-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

19-Sep-2021



ନୟାଗଡ଼,(ପ୍ରଦୀପ କୁମାର ପଣ୍ଡା): ନୟାଗଡ଼ ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ପକ୍ଷରୁ ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ ପରିସରରେ ଜାତୀୟ ଲୋକ ଅଦାଲତ ଜିଲ୍ଲା ଓ ଦୈାରାଜଜ୍ ତଥା-ଅଧ୍ୟକ୍ଷା ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ନିର୍ଦ୍ଦେଶ ମତେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଲୋକ ଅଦାଲତରେ ଜିଲ୍ଲାଜଜ୍ କୋର୍ଟଙ୍କ ପକ୍ଷରୁ ୬୫ ଗୋଟି ଦୁର୍ଘଟଣା ଜନିତ ମାମଲା ଆଗତ କରାଯାଇ ୧୨ ଗୋଟି ମାମଲାର ଫଇସଲା ହୋଇ ୨୯ ଲକ୍ଷ ୭୦ ହଜାର ଟଙ୍କା କ୍ଷତି ପୁରଣ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ଅତିରିକ୍ତ ଜିଲ୍ଲାଜଜ୍ ଇତିଶ୍ରୀ ମହାପାତ୍ର ୪୭ ଗୋଟି ଦୁର୍ଘଟଣା ଜନିତ ମାମଲା ଆଗତ କରି ୧ ଗୋଟି ମାମଲାର ଫଇସଲା କରି ୨୦ ଲକ୍ଷ କ୍ଷତି ପୂରଣ ପ୍ରଦାନ କରିବାକୁ ଆଦେଶ ଦେଇଛନ୍ତି । ସେହିପରି ପରିବାର ଅଦାଲତ ପକ୍ଷରୁ ୧୩୭ ଗୋଟି ବୈବାହିକ ମାମଲା ଆଗତ କରି ୨୭ ଗୋଟି ମାମଲା ବିଚାରପତି ପ୍ରଶାନ୍ତ କୁମାର ମିଶ୍ର ଫଇସଲା କରାଯାଇଛି । ସବଜଜ୍ ଅମିତାଭ ପଣ୍ଡା ୯ ଗୋଟି ଜମି ଜମା ମାମଲା ଫଇସଲା କରିଥିôବା ବେଳେ ଅନ୍ୟତମ ସବଜଜ ପବିତ୍ରାନନ୍ଦ ପ୍ରଧାନ ୪ ଗୋଟି ଜମିଜମା ମାମଲା ଫଇସଲା କରିଛନ୍ତି । ଏସ୍ଡିଜେଏମ୍ ବବିତା ପାତ୍ର ୨୪୧ ଗୋଟି ପୈାଜଦାରୀ ଏବଂ ଜମିଜମା ମାମଲା ଆଗତ କରି ୫ ଗୋଟି ମାମଲାର ଫଇସଲା କରିଥିବା ସୂଚନା ମିଳିଛି । ପ୍ରଥମ ଶ୍ରେଣୀ ବିଭାଗୀୟ ମାଜିଷ୍ଟ୍ରେଟ ପ୍ରଚେତା ପ୍ରିୟ ଦର୍ଶିନି ମହାପାତ୍ର ୨ ଗୋଟି ରଫା ଯୋଗ୍ୟ ଫୌଜଦାରୀ ମାମଲା ଫଇସଲା କରିଥିଲେ । ସମଗ୍ର ଜିଲ୍ଲାରେ ସର୍ବମୋଟ ୨୭୯୩ ଗୋଟି ମାମଲାରୁ ୩୯୬ ଗୋଟି ମାମଲା ଫଇସଲା ହୋଇଥିଲା । ସେହିପରି ସ୍ଥାୟୀ ଓ ନିରନ୍ତର ଲୋକ ଅଦାଲତ ଜଜ୍ ତଥା ଜିଲ୍ଳା ଆଇନ ସେବା ପ୍ରାଧିକରଣ ସଚିବ ରଞ୍ଜୁଲତା ଲେଙ୍କା ୧୬୨୪ ଗୋଟି ପ୍ରାକ ବିବାଦ ମାମଲାର ଆଗତ କରି ୨୫୨ ଗୋଟି ମାମଲାର ସମାଧାନ କରିଥିଲେ । ଉକ୍ତ ଲୋକ ଅଦାଲତରେ ରେଜିଷ୍ଟ୍ରାର ଚିତ୍ତ ରଞ୍ଜନ ମିଶ୍ର, ମହିଳା ବିଚାରପତି ଜନାଲି ତ୍ରିପାଠୀ ପ୍ରମୂଖ ଉପସ୍ଥିତ ରହି ସହଯୋଗ ପ୍ରଦାନ କରିଥିଲେ । ଜିଲ୍ଲାର ସମସ୍ତ ଆଞ୍ଚଳିକ ବ୍ୟାଙ୍କ ଅଧିକାରୀ, ଆଇନ ସେବା ପ୍ରାଧିକରଣ ଓ ଜିଲ୍ଲା କୋର୍ଟର କର୍ମଚାରୀମାନେ ସହାୟତା ପ୍ରଦାନ କରିଥିବାରୁ ଅନୁଷ୍ଠାନ ତରଫରୁ ଜିଲ୍ଲାଜଜ୍ ରୁପଶ୍ରୀ ଚୌଧୁରୀ ସାଧୁବାଦ ପ୍ରଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like