-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ମହିମା ସେବା ଫାଉଣ୍ଡେସନର ଦ୍ବିତୀୟ ସନକ୍ଷତ୍ର ପାଳିତ ସାରସତ ପ୍ରତିଭାଙ୍କୁ ମହିମା ସେବା ସମ୍ମାନ ୨୦୨୧

19-Sep-2021



ଭୁବନେଶ୍ୱର,(ପ୍ରେରଣା ଖବର ବ୍ୟୁରୋ ): : ସାମାଜିକ ଅନୁଷ୍ଠାନ ମହିମା ସେବା ଫାଉଣ୍ଡେସନର ୨ୟ ସନକ୍ଷତ୍ର ସ୍ଥାନୀୟ ଜନକଲ୍ୟାଣ ଭବନଠାରେ ଅନୁଷ୍ଠିତ ହୋଇଯାଇଛି । ପ୍ରଦୀପ ପ୍ରଜ୍ବଳନ ସହ ବିଶିଷ୍ଟ ସାହିତ୍ୟିକା, ଲେଖିକା, ସଂପାଦିକା ମନୋରମା ମହାପାତ୍ରଙ୍କୁ ଶ୍ରଦ୍ଧାଞ୍ଜଳି ଘରୂପ ନୀରବ ପ୍ରାର୍ଥନା କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବରିଷ୍ଠ ସାମ୍ବାଦିକ ବ୍ରକବନ୍ଧୁ ପରିଡ଼ା, ମୁଖ୍ୟବକ୍ତା ଭାବେ ପ୍ରାଧ୍ୟାପକ, ଭାଷାପ୍ରାଣ, ସାମାଜିକ କର୍ମୀ ଡ. ଅସିତ ଦାସ, ସମ୍ମାନିତ ଅତିଥି ଭାବେ ସାମ୍ବାଦିକ ତଥା ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ମୁଖପାତ୍ର ଅରବିନ୍ଦ ତ୍ରିପାଠୀ ଯୋଗଦେଇ ମା’ ମାଟି ଓ ମାତୃଭାଷା ପ୍ରତି ସମସ୍ତେ ସମର୍ପିତ ଭାବେ କାର୍ଯ୍ୟ କରିବାକୁ ଆହ୍ବାନ ଦେଇଥିଲେ । ମାନବ ସେବା ହିଁ ମାଧବ ସେବା । ସମସ୍ତ ନିଜ ନିଜ ସ୍ତରରେ ଅସହାୟମାନଙ୍କୁ ସାହାଯ୍ୟ ଓ ସହଯୋଗ କରିପାରିଲେ ପ୍ରକୃତ ରାଷ୍ଟ୍ର ନିର୍ମାଣ ସହ ବ୍ୟକ୍ତିତ୍ବ ନିର୍ମାଣ ସମ୍ଭବ ବୋଲି ଅତିଥି ମାନେ ମତବ୍ୟକ୍ତ କରିଥିଲେ । ଆଜି ଆମ ରାଜ୍ୟ ଓ ଦେଶର ସୀମା ସଂକଟରେ । ତେଣୁ ସମସ୍ତେ ଏ ବିଷୟ ପ୍ରତି ଗଭୀର ଭାବେ ଚିନ୍ତନ କରି ସେହି ଦିଗରେ କାର୍ଯ୍ୟକରିବାକୁ ଅତିଥିମାନେ କହିଥିଲେ । ଫାଉଣ୍ଡେସନର ମୁଖ୍ୟ ପରିଚାଳନା ନିର୍ଦ୍ଦେଶକ ସମାଜସେବୀ ନାରାୟଣ ଖୁଣ୍ଟିଆଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମକୁ ସଂଯୋଜନା ଓ ପରିଚାଳନା କରିଥିଲେ ବିଶିଷ୍ଟ ପରିବେଶବିତ ତଥା ସମାଜସେବୀ ପ୍ରଦୀପ କୁମାର ବାରିକ । ଏହି ଅବସରରେ ଉଲ୍ଲେଖନୀୟ ଅବଦାନ ପାଇଁ ପ୍ରମୁଖ ବ୍ୟକ୍ତିତ୍ବ ବିଶେଷଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ସମ୍ବର୍ଦ୍ଧିତ ବ୍ୟକ୍ତିମାନଙ୍କ ମଧ୍ୟରେ କରୋନା ଶ୍ରେଷ୍ଠ ଆଲେଖ୍ୟ ସମ୍ମାନ ସାମ୍ବାଦିକ ସୌଭାଗ୍ୟରଂଜନ ମହାନ୍ତି, ଉପନ୍ୟାସ ପେଟ ପାଇଁ ଜୟଶ୍ରୀ ଦାସ, ଅଟଳ ବିହାରୀ ସ୍ମୃତି ସମ୍ମାନ କବି ସଂଜୟ କୁମାର ଚୌଧୁରୀ, ସ୍ୱାସ୍ଥ୍ୟ ସେବା ପାଇଁ କରୋନା ଯୋଦ୍ଧା ସମ୍ମାନ ସୁରେନ୍ଦ୍ର କୁମାର ସାହୁ, ପୂଜ୍ୟପୂଜା ଓ ସାମ୍ବାଦିକତା ପାଇଁ ମନୋରଂଜନ ମହାନ୍ତି, ସାହିତ୍ୟିକା ସୁଧା ପଟ୍ଟନାୟକ, ମନିଷା ରାୟ, ଯୁବ ସମାଜସେବୀ ମୁକେଶ ଖଟୁଆ, ବରିଷ୍ଠ ସ୍ତମ୍ଭକାର, କବି ବେଣୁଧର ସୂତାରଙ୍କୁ କରୋନା ଯୋଦ୍ଧା ସମ୍ମାନରେ ସମ୍ମାନିତ କରାଯାଇଥିଲା । ପରିଶେଷରେ ସତ୍ୟବ୍ରତ ଜେନା ଧନ୍ୟବାଦ ଅର୍ପଣ କରିଥିବାବେଳେ ଶଶିକଳା, ହୃଦୟାନନ୍ଦ ଜେନା, ରାଜା, ଲିଙ୍ଗରାଜ ପ୍ରମୁଖ କାର୍ଯ୍ୟକ୍ରମରେ ସହଯୋଗ ଜରିଥିଲେ 


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like