-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ପୁରୁଣା କଟକ ସମ୍ବଲପୁର ରାଜପଥ ଅବରୋଧ

18-Sep-2021



ଢେଙ୍କାନାଳ (ତାପସ ଦାସ ): ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ବ୍ଲକ ନୂଆବଗ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାଘଧରିଆ ଗ୍ରାମର ଲୋକମାନେ ଆଜି ଦିନ ତିନିଟା ଠାରୁ ପୁରୁଣା କଟକ ସମ୍ବଲପୁର ରାଜପଥ ଅବରୋଧ କରିଛନ୍ତି, ଘଟଣା ସୂତ୍ରରୁ ପ୍ରକାଶ କି ଗ୍ରାମରେ ଠାକୁର ଙ୍କ ଯଜ୍ଞ ଚାଲୁଥିବା ବେଳେ କୋୖଣସି ସୂତ୍ରରୁ କାଠ ର ଖବର ପାଇ ବନଖଣ୍ଡ ଅଧିକାରୀ ଲୋହିତ କୁମାର ରଥ ଏବଂ ସମସ୍ତ ବନ କର୍ମଚାରୀଙ୍କୁ ଧରି ବାଘଧରିଆ ଗ୍ରାମର ଗାଣ୍ଡୁ ସାହୁ ନାମକ ବ୍ୟକ୍ତିଙ୍କ ଘର ଚେକିଙ୍ଗୀ୍ କରୁଥିଲେ, କିନ୍ତୁ  କୋୖଣସି କାଠ ନପାଇବା ହେତୁ, ବିନା କାରଣରେ ବନଖଣ୍ଡ ଅଧିକାରୀ ଗାଣ୍ଡୁସାହୁ ଙ୍କୁ ଆରେଷ୍ଟ କରି ନେଇଥିଲେ, ଉକ୍ତ ଗାଣ୍ଡୁସାହୁ ବାଘଧରିଆ ଗ୍ରାମରେ ଚାଲିଥିବା ଯଜ୍ଞର କର୍ତ୍ତା ଥିଲେ, ଏବଂ କୋୖଣସି ପ୍ରମାଣ ନଥାଇ ଗାଣ୍ଡୁ ସାହୁ ଙ୍କୁ ହିନ୍ଦୋଳ ବନଖଣ୍ଡ ଅଧିକାରୀ କାହିଁକି ଆରେଷ୍ଟେ୍ କରିଲେ ବୋଲି , ଉକ୍ତ ଗ୍ରାମର ଲୋକମାନେ ପୁରୁଣା କଟକ ସମ୍ବଲପୁର ରାଜପଥ ଅବରୋଧ କରିଛନ୍ତି,  ଉକ୍ତ ଘଟଣାର ଖବର ପାଇ ହିନ୍ଦୋଳ ଉପ- ଜିଲ୍ଲାପାଳ, ହିନ୍ଦୋଳ ତହସିଲଦାର, ହିନ୍ଦୋଳ ଥାନା ଅଧିକାରୀ, ଏବଂ ବିଜେପି ର ପୂର୍ବତନ ଏମ୍ପି ଶ୍ରୀଯୁକ୍ତ ରୁଦ୍ର ପାଣି,ଓ ହିନ୍ଦୋଳ ବିଧାୟିକା ଶ୍ରୀମତୀ ସିମାରାଣୀ ନାୟକ, ଘଟଣା ସ୍ଥଳରେ ପହଞ୍ଚି ଏହାର ତଦନ୍ତ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like