-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଦେଶ ବିଦେଶ

ଗୁଗୁଲ (Google) ଲଞ୍ଚ କରିବାକୁ ଯାଉଛି ଏକ ନୂଆ ସ୍ମାର୍ଟଫୋନ୍, ସେମସଙ୍ଗେ (Samsung) ସହ ହେବ ଟକ୍କର

20-Sep-2021



 ନୂଆଦିଲ୍ଲୀ: ଆମେରିକାର ଟେକ୍ କମ୍ପାନୀ ଗୁଗଲ ନିକଟରେ ପିକ୍ସେଲ ୬ ସ୍ମାର୍ଟଫୋନ ଲଞ୍ଚ କରିବା ନେଇ ଘୋଷଣା କରିଛି । ମାତ୍ର ବର୍ତ୍ତମାନ ଏହାର ବିକ୍ରି ଆରମ୍ଭ ହୋଇନାହିଁ । ମାତ୍ର କମ୍ପାନୀ ଫୋଲ୍ଡେବଲ ସ୍ମାର୍ଟଫୋନ ନିର୍ମାଣ ପାଇଁ ପ୍ରସ୍ତୁତି ଚଳାଇଥିବା ଖବର ମିଳିଛି ।

ପୂର୍ବରୁ ଏକ ସମୟରେ ସାମସଙ୍ଗର ଫୋଲ୍ଡେବଲ ସ୍ମାର୍ଟଫୋନର ଚାହିଦା ଅଧିକ ରହିଥିଲା । ନିକଟରେ ସାମସଙ୍ଗ ଗାଲାକ୍ସି ଜେଡ୍ ଫୋଲ୍ଡ ୩ ଓ ଗାଲାକ୍ସି ଜେଡ୍ ଫ୍ଲିପ ୩ ଲଞ୍ଚ କରିଛି । ଗୁଗୁଲ ‘ପାସପୋର୍ଟ’ କୋଡନେମର ନାମରେ ଫୋଲ୍ଡେବଲ ସ୍ମାର୍ଟଫୋନ ତିଆରି କରୁଛି । ଟିସ୍ପଟର ଇବାନ ବ୍ଲାସଙ୍କ ଅନୁସାରେ, ଗୁଗଲ ବିଗତ ବହୁ ଦିନରୁ ଫୋଲ୍ଡେବଲ ସ୍ମାର୍ଟଫୋନ ଉପରେ କାର୍ଯ୍ୟ କରିଆସୁଛି । ତେବେ ଏବେ ଏହାର ଲଞ୍ଚ ଟାଇମଲାଇନ ସ୍ଥିରୀକୃତ ହୋଇନଥିବା ବେଳେ ଚଳିତ ବର୍ଷ ଏହା ଲଞ୍ଚ କରାଯିବ ବୋଲି ଟିସ୍ପଟର କହିଛନ୍ତି । ଏହି ଫୋଲ୍ଡେବଲ ସ୍ମାର୍ଟଫୋନରେ ଅଣ୍ଡର ଡିସପ୍ଲେ କ୍ୟାମେରା ସେଟଅପ୍ ଦିଆଯିବ । କିଛିଦିନ ପୂର୍ବରୁ ଗୁଗଲର ପିକ୍ସଲ ଫୋଲ୍ଡେବଲ ସ୍ମାର୍ଟଫୋନର ଏକ କଥିତ ବ୍ଲ ପ୍ରିଣ୍ଟ ମଧ୍ୟ ଆସିଥିଲା, ଯାହାକି ଦେଖିବାକୁ ଗାଲାକ୍ସି ଗୋଲ୍ଡ ପରି ଥିଲା । ପିକ୍ସଲ ୬ ପାଇଁ ଆୟୋଜିତ ହୋଇଥିବା ଏକ ଲଞ୍ଚ ଇଭେଣ୍ଟରେ ପିକ୍ସଲ ଫୋଲ୍ଡ ସ୍ମାର୍ଟଫୋନକୁ ଉପସ୍ଥାପିତ କରାଯାଇଥିଲା । ତେବେ ଏହାର ବିକ୍ରି ତାରିଖ ଆସନ୍ତା ଡିସେମ୍ବର ପର୍ଯ୍ୟନ୍ତ ଗୁଗଲ ପକ୍ଷରୁ ବଢ଼ାଯାଇଥିବା ଜଣାପଡ଼ିଛି । ଗୁଗଲ ପିକ୍ସଲ ୬ର ପ୍ରି ବୁକିଂ ଆସନ୍ତା ଅକ୍ଟୋବର ୧୯ ତାରିଖରୁ ଆରମ୍ଭ ହେବ ଓ ୨୮ ତାରିଖରୁ ବିକ୍ରି ହେବ ବୋଲି କୁହାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like