-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଦେଶ ବିଦେଶ

ରାଜନୈତିକ ଇତିହାସରେ ବିରଳ, ବିନା ବିରୋଧୀରେ ଏଠି ଚାଲିବ ସରକାର

19-Sep-2021



କୋହିମା: ନାଗାଲାଣ୍ଡ ଦେଶର ଏକମାତ୍ର ରାଜ୍ୟ ହେବ ଯେଉଁଠି ବିନା ବିରୋଧୀରେ ସରକାର ଚାଲିବ। ରାଜ୍ୟରେ ସମସ୍ତ ରାଜନୀତିକ ଦଳ ଏକାଠି ହେବା ପରେ ଏପରି ପରିସ୍ଥିତି ଉପିଜିଛି । ଯାହାକି ଦେଶର ରାଜନୈତିକ ଇତିହାସରେ ଏକ ବିରଳ ଚିତ୍ର। ନାଗାଲାଣ୍ଡ ବିଧାନସଭାରେ ସମସ୍ତ ରାଜନୀତିକ ଦଳ ଶନିବାର ଦିନ କୋହିମାଠାରେ ଶାସକ ଦଳ ଏବଂ ସମସ୍ତ ବିରୋଧୀ ଦଳ ହାତ ମିଳାଇ ଏକ ସର୍ବଦଳୀୟ ସରକାର ଗଠନ କରିବାକୁ ନିଷ୍ପତ୍ତି ନେଇଛନ୍ତି।ନୂଆ ସରକାରକୁ ୟୁନାଇଟେଡ୍ ଡେମୋକ୍ରାଟିକ୍ ଆଲାଏନ୍ସ ବୋଲି ନାମକରଣ କରାଯାଇଛି। ଯେଉଁଥିରେ କେନ୍ଦ୍ରର ଶାସକ ଦଳ ବିଜେପି ମଧ୍ୟ ରହିଛି।

ନାଗାଲାଣ୍ଡ ମୁଖ୍ୟମନ୍ତ୍ରୀ ନିଫି ରିଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବିରୋଧରେ ରହିବା ଅପେକ୍ଷା ସରକାରରେ ସାମିଲ ହେବାକୁ ସମସ୍ତ ରାଜନୀତିକ ଦଳ ସର୍ବସମ୍ମତି ପ୍ରକାଶ କରିଛନ୍ତି । ଏହି ନିଷ୍ପତ୍ତି ପରେ ମୁଖ୍ୟମନ୍ତ୍ରୀ ନିଫି ରିଓ ଟୁଇଟ୍ କରି କହିଛନ୍ତି ଯେ ନାଗାଲାଣ୍ଡରେ ୟୁନାଇଟେଡ୍ ଡେମୋକ୍ରାଟିକ୍ ଆଲାଏନ୍ସ (ୟୁଡିଏ) ସରକାର ହେବାକୁ ଯାଉଛି। ଦଳର ନେତା ତଥା ଏନଡିପିପି, ବିଜେପି, ଏନପିଏଫ ଏବଂ ସ୍ୱାଧୀନ ବିଧାୟକମାନେ ସର୍ବସମ୍ମତି କ୍ରମେ ଏହି ନିଷ୍ପତ୍ତି ନେଇଛନ୍ତି।*

*➡️ନାଗାଲାଣ୍ଡ ସରକାରଙ୍କ ମୁଖପାତ୍ର ନୀବା କ୍ରୋନୁ କହିଛନ୍ତି ଯେ ଆସନ୍ତା କିଛି ଦିନ ମଧ୍ୟରେ ୟୁଡିଏ ଗଠନ ପାଇଁ ବିଧାୟକମାନେ ବାଚସ୍ପତିଙ୍କୁ ଚିଠି ଲେଖିବେ। ଏହା ପୂର୍ବରୁ ଘୋଷଣା କରାଯାଇଥିଲା ଯେ ନୂଆ ସରକାରଙ୍କୁ ନାଗାଲାଣ୍ଡ ୟୁନାଇଟେଡ୍ ସରକାର କୁହାଯିବ, କିନ୍ତୁ କ୍ରୋନୁ ଶନିବାର ବସିଥିବା ବୈଠକ ବାବଦରେ କହିଛନ୍ତି ଯେ ନୂଆ ସରକାରଙ୍କୁ ୟୁଡିଏ ବୋଲି ନାମକରଣ କରାଯିବ।*

*➡️ସୂଚନାଯୋଗ୍ୟ, ଜୁଲାଇ 19ରେ ମୁଖ୍ୟ ବିରୋଧୀ ନାଗା ପିପୁଲ୍ସ ଫ୍ରଣ୍ଟ (ଏନପିଏଫ) ବିନା ସର୍ତ୍ତରେ ସର୍ବଦଳୀୟ ସରକାର ଗଠନ ପାଇଁ ଏକ ସଂକଳ୍ପ ପାରିତ କରିଥିଲେ। ଏପରି ହେଲେ ନାଗା ପ୍ରସଙ୍ଗର ମିଳିତ ସମାଧାନ ହୋଇପାରିବ ବୋଲି ଦାରାସ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ। ଏପରି ପଦକ୍ଷେପକୁ ଶାସକ ମେଣ୍ଟ ନ୍ୟାସନାଲିଷ୍ଟ ଡେମୋକ୍ରାଟିକ୍ ପ୍ରଗତିଶୀଳ ପାର୍ଟି (ଏନଡିପିପି) ପ୍ରଶଂସା କରିଥିଲା, କିନ୍ତୁ ଭାରତୀୟ ଜନତା ପାର୍ଟି (ବିଜେପି) ର ନେତାମାନେ ଏଥିରେ ଖୁସି ନଥିଲେ। ତେବେ ମୁଖ୍ୟମନ୍ତ୍ରୀ ରିଓ ବିଜେପିର କେନ୍ଦ୍ରୀୟ ନେତୃତ୍ୱକୁ ଏ ନେଇ ସୁନିଶ୍ଚିତ କରାଇଛନ୍ତି ଏଥିରେ କୌଣସି ଅସୁବିଧା ହେବ ନାହିଁ। 


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like