-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ପ୍ରାଥମିକ ଚିକିତ୍ସା ସଚେତନତା କାର୍ଯ୍ୟକ୍ରମ

18-Sep-2021



ତରଭା. (ପ୍ରେରଣା ଖବର)ସ୍ଥାନୀୟ ସରଗଜ ହାଇସ୍କୁଲର ଜୁନିଅର ରେଡକ୍ରସ ୟୁନିଟ ତରଫରୁ କୋଭିଡ -୧୯ ଗାଇଡଲାଇନ ଅନୁପାଳନ କରି ପ୍ରାଥମିକ ଚିକିତ୍ସା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନଶିକ୍ଷୟତ୍ରୀ ଗୀତାଜଂଳୀ ମେହେରଙ୍କ ତତ୍ୱାବଧାନରେ ଆୟୋଜିତ ହୋଇଥିବା କାର୍ଯ୍ୟକ୍ରମରେ ଜୁନିଅର ରେଡକ୍ରସ କାଉନସିଲର ତଥା ଫାଷ୍ଟ ଏଡର  ଆଶିଷ କୁମାର ନାଏକ ଛାତ୍ର୍‌ଛାତ୍ରୀ, ଶିକ୍ଷକ ତଥା ଶିକ୍ଷୟତ୍ରୀ ମାନଙ୍କୁ ପ୍ରାଥମିକ ଚିକିତ୍ସାର ଲକ୍ଷ୍ୟ, ଉଦ୍ଦେଶ୍ୟ, ରକ୍ତସ୍ରାବ, ବ୍ୟାଣ୍ଡେଜ, ରିକୋଭରି ପୋଜିସନ ଇତ୍ୟାଦି ବିଷୟରେ ଡେମୋନସନ ମାଧ୍ୟମରେ ତାଲିମ ପ୍ରଦାନ କରିଥିଲେ । ପ୍ରାଥମିକ ଚିକିତ୍ସା ଆହରଣ କରିଥିବା ଜ୍ଞାନକୁ  ଛାତ୍ରଛାତ୍ରୀ ମାନେ ନିଜ ନିଜ ଘରେ ପରିବାରର ସଦସ୍ୟ ମାନଙ୍କୁ ଶିଖାଇବେ ।  ଆବଶ୍ୟକ

ସମୟରେ ସେମାନେ ଦୁର୍ଘଟଣା ଗ୍ରସ୍ତ ବ୍ୟକ୍ତି ବିଶେଷଙ୍କୁ ପ୍ରାଥମିକ  ଚିକିତ୍ସା ଯୋଗାଇ ଦେଇ    ଜୀବନ ରକ୍ଷକ ଭାବରେ  ସହାୟକ  ହେବେ । ଭାରତୀୟ ରେଡକ୍ରସ ସୋସାଇଟି,ଓଡିଶା ଶାଖାର ଆହ୍ୱାନ କ୍ରମେ ତଥା ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ, ଭାଇସଚେୟାରମ୍ୟାନ ଗତିକୃଷ୍ଣ ମିଶ୍ର, ଜିଲ୍ଲା ସଂପାଦକ ହିମାଂଶୁ ଶେଖର କର ଏବଂ ଜିଲ୍ଲା ଜୁନିଅର ରେଡକ୍ରସ ଅଫିସର ରବିଚନ୍ଦ୍ର ପଶାୟତଙ୍କ ମାର୍ଗଦର୍ଶନରେ କାର୍ଯ୍ୟକ୍ରମ ଟି ଅନୁଷ୍ଠିତ ହୋଇଥିଲା । କାର୍ଯ୍ୟକ୍ରମରେ ଶିକ୍ଷକ ଗଣେଶ ମିଶ୍ର, ଆସ୍ତିକ ସାହୁ, ଟିକେଲାଲ ସୁନା.ସୀମା ଦେଓ, ପ୍ରଜ୍ଞା ନାଗ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ । ଶେଷରେ ଶିକ୍ଷକ ଶଙ୍କର ମହଲା ଧନ୍ୟବାଦ ଅର୍ପଣ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like