-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଦେଶ ବିଦେଶ

ଲାଲୁଙ୍କ ପୁଅ ଓ ଝିଅ ନାଁରେ ଏଫ ଆଇ ଆର , ଟଙ୍କା ନେଲେ ଟିକେଟ ଦେଲେନି

19-Sep-2021



ନୂଆଦିଲ୍ଲୀ: ଫସିଲେ ଆର୍‌ଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ସାନ ପୁଅ ତେଜସ୍ୱୀ ଯାଦବ ଏବଂ ଝିଅ ମିସା ଭାରତୀ। ତାଙ୍କ ନାଁରେ ଏଫ୍‌ଆଇଆର୍‌ ରୁଜୁ ହୋଇଛି। ପାଟନା ସିଜେଏମ୍‌ କୋର୍ଟ ଆର୍‌ଜେଡି ନେତା ତେଜସ୍ୱୀ ଯାଦବ ଏବଂ ମୀସାଙ୍କ ସମେତ ୬ଜଣଙ୍କ ନାଁ ଏଫ୍‌ଆଇର୍‌ ରୁଜୁ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

ଯେଉଁ ଅନ୍ୟ ୬ ଜଣଙ୍କ ବିରୋଧରେ ମାମଲା ରୁଜୁ ହୋଇଛି ସେମାନଙ୍କ ମଧ୍ୟରେ ବିହାର କଂଗ୍ରେସର ପ୍ରଦେଶ ଅଧ୍ୟକ୍ଷ ମଦନ ମହୋନ ଝା, କଂଗ୍ରେସ ପ୍ରବକ୍ତା ରଜେଶ ରାଠୋର, କଂଗ୍ରେସର ଦିବଙ୍ଗତ ନେତା ସଦାନନ୍ଦ ସିଂହଙ୍କ ପୁଅ ସଭାନନ୍ଦ ମୁକେଶଙ୍କ ନାଁ ସାମିଲ ଅଛି।

୨୦୧୯ ଲୋକସଭା ନିର୍ବାଚନ ବେଳେ ଏମାନେ କଂଗ୍ରେସ ନେତା ଏବଂ ଓକିଳ ସଞ୍ଜୀବ କୁମାର ସିଂଙ୍କ ଠାରୁ ୫ କୋଟି ଟଙ୍କା ନେଇଥିଲେ। ଭାଗଲପୁର ଲୋକସଭା ଆସନ ଲାଗି ଟିକେଟ ଦେବା ପାଇଁ ପ୍ରତିଶ୍ରୁତି ମଧ୍ୟ ଦେଇଥିଲେ। କିନ୍ତୁ ଟଙ୍କା ନେବା ପରେ ଟିକେଟ ଦେଇନଥିଲେ। ଏହି ମାମଲାରେ ୧୮ ତାରିଖରେ ଓକିଲ ସଂଜୀବ କୁମାର ସିଂ ପାଟନା ସିଜେଏମ୍‌ କୋର୍ଟରେ ଅଭିଯୋଗ କରିଥିଲେ।*

ସଞ୍ଜୀବ କୁମାର ସିଂ ଅଭିଯୋଗରେ କହିଛନ୍ତି, ୨୦୧୯ ଜାନୁଆରୀ ୧୫ ତାରିଖ ଭାଗଲପୁରରୁ ଟିକେଟ ପାଇବା ଆଶାରେ ସେ ଆର୍‌ଜେଡି ନେତା ତେଜସ୍ୱୀ ଯାଦବ ଏବଂ ମିସା ଭାରତୀ, ଅନ୍ୟ କଂଗ୍ରେସ ନେତାଙ୍କୁ ୫ କୋଟି ଟଙ୍କା ଦେଇଥିଲେ। ଟଙ୍କା ନେବା ପରେ କିନ୍ତୁ ସେମାନେ ଆଉ ଧରା ଦେଇନଥିଲେ।

ଲୋକସଭା ନିର୍ବାଚନରେ ଟିକେଟ ନ ମିଳିବା ପରେ ୨୦୨୦ ବିଧାନସଭା ନିର୍ବାଚନରେ ମେଣ୍ଟା ସରକାରରେ ତାଙ୍କୁ ଟିକେଟ ଦିଆଯିବ ବୋଲି ପ୍ରତିଶ୍ରୁତି ଦିଆଯାଇଥିଲା। କିନ୍ତୁ ବିଧାନସଭା ନିର୍ବାଚନରେ ମଧ୍ୟ ସମାନ ସ୍ଥିତି ଘଟିଲା। ତାଙ୍କୁ ଟିକେଟ ମିଳିନଥିଲା ବୋଲି ସେ ଅଭିଯୋଗ କରିଛନ୍ତି।

ଏହି ପୂରା ମାମଲାରେ, ସେପ୍ଟେମ୍ବର ୧୬ ତାରିଖରେ କୋଟୱାଲୀ ପୁଲିସ ଷ୍ଟେସନରେ ସମସ୍ତ ଅଭିଯୁକ୍ତଙ୍କ ବିରୋଧରେ ମାମଲା ରୁଜୁ କରିବା ଏବଂ ସେମାନଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସିଜେଏମ୍ ବିଜୟ କିଶୋର ସିଂ ପାଟନା ଏସଏସପି ଉପେନ୍ଦ୍ର ଶର୍ମାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like