-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ବିରଳ ଗ୍ରୁପ ର ରକ୍ତ ଯୋଗାଡ଼ କରି ବୌଦ୍ଧ ଜ଼ିଲ୍ଲା ରୋଗୀ ଙ୍କ ଜୀବନ ବଞ୍ଚାଇଲେ ଆଜି ସୁବର୍ଣ୍ଣପୁର ଦିବ୍ୟାଉର୍ଜା ରକ୍ତଦାତା ସଂଘ ର ଉଦ୍ୟୋକ୍ତା

18-Sep-2021



ସୋନପୁର (ମନୋରଞ୍ଜନ ତ୍ରିପାଠୀ ): ଆଜି ବୌଦ୍ଧ ଜିଲ୍ଲାର ମୂଖ୍ୟ ଡାକ୍ତର ଖାନାରେ ବିରଳ ଗ୍ରୁପ ର ରକ୍ତ ଅଭାବ ଯୋଗୁଁ  ଏହି ଭଳି ଏକ ସଙ୍କଟ ବେଳେ ସୁବର୍ଣ୍ଣପୁର ଜିଲ୍ଲାର ରକ୍ତଦାତା ସଂଘର ପ୍ରୟାସ ରେ ଏହି ବିରଳ A ନେଗେଟିଭ ବର୍ଗ ର ରକ୍ତ ଜଟିଆ ବେହେରା ନାମକ ଏକ ଅସହାୟ ରୋଗୀକୁ ଯୋଗାଇ ଦିଆ ଯାଇଛି ।ଖବର ରୁ ପ୍ରକାଶ ଯେ ଦୀର୍ଘ ଦୁଇ ଦିନ ଧରି ବୌଦ୍ଧ ଜିଲ୍ଲାରେ ଏ ରୋଗୀଙ୍କ ଜୀବନ ସଙ୍କଟାପନ୍ନ ଅବସ୍ଥାରେ ଥିଲା ଓ ତାଙ୍କ ର ରକ୍ତ ର ପରିମାଣ ହିମୋଗ୍ଲିବିଁନ୍ ୭ ରୁ କମ ଥିଲା ଓ ରକ୍ତ ଦାତା ଯୋଗାଡ଼ ହୋଇ ନ

ପାରିବାରୁ ଫୋନ୍ ଯୋଗେ ରାଜ୍ୟ ରକ୍ତଦାତା   ସଙ୍ଘ  ର ସୁବର୍ଣ୍ଣପୁର  ଜିଲ୍ଲାର ସଭାପତି ମନୋଜ ଙ୍କୁ ଯୋଗାଯୋଗ କରାଯାଇଥିଲା l ତାଙ୍କ ଉଦ୍ୟମ ରେ ତୁରନ୍ତ  ପୁରାତନଏନ ସି ସି ଛାତ୍ର ସୋମନାଥ ମହାନନ୍ଦିଆ ଏ ନେଗେଟିଭ ଗ୍ରୁପ ବିରଳ ରକ୍ତ ଦାନ କରି ଆଜି ରୋଗୀର ଜୀବନ ରକ୍ଷା କରିଛନ୍ତି । ଆଜି ଜଟିଆକୁ ସକାଳୁ ୧୦୮ ସହାୟତା ରେ ସୁବର୍ଣ୍ଣପୁର ଜିଲ୍ଲାର ସଦର ମହକୁମାର ଡାକ୍ତର ଖାନା ରେ   ଭର୍ତ୍ତି କରାଯାଇଥିଲା l ଜଟିଆ ଙ୍କ ପରିବାର ସମେତ ଉଭୟ ଜ଼ିଲ୍ଲା ର ବୁଦ୍ଧିଜୀବୀ  ରକ୍ତଦାତା  ସୋମନାଥ  ଓ ବିରଳ ବ୍ୟକ୍ତିତ୍ୱ ସ୍ବେଛାସେବୀ  ମନୋଜ ପଣ୍ଡା ଙ୍କୁ  ଭୁୟସୀ ପ୍ରଶଂସା କରି ଧନ୍ୟବାଦ ଓ କୃତଜ୍ଞତା ଜଣାଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like