-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ବନ୍ଧୁକ ଚାଳନାରେ ସୋନପୁର ର ଗୋଲଡେନ ଗାର୍ଲ "ଦିବ୍ୟାଶା

19-Sep-2021



ସୋନପୁର:(ପ୍ରେରଣା ଖବର ): ସମ୍ପ୍ରତି ଓଡିଶା ରାଜ୍ୟ  ରାଇଫଲ ଏସୋସିଏସନ ଆନୁକୁଲ୍ୟରେ ୧୦ମ ରାଜ୍ୟ ସୁଟିଙ୍ଗ ପ୍ରତିଯୋଗିତା ଭୁବନେଶ୍ଵର ଠାରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ପ୍ରତିଯୋଗିତାରେ ସୋନପୁରର ୧୩ ବର୍ଷ ବୟସ୍କ ଝିଅ "ଦିବ୍ୟଶା ପ୍ରିୟଦର୍ଶିନୀ ଚୋପଦାର" ଉତ୍କୃଷ୍ଟ ପ୍ରଦର୍ଶନ ସହିତ॰୧୭୭  ଓପନ ସାଇଟ ରାଇଫଲ (୧୦) ମିଟର ଜୁନିୟର ବର୍ଗରେ ପ୍ରଥମ ସ୍ଥାନ ହାସଲ କରି ସ୍ଵର୍ଣପଦକ ପ୍ରାପ୍ତ କରିଛନ୍ତି। ଦିବ୍ୟାଶା ବିଗତ ଦୁଇବର୍ଷ ମଧ୍ୟରେ ଅନେକ ବନ୍ଧୁକ ଚାଳନା ପ୍ରତିଯୋଗିତାରେ ଅଂଶ ଗ୍ରହଣ କରି ପ୍ରତ୍ୟେକ ଥର ଗୋଲ୍ଡ ମେଡାଲ ହାସଲ କରିଛନ୍ତି । ଉଲ୍ଲେଖଯୋଗ୍ୟଯେ, ଦିବ୍ୟଶା ତାଙ୍କର ମୁଖ୍ୟ ଇଭେଣ୍ଟ ୧୦ ମିଟର ଏୟାର ପିସ୍ତଲ (ISSF/ ଅଲମ୍ପିକ ଇଭେଣ୍ଟ ) ରେ ଅନେକ ପୁରସ୍କାର ତଥା ଗୋଲ୍ଡ ମେଡାଲ ହାସଲ କରିଛନ୍ତି ଏବଂ ପଶ୍ଚିମବଙ୍ଗର "ଆସାନସୋଲ" ଠାରେ ହୋଇଥିବା ଇଷ୍ଟଜୋନ ପ୍ରତିଯୋଗିତାରେ ଓଡିଶା ପାଇଁ ପ୍ରତିନିଧିତ୍ଵ କରି ଉନ୍ନତ ସ୍କୋର ସହିତ ଜାତୀୟ ଶୁଟିଂ ପ୍ରତିଯୋଗିତା ପାଇଁ ଯୋଗ୍ୟତା ହାସଲ କରିଛନ୍ତି । ଓଡିଶା ପାଇଁ ପ୍ରତିନିଧିତ୍ଵ କରି ଶୁଟିଂ ପ୍ରତିଯୋଗିତାରେ କୃତିତ୍ଵ ହାସଲ କରିବାରେ ସମଗ୍ର ସୁବର୍ଣ୍ଣପୁର ତଥା ଅଭିଭକ୍ତ ବଲାଙ୍ଗିର  ଜିଲ୍ଲାପାଇଁ "ଦିବ୍ୟାଶା" ହେଉଛନ୍ତି ପ୍ରଥମ ଗୌରବ । ଏଣୁ  ମିସ ଦିବ୍ୟାଶା ଙ୍କୁ  ସୋନପୁର  ଅଞ୍ଚଳ  ସମେତ ରାଜ୍ୟ ର ବିଭିନ୍ନ ବର୍ଗର ଲୋକେ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି । ଶୁଟର  ଦିବ୍ୟାଶା ହେଉଛନ୍ତି  ସୋନପୁର ମଝିପଡ଼ା ର ଶୁଷୁଶ୍ରୀ ପାତ୍ର ଏବଂ  ବରିଷ୍ଠ ସମାଜସେବୀ ତଥା ସାମ୍ବାଦିକ ଦିଲ୍ଲୀପ କୁମାର ଚୋପଦାର ଙ୍କ ସୁପୁତ୍ରୀ ।

 


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like