-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||     

HOME   ଖେଳ

ପ୍ରମୋଦ ଭଗତଙ୍କୁ ଖାସ୍‌ ଉପହାର ଦେଲେ ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକର।

20-Sep-2021



ନିକଟରେ ଶେଷ ହୋଇଥିବା ଟୋକିଓ ପାରାଲିମ୍ପିକ୍ସରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ରଚିଥିଲେ ଓଡ଼ିଆ ପୁଅ ପ୍ରମୋଦ ଭଗତ। ପରେ ନିଜର ବଡ଼ ପ୍ରଶଂସକ କ୍ରିକେଟ କିମ୍ବଦନ୍ତୀ ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କୁ ଭେଟିଥିଲେ ସୁନା ପୁଅ ପ୍ରମୋଦ। ଏବେ ସୁନା ପୁଅ ପ୍ରମୋଦ ଭଗତଙ୍କୁ ଖାସ୍‌ ଉପହାର ଦେଲେ ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକର।

ଟୋକିଓ ପାରାଲିମ୍ପିକ୍‌ସରେ ସ୍ବର୍ଣ୍ଣ ପଦକ ଜିତିଲା ପରେ ପ୍ରମୋଦଙ୍କୁ ସଚିନ ଶୁଭେଚ୍ଛା ଜଣାଇଥିଲେ। ତୁମ ସଫଳତା ସମଗ୍ର ଯୁବ ପିଢିଙ୍କୁ ଆକର୍ଷିତ କରିବ; ବିଶେଷକରି ଦିବ୍ୟାଙ୍ଗମାନଙ୍କ ପାଇଁ ପ୍ରେରଣା ପାଲଟିଛ ବୋଲି କହିଥିଲେ। କେବଳ ସେତିକି ନୁହେଁ ପାରାଲିମ୍ପିକ୍‌ସରେ ହାସଲ କରିଥିବା ସ୍ବର୍ଣ୍ଣ ପଦକକୁ ସଚିନ ଦେଖିବା ସହତି ସେଲ୍‌ଫି ମଧ୍ୟ ନେଇଥିଲେ। ସେହି ସମୟରେ ପ୍ରମୋଦ କହିଛନ୍ତି, ସଚିନ ମୋ ଆଦର୍ଶ। ସଚିନଙ୍କୁ ଭେଟିବା ନେଇ ପିଲାଦିନରୁ ସ୍ବପ୍ନ ରହିଥିଲା। ଯାହା ପୂରଣ ହୋଇଛି। ପ୍ରମୋଦ ଓ ସଚିନ ୩ ଘଣ୍ଟା ବିତାଇବା ସହ ଏକାଠି ମଧ୍ୟାହ୍ନ ଭୋଜନ ମଧ୍ୟ କରିଥିଲେ।

ଏବେ ଖୋଦ୍‌ ସଚିନ ତେନ୍ଦୁଲକର ୨୦୦ ତମ ଟେଷ୍ଟ ମ୍ୟାଚରେ ପିନ୍ଧିଥିବା ଜର୍ସିକୁ ପ୍ରମୋଦ ଭଗତଙ୍କୁ ଉପହାର ଦେଇଛନ୍ତି। ଜର୍ସିରେ ସଚିନଙ୍କ ଅଟୋଗ୍ରାଫ୍‌ ମଧ୍ୟ ରହିଛି। ରବିବାର ଦିନ କୋରିୟର ମାଧ୍ୟମରେ ଆସି ପହଁଞ୍ଚିଥିଲା ଉପହାର। ପ୍ରମୋଦ ତାଙ୍କ ଗୁରୁଙ୍କ ସାମ୍ନାରେ ଏହି ଜର୍ସି ଖୋଲିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026

You Might Also Like