-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ    (25-Jun-2026)       ||      ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   (25-Jun-2026)       ||      ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର    (25-Jun-2026)       ||      ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   (25-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||     

HOME   ଦେଶ ବିଦେଶ

ଦୁଃଖଦ ଘଟଣା...ଟ୍ରମ୍ପଙ୍କ ର‌ାଲି ଯୋଗୁ ୩୦ ହଜାର ସଂକ୍ରମିତ, ୭୦୦ ମୃତ!!

02-Nov-2020



ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା କରାଯାଇଥିବା ନିର୍ବାଚନ ର‌୍ୟାଲି ଯୋଗୁ ସେଠାରେ ୩୦,୦୦୦ ଲୋକ କରୋନା ଦ୍ୱାରା ସଂକ୍ରମିତ ହୋଇଥିଲାବେଳେ ୭୦୦ ଲୋକ ପ୍ରାଣ ହରାଇଥିବାର ଆକଳନ କରାଯାଇଛି । ଷ୍ଟାନଫୋର୍ଡ ବିଶ୍ୱବିଦ୍ୟାଳୟର ଅର୍ଥନୀତି ବିଭାଗର ଜଣେ ପ୍ରଫେସରଙ୍କ ଦ୍ୱାରା କରାଯାଇଥିବା ଏକ ଅଧ୍ୟୟନରୁ ଏହା ଜଣାପଡିଛି । ତେବେ ପ୍ରତ୍ୟେକ ସଂକ୍ରମିତ ବ୍ୟକ୍ତିଙ୍କର କଣ୍ଟାକ୍ଟ ଟ୍ରେସିଂ କରି ଏହି ଆକଳନ କରାଯାଇନାହିଁ । ବରଂ ର‌୍ୟାଲି କରାଯାଇଥିବା ସ୍ଥାନରେ ସଂକ୍ରମଣର ମାତ୍ରାକୁ ଅନ୍ୟ ସ୍ଥାନଗୁଡିକର ସଂକ୍ରମଣ ମାତ୍ରା ସହ ତୁଳନା କରି ଏହି ସିଦ୍ଧାନ୍ତ ବାହାର କରାଯାଇଛି । ଟ୍ରମ୍ପ ଜୁନ୍‌ରୁ ସେପ୍ଟେମ୍ବର ଭିତରେ ପ୍ରାୟ ୧୮ଟି ର‌୍ୟାଲିରେ ଯୋଗ ଦେଇଥିଲେ । ସେଥିମଧ୍ୟରୁ ପ୍ରଥମ ତିନୋଟି ର‌୍ୟାଲି ଇନଡୋର ହଲରେ ହୋଇଥିଲା ଏବଂ ବାକି ସବୁ ଖୋଲା ସ୍ଥାନରେ ଆୟୋଜନ କରାଯାଇଥିଲା!! ଯେଉଁ ସ୍ଥାନଗୁଡିକରେ ର‌୍ୟାଲି ହୋଇଥିଲା, ସେଠାରେ ର‌୍ୟାଲି ପୂର୍ବରୁ ଏବଂ ପରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ଆକଳନ କରାଯାଇଥିଲା । ତାହାକୁ ପ୍ରାୟ ସମାନ ଜନସଂଖ୍ୟା ଓ ସଂକ୍ରମଣର ମାତ୍ରା ଥିବା ଅନ୍ୟ କିଛି ସ୍ଥାନ ସହିତ ତୁଳନା କରାଯାଇଥିଲା । ଏଥିରୁ ଜଣାପଡିଥିଲା କି ଟ୍ରମ୍ପଙ୍କ ର‌୍ୟାଲି ପରେ ସେସବୁ ସ୍ଥାନରେ ପ୍ରତି ଲକ୍ଷେ ଲୋକରେ ଆକ୍ରାନ୍ତଙ୍କ ସଂଖ୍ୟା ୨୫୦ ବୃଦ୍ଧି ପାଇଥିଲା । ତେଣୁ ମୋଟାମୋଟି ଭାବେ ଟ୍ରମ୍ପଙ୍କ ୧୮ଟି ର‌୍ୟାଲି ଯୋଗୁ ୩୦,୦୦୦ ଲୋକ ସଂକ୍ରମିତ ହୋଇଥିଲେ!! ନଭେମ୍ବର ୩ରେ ଆମେରିକାର ରାଷ୍ଟ୍ରପତି ନିର୍ବାଚନ ଥିବାରୁ ତା’ ପୂର୍ବରୁ ଏଭଳି ରିପୋର୍ଟ ଆସିଥିବାରୁ ଡେମୋକ୍ରାଟମାନେ ଟ୍ରମ୍ପଙ୍କୁ ଆହୁରି କଡା ସମାଲୋଚନା କରିବେ ବୋଲି ମନେ କରାଯାଉଛି । ତେବେ ଅନେକ ସ୍ୱାସ୍ଥ୍ୟ ଅଧିକାରୀ ଏହି ରିପୋର୍ଟକୁ ଅସ୍ୱୀକାର କରିଛନ୍ତି । କୌଣସି ସ୍ଥାନରେ ସଂକ୍ରମଣର ମାତ୍ରାକୁ ଏଭଳି ର‌୍ୟାଲି ସହିତ ଯୋଡ଼ିବା ଠିକ୍‌ ନୁହେଁ ବୋଲି ସେମାନେ ମତ ଦେଇଛନ୍ତି । ହ୍ୱାଇଟହାଉସର ପ୍ରବକ୍ତା ବି ଏହି ରିପୋର୍ଟକୁ ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ ବୋଲି ଆଖ୍ୟା ଦେଇଛନ୍ତି!!


News Comment




Photo in News

Advertisment
Lastest News
  ଜିଲ୍ଲା  
୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ   25-Jun-2026
  ଜିଲ୍ଲା  
ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   25-Jun-2026
  ଜିଲ୍ଲା  
ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର   25-Jun-2026
  ଜିଲ୍ଲା  
ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   25-Jun-2026
  ରାଜ୍ୟ  
ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   25-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର   25-Jun-2026
  ଜିଲ୍ଲା  
ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026

You Might Also Like