-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ମହାନଗର

ବିଦ୍ୟୁତଚାଳିତ ଗାଡ଼ି କିଣା ପାଇଁ ମିଳିବ ପ୍ରୋତ୍ସାହନ, ସରକାର ଗଢ଼ିବେ ‘ବୈଦ୍ୟୁତିକ ଯାନ ପାଣ୍ଠି’

19-Sep-2021



ଭୁବନେଶ୍ୱର (ପ୍ରେରଣା ଖବର ବ୍ୟୁରୋ ‌.): ରାଜ୍ୟ ସରକାର ବିଦ୍ୟୁତଚାଳିତ ଗାଡ଼ି କିଣିବା ପାଇଁ ଗ୍ରାହକଙ୍କୁ ପ୍ରୋତ୍ସାହିତ କରିବା ନିମନ୍ତେ ଖୁବଶୀଘ୍ର ‘ବୈଦ୍ୟୁତିକ ଯାନ ପାଣ୍ଠି’ ଗଠନ କରିବାକୁ ନିଷ୍ପତ୍ତି ନେଇଛନ୍ତି । ବିଦ୍ୟୁତଚାଳିତ ଯାନ କିଣୁଥିବା ଗ୍ରାହକଙ୍କୁ ଆସନ୍ତା ୪ବର୍ଷ ପର୍ଯ୍ୟନ୍ତ ଏହି ପ୍ରୋତ୍ସାହନ ସରକାରଙ୍କ ପକ୍ଷରୁ ଯୋଗାଇ ଦିଆଯିବ ।

ମିଳିଥିବା ସୂଚନା ଅନୁସାରେ, ବିଦ୍ୟୁତଚାଳିତ ଦୁଇଚକିଆ ଗାଡ଼ି କିଣିଲେ ଗ୍ରାହକଙ୍କୁ ଗାଡ଼ି ମୂଲ୍ୟର ୧୫ ପ୍ରତିଶତ ଅବା ସର୍ବାଧିକ ୫ହଜାର ଟଙ୍କା ପର୍ଯ୍ୟନ୍ତ, ୩ଚକିଆ ଗାଡ଼ି କିଣିଲେ ଗାଡ଼ି ମୂଲ୍ୟର ୧୫ ପ୍ରତିଶତ ଅବା ସର୍ବୋଚ୍ଚ ୧୦ହଜାର ଟଙ୍କା, ଚାରିଚକିଆ ଯାନ କିଣିଲେ ଗାଡ଼ି ମୂଲ୍ୟର ୧୫ ପ୍ରତିଶତ ଅବା ସର୍ବୋଚ୍ଚ ୫୦ହଜାର ଟଙ୍କାର ପ୍ରୋତ୍ସାହନ ଯୋଗାଇ ଦିଆଯିବ । ସେହିପରି ବସ୍ କିଣିଲେ ଗାଡ଼ି ମୂଲ୍ୟର ୧୦ ପ୍ରତିଶତ ଓ ସର୍ବାଧିକ ୪ ଲକ୍ଷ ଟଙ୍କାର ପ୍ରୋତ୍ସାହନ ରାଶି ସରକାର ଯୋଗାଇ ଦେବେ । ବିଦ୍ୟୁତଚାଳିତ ମାଲବାହୀ ଗାଡ଼ି ପାଇଁ ସରକାର ୩୦ହଜାର ଟଙ୍କା ପ୍ରୋତ୍ସାହନ ଯୋଗାଇବେ । ଯଦି କେହି ନିଜସ୍ୱ ବ୍ୟବହାର ପାଇଁ ବୈଦ୍ୟୁତିକ ଗାଡ଼ି କିଣିବାକୁ ଋଣ କରିବେ , ତା’ହେଲେ ସରକାର ସେହି ଋଣ ଉପରେ ୫ପ୍ରତିଶତ ସୁଧ ଛାଡ଼ କରିବେ । ସେହିପରି ୪ବର୍ଷ ପାଇଁ ସବୁବର୍ଗର ବିଦ୍ୟୁତଚାଳିତ ଯାନର ପଞ୍ଜିକରଣ ଓ ମୋଟର ଯାନ ଟିକସ ଦେୟ ମଧ୍ୟ ଛାଡ଼ କରାଯିବା ନିମନ୍ତେ ନିଷ୍ପତ୍ତି ନିଆଯାଇଛି । ଏହାସହିତ ବିଦ୍ୟୁତଚାଳିତ ଯାନ ନିର୍ମାଣ କରୁଥିବା ସଂସ୍ଥାଗୁଡ଼ିକୁ ଶତପ୍ରତିଶତ ଏସଜିଏସଟି ଛାଡ଼ କରାଯିବ । ଏମଏସଏମଇ ନୀତି-୨୦୧୬ ଅନୁସାରେ କ୍ଷୁଦ୍ର ଓ ଅଣୁ ବ୍ୟାଟେରୀ ଉଦ୍ୟୋଗୀଙ୍କୁ ମଧ୍ୟ ପ୍ରୋତ୍ସାହନ ଦିଆଯିବ । ଉଦ୍ୟୋଗୀଙ୍କ ନିମନ୍ତେ ବ୍ୟାଟେରୀ ଉତ୍ପାଦନ ପାଇଁ ଷ୍ଟାର୍ଟଅପ୍ ପଲିସି ଅନୁସାରେ ସମସ୍ତ ସୁବିଧା ଉପଲବ୍ଧ ହେବ ତଥା ବିଭିନ୍ନ ସହରଗୁଡ଼ିକରେ ବିଦ୍ୟୁତଚାଳିତ ଯାନ ନିମନ୍ତେ ରହିଥିବା ପାର୍କିଂ ଫି’ରେ ବି ରିହାତି ଦିଆଯିବ । ଏସବୁଗାଡ଼ିର ବ୍ୟାଟେରୀ ଚାର୍ଜିଂ ନିମନ୍ତେ ଚାର୍ଜିଂ ଷ୍ଟେସନଗୁଡ଼ିକର ବିଦ୍ୟୁତ ଶୁଳ୍କରେ ବି ରିହାତି ଦେବାକୁ ସରକାର ନିଷ୍ପତ୍ତି ନେଇଛନ୍ତି । ସୂଚନାଯୋଗ୍ୟ, ରାଜ୍ୟ ସରକାରଙ୍କ ଦ୍ୱାରା ଓଡ଼ିଶା ବୈଦ୍ୟୁତିକ ଯାନ ନୀତି-୨୦୨୧ ଘୋଷଣା ହେବା ସହ ଏହାକୁ କାର୍ଯ୍ୟକାରୀ କରିବା ନିମନ୍ତେ ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ଟାସ୍କଫୋର୍ସ ଓ ପରିବହନ ସଚିବଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ଷ୍ଟିୟରିଂ କମିଟି ଗଠନ ହୋଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like