-+91-9937148622 |
prerana_bgr@rediffmail.com |
Wednesday 11th March 2026 |
R.N.I. Regd No. ODIODI/2010/46693
Breaking News
02-Nov-2020
ଭୁବନେଶ୍ବର (ପ୍ରେରଣା ଖବର) - ରାଜ୍ଯରେ ଆଜି ପୁଣି ଖସିଲା କରୋନା ଗ୍ରାଫ୍। ଆଜି ଗୋଟିଏ ଦିନରେ ନୂଆ ୧୩୮୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ଏହି ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୭୯୮ ଓ ସ୍ଥାନୀୟ ଅଞ୍ଚଳରୁ ୫୯୧ ଜଣ ଚିହ୍ନଟ ହୋଇଛନ୍ତି। ରାଜ୍ଯରେ ଏଯାବତ୍ ୨,୯୩,୨୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ରାଜ୍ଯ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି!!*