟ ଅଧିବେଶନ ଶିଖର ୨୦୨୬ ରେ ସହଯୋଗ ଫାଉଣ୍ଡେସନ୍ ସମ୍ମାନିତ   16-Mar-2026
  ଜିଲ୍ଲା  
*ନବ ଭାରତ ସାକ୍ଷରତା “ଉଲ୍ଲାସ” କାର୍ଯ୍ୟକ୍ରମ*   16-Mar-2026
  ଜିଲ୍ଲା  
ଆଦିତ୍ରୀ ଇନ୍‌ଷ୍ଟିଚ୍ୟୁଟ ଅଫ୍ ମେଡିକାଲ ସାଇନ୍ସ (ଏମ୍ସ) ବଲାଙ୍ଗିର ନର୍ସିଂ ସ୍କୁଲ ତୃତୀୟ ଶପଥ ଗ୍ରହଣ ଉତ୍ସବ ବି.ଏସ୍‌.ସି. ନର୍ସିଂ ଓ ଜି.ଏନ୍‌.ଏମ୍ ୪୯ ଜଣ ଛାତ୍ର ଛାତ୍ରୀ ଶପଥ େନେଲ   15-Mar-2026
  ଜିଲ୍ଲା  
ନବକୁଣ୍ଡୀୟ ଗାୟତ୍ରୀ ମହାଯଜ୍ଞ ର ଦ୍ଵିତୀୟ ଦିବସ   15-Mar-2026
  ଜିଲ୍ଲା  
ଓଷ୍ଟା ପକ୍ଷରୁ ଆଲୋଚନାଚକ୍ର ଓ କର୍ମଶାଳା ଅନୁଷ୍ଠିତ   15-Mar-2026
  ଜିଲ୍ଲା  
ବଲାଙ୍ଗୀର ରେ ୨୦୨୬ ର ପ୍ରଥମ ରାଷ୍ଟ୍ରିୟ ଲୋକ ଅଦାଲତ ଅନୁଷ୍ଠିତ   15-Mar-2026
  ଜିଲ୍ଲା  
ବଲାଙ୍ଗିରରେ ପ୍ରଥମ ରାଷ୍ଟ୍ରିୟ ଲୋକ ଅଦାଲତ ଅନୁଷ୍ଠିତ   15-Mar-2026
  ଜିଲ୍ଲା  
"ରାଷ୍ଟ୍ରୀୟ ହିନ୍ଦୁ ଫ୍ରଣ୍ଟ"ର ସୁବର୍ଣ୍ଣପୁର ଜିଲ୍ଲା ସଭାପତି ହେଲେ ଶରତ   15-Mar-2026
ମଧୁସୂଦନ ପାର୍କରେ ସ୍ୱାସ୍ଥ୍ୟ ସଚେତନତା ଶିବିର   15-Mar-2026
  ଜିଲ୍ଲା  
ଝଲସି ଉଠିଥିଲା ସେବାଶ୍ରମର ବାର୍ଷିକ ଉତ୍ସବ   15-Mar-2026
  ଜିଲ୍ଲା  
ଉତ୍ସାହ ଓ ଉଲ୍ଲାସର ସହ ଅନୁଷ୍ଠିତ ହେଲା ଇନଟାକ୍ ର ଅଷ୍ଟଶମ୍ଭୁ ଐତିହ୍ୟ ପଦଯାତ୍ରା*   15-Mar-2026

You Might Also Like