-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||     

HOME   ଅପରାଧ

କୋଦଳାରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ସଂଘବଦ୍ଧ ଆକ୍ରମଣ, ଜଣେ ମୃତ,ଜଣେ ଗୁରୁତର

19-Sep-2021



ବେଗୁନିଆପଡା(ଉମା ମହାରଣା )  ଗଞ୍ଜାମ ଜିଲ୍ଲା କୋଦଳା ସହର ଡାକବଙ୍ଗଳା ନିକଟ ଖାଦାଳ ସାହିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ ହୋଇଛି ।   ଯୁବକଙ୍କୁ ବିଚ ରାସ୍ତାରେ ନିର୍ମମ ହତ୍ୟା କରାଯାଇଛି  l ଆକ୍ରମଣରେ ଜଣେ ମୃତ ହୋଇଥିବା ବେଳେ ଜଣେ ଗୁରତର ଆହତ ହୋଇଛନ୍ତି  l ମୃତକ ଜଣଙ୍କ ହେଲେ କୋଦଳା ଖଦାଳ ସାହିର ୩୫ବର୍ଷୀୟ କାଳିଆ ଦାସ l ଗୁରୁତର ଜଣଙ୍କ ହେଲେ ୩୦ ବର୍ଷୀୟ ସାଗର ଦାସ ।  କାଳିଆ ଆଜି ସକାଳୁ କୌଣସି କାମରେ ଘରୁ ବାଇକ ଯୋଗେ ତାଙ୍କ ସାଙ୍ଗ ସାଗର ସହିତ ମରାଟୀ ବସାକୁ ଯାଇଥିଲେ । ସେଠାରୁ ଫେରିବା ସମୟରେ ରେଞ୍ଜର ବଙ୍ଗଳା ନିକଟରେ କିଛି ଯୁବକ ମାରଣାସ୍ତ୍ରରେ ତାଙ୍କୁ ସଙ୍ଗବଦ୍ଧ ଭାବେ ଆକ୍ରମଣ କରିଥିଲେ । ଆକ୍ରମଣରେ ଘଟଣା ସ୍ଥଳରେ କାଳିଆ ଟଳି ପଡିଥିବା ବେଳେ ସାଗର ଦୌଡି ପଳାଇଥିଲା । କଳିଆର ସଂଗେ ସଂଗେ ପ୍ରାଣବାୟୁ ଉଡିଯାଇଥିଲା । ଘଟଣା ସ୍ଥଳରେ ତଦନ୍ତ ଲାଗି ପୋଲିସ ପହଁଚି ଥିଲା । ସେପଟେ ଉତ୍ୟକ୍ତ ଲୋକେ ଆକ୍ରମଣକାରୀଙ୍କ ଘର ଭାଙ୍ଗିବା ସହ ନିଆଁ ଲଗାଇ ପୋଡାଜଳା କରିଥିଲେ । ଏହା ପରେ କୋଦଳା କୋର୍ଟ ରୋଡ଼ରେ ନିଆଁ ଲଗାଇ ରାସ୍ତା ଅବରୋଧ କରିଥିଲେ । ଘଟଣାସ୍ଥଳରେ ପୁରୁଷୋତ୍ତମପୁର ଏସଡିପିଓ ସୂର୍ଯ୍ୟମଣି ପ୍ରଧାନ, କୋଦଳା ଥାନା ଅଧିକାରୀ ଦେବାଶିଷ ମହାନ୍ତି, ଖଲ୍ଲିକୋଟ ଥାନା ଅଧିକାରୀ ଜଗନ୍ନାଥ ମଲ୍ଲିକ, କବିସୂର୍ଯ୍ୟ ନଗର ଥାନା ଅଧିକାରୀ ପ୍ରଭାତ କୁମାର ସାହୁ, ପୋଲସରା ଥାନା ଅଧିକାରୀ ଜିତେନ୍ଦ୍ର କୁମାର ମଲ୍ଲିକଙ୍କ ସହ ବେଗୁନିଆପଡା ଫାଣ୍ଡି ସହ ଚାରୋଟି ଥାନା ପୋଲିସ କର୍ମଚାରୀ ଉପସ୍ଥିତ ଥିଲେ । ଘଟଣାସ୍ଥଳରେ ଚାପ ଉତ୍ତେଜନା ଲାଗି ରହିଥିବା ବେଳେ କୋଦଳାର ପୂର୍ବତନ ନଗରପାଳ ତଥା ଅଂଚଳର ଉଦୟମାନ ଯୁବ ନେତା ହରପ୍ରସାଦ ସାହୁ ପହଂଚି ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ପରେ ରାସ୍ତା ଅବରୋଧ ହଟିଥିଲା । ଛତ୍ରପୁର ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ରମେଶ ଚନ୍ଦ୍ର ସେଠି ପହଁଚିବ ପରେ ଶବ ବ୍ୟବଚ୍ଛେଦ ଲାଗି ପଠାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026

You Might Also Like