-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||     

HOME   ଜିଲ୍ଲା

ବାଧିତ ଜନବନ୍ଧୁ ପ୍ରଭାକର ରଥ ଜନ୍ମଶତ ବାର୍ଷିକୀ ସ୍ମୃତି ସମିତି ତରଫରୁ ସ୍ବେଛାସେବୀ ସମ୍ବର୍ଦ୍ଧନା ସମାରୋହ  

19-Sep-2021



ବଲାଙ୍ଗୀର (ପ୍ରେରଣା ଖବର ): ଆଜି ସ୍ଥାନୀୟ ଏଲ ଏଣ୍ଡ ଏସ କ୍ଲଵ ପରିସରରେ ବାଧିତ ଜନବନ୍ଧୁ ପ୍ରଭାକର ରଥ ଜନ୍ମଶତ ବାର୍ଷିକୀ ସ୍ମୃତି ସମିତି ତରଫରୁ ଏକ ସ୍ବେଛାସେବୀ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଯାଇଛି l ସମିତି ର ସଭାପତି ଜୟରାମ ମିଶ୍ର ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ଏହି 

ସମାରୋହ ରେ ମୁଖ୍ୟ ଅତିଥି ଭାବରେ ବିଶିଷ୍ଟ ସମାଜସେଵୀ ଶ୍ରୀକର ମିଶ୍ର ଯୋଗଦେଇ ଅନୁଷ୍ଠାନ ଓ ବ୍ୟକ୍ତି ବିଶେଷ   ମାନଙ୍କୁ ସମ୍ବର୍ଦ୍ଧନା ପ୍ରଦାନ କରିଥିଲେ l ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ, ମହେଶ୍ୱରୀ ସେବା ସଂଗଠନ, କିରଣ, ଟାଙ୍ଗିଆ ଜାମ, ସ୍ଵଧାର, ମହିଳା ସଚେତନ ମଞ୍ଚ l ବଲାଙ୍ଗୀର ର ବିଶିଷ୍ଟ ସ୍ବେଛାସେବୀ, ତଥା ଆଦ୍ୟାଶକ୍ତି ନାରୀ ସଂଘଠନ, ଶିଶୁବିକାଶ କେନ୍ଦ୍ର,ଅଂକୁର ସାହିତ୍ୟ ସଂସଦ, ସ୍ମୃତିକମିଟି ର ସାଇକେଲ ଯାତ୍ରୀ, ପୂଜ୍ୟପୂଜା ସେବା ସଂଘଠନ ର ସମସ୍ତ  ସଦସ୍ୟ ସଦସ୍ୟା ମାନଙ୍କୁ ଏ ଅବସରରେ ସମ୍ବର୍ଦ୍ଧନା ଦିଆଯାଇ ଥିଲା l ଆରମ୍ଭରେ ଆବାହକ ତଥା ପ୍ରଭାକର ରଥଙ୍କ ସୁପୁତ୍ର ମଦନ ମୋହନ ରଥ କାର୍ଯ୍ୟକ୍ରମ ର ଉଦେଶ୍ୟ ସମ୍ପର୍କରେ ଅବଗତ କରିଥିଲେ l  ସଭାପରିଚାଳନା କରିଥିଲେ ସଂପାଦକ ମଧୁସାହୁ l ସମ୍ବର୍ଦ୍ଧନା ପର୍ବ କୁ ପରିଚାଳନା କରିଥିଲେ ରତ୍ନମୟ ତ୍ରିପାଠୀ, ଅଶୋକ ସେଠି, ଧୀରେନ୍ଦ୍ର ନାରାୟଣ ସିଂହ ଦେଓ, ଆରାଧନା  ତ୍ରିପାଠୀ, କସ୍ତୁରୀ ରଥ, କବିତା ମିଶ୍ର, ଅନୁପ୍ରିୟା ମିଶ୍ର, ସୁନାଧର ବନଛୋର, ମଧୁସୂଦନ ନେଗୀ, ଅନନ୍ତ ବିଶ୍ୱାଳ  ଚୂଡେଦ୍ର ବେହେରା,  ଦୁର୍ଗା ଚରଣ ସାହୁ,ମାନସ ବାଗ ଓ କେଶବ ମିଶ୍ର  l 

ସ୍ବେଛାସେବୀ ମାନଙ୍କୁ ସମ୍ବର୍ଦ୍ଧନା ଦେଇଥିଲେ ଘାଷିରାମ ମିଶ୍ର, ସତ୍ୟବନ୍ତ ବେଦବାକ, ନୀଳମଣି ମିଶ୍ର, ଜଗଦାନନ୍ଦ ଛୁରିଆ ଓ ବିକ୍ରମ ବହିଦାର l ଏହି ସମାରୋହ ରେ ସହର ର ଅନେକ ସ୍ବେଛାସେବୀ  ଯୋଗଦେଇ ଥିଲେ ଶେଷରେ ସମସ୍ତଙ୍କୁ ଧନ୍ୟବାଦ ଦେଇ ଥିଲେ ଅରୁଣ କୁମାର ଖୁଆସ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026

You Might Also Like