-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||     

HOME   ଜିଲ୍ଲା

ଅଙ୍ଗନୱାଡ଼ି କେନ୍ଦ୍ର ନିର୍ମାଣ ରାସ୍ତା ଅବରୋଧ ନେଇ ଗ୍ରାମବାସୀଙ୍କ ଧାରଣା ଓ ଦାବିପତ୍ର ପ୍ରଦାନ

19-Sep-2021



ବିନିକା(ହିମାଂଶୁ ଶେଖର ପୁଟେଲ) ବିନିକା ଏନଏସି ୧୨ନଂ ୱାର୍ଡ ମିଶ୍ରକୋଳପଡା ଠାରେ ହେବାକୁ ଥିବା ଅଙ୍ଗନୱାଡ଼ି କେନ୍ଦ୍ର ନିର୍ମାଣ ସ୍ଥାନର ରାସ୍ତା ଉପରେ ସେହି ଗ୍ରାମର ୨ପରିବାର ନେହି କୋଡି ଅବରୋଧ କରିବା ପ୍ରତିବାଦରେ ଆଜି କୋଳପଡା ବାସି ବିନିକା ତହସିଲ କାର୍ଯ୍ୟାଳୟ ସମ୍ଭୂଖରେ ଧାରଣା ଦେବା ସହ ଏହାର ତଦନ୍ତ କରି ଉପଯୁକ୍ତ ପଦକ୍ଷେପ ପାଇଁ  ତହସିଲଦାରଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି l ଦାବିପତ୍ରରେ ସେମାନେ ଉଲ୍ଲେଖ କରିଛନ୍ତି ଯେ ପ୍ଲଟନମ୍ବର ୪୧,ଖାତା ନଂ ୩୧ କିସମ ଗୋଚର ଏ୪.୭୨୫ ଡି ରୁ ଅଙ୍ଗନୱାଡ଼ି ଗୃହ ନିର୍ମାଣ ସକାଶେ ଓ ଖେଳପଡିଆ ପାଇଁ ୪୦୦ରୁ୫୦୦ଡି ଯାଗା ସମୂହ ପଡାବାସି ଅକ୍ତିଆରରେ ରଖିଥିଲେ l କିନ୍ତୁ ସେହି ଗ୍ରାମର ନାଗା ନାଗ ଓ ସୁଦର୍ଶନ ନାଗ ଦୁଇ ପରିବାରକୁ ବିନିକା ଏନଏସି ତରଫରୁ ତାଙ୍କ ରହୁଥିବା ସ୍ଥାନରେ ଓ ଅଙ୍ଗନୱାଡ଼ି କେନ୍ଦ୍ର ନିର୍ମାଣର ଆଗ ପଟରେ ଏଲଆଇସି ସ୍ଥାୟୀ ପଟ୍ଟା ଦିଆଯିବା ସତ୍ତ୍ବେ ସେମାନେ ନିଜ ଯାଗାରେ ଘର ତିଆରି ନ କରି ଅନ୍ୟ ସ୍ଥାନରେ ନିର୍ମାଣ କରିବାକୁ ଯାଉଥିବାରୁ ସରକାରଙ୍କ ୫ଲକ୍ଷ ଟଙ୍କାରେ ନିର୍ମାଣ ହେବାକୁ ଥିବା ଅଙ୍ଗନୱାଡ଼ି କେନ୍ଦ୍ରକୁ ରାସ୍ତା ମିଳିବ ନାହିଁ l ଯାହା ଫଳରେ କୁନି କୁନି ଛାତ୍ରଛାତ୍ରୀଙ୍କ ଠୁଁ ଆରମ୍ଭ କରି ଅଙ୍ଗନୱାଡ଼ି କର୍ମୀ,ଅଭିଭାବକ ମାନେ ଆଗାମୀ ଦିନରେ ନିଶ୍ଚିତ ଅସୁବିଧାର ସମ୍ମୁଖୀନ ହେବେ ଏଥିରେ ସନ୍ଦେହ ନାହିଁ l ତେଣୁ ଉକ୍ତ ସମସ୍ୟାର ସମାଧାନ ପାଇଁ ଆଜି ମିଶ୍ରପାଲିର ସମସ୍ତ ଜନସାଧାରଣ ବିନିକା ତହସିଲ କାର୍ଯ୍ୟାଳୟକୁ ଆସି ପ୍ରାୟ ୧ଘଣ୍ଟା ଧରି ଧାରଣା ଦେବା ସହ ଏକ ଦାବିପତ୍ର ପ୍ରଦାନ କରିଥିଲେ l ସେହିପରି ବିନିକା ଥାନା ଅଧିକାରୀ ଓ ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ମଧ୍ୟ ଦାବିପତ୍ର ପ୍ରଦାନ କରାଯାଇଥିବା ଜଣାପଡିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026

You Might Also Like