-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||     

HOME   ଜିଲ୍ଲା

gରଥଗଡା ସ୍ଥିତ ନୂତନ ମାର୍କେଟ କମ୍ପ୍ଲେସ ରେ ନନ୍ଦିନୀ ଶତପଥୀ ଙ୍କ ମୂର୍ତିସ୍ଥାପନ ରେ ବିଳମ୍ବ ହେତୁ ଜିଲ୍ଲାପାଳଙ୍କୁ ଦାବିପତ୍ର

20-Sep-2021



ଢେଙ୍କାନାଳ (ତାପସ ଦାସ ): ଆଜି ଓଡିଶା ପ୍ରଗତିଦଳ ର ଢେଙ୍କାନାଳ ଶାଖା ତରଫରୁ ଜିଲ୍ଲାପାଳଙ୍କୁ ଭେଟି ଏକ ଦାବିପତ୍ର ପ୍ରଦାନ କରାଯାଇଛି ।ସ୍ଥାନୀୟ ରଥଗଡା ସ୍ଥିତ ନୂତନ ମାର୍କେଟ କମ୍ପ୍ଲେସ ମଧ୍ୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀ ଙ୍କର ପ୍ରତିମୂର୍ତ୍ତି ସ୍ଥାପନ ପାଇଁ ପୂର୍ବରୁ ଏକ ଦାବିପତ୍ର ପ୍ରଦାନ କରିଥିଲେ ମଧ୍ୟ ଏପର୍ଯ୍ୟନ୍ତ ପ୍ରଶାସନ କୌଣସି ଆନ୍ତରିକତା ଦେଖାଇନଥିବା କିମ୍ବା ପଦକ୍ଷେପ ଗ୍ରହଣ କରିନଥିବାରୁ ଓଡିଶା ପ୍ରଗତିଦଳ ର ଜିଲ୍ଲା ସଭାପତି ପ୍ରତାପ କୁମାର ପଣ୍ଡା ଅସନ୍ତୋଷ ପ୍ରକାଶ କରିଛନ୍ତି । ଏଥି ସଂଗେ ସଂଗେ ଏହି କମ୍ପ୍ଲେସର ପତ୍ୟେକ ଘରକୁ ମହିଳାମାନଙ୍କୁ

ସୁଲଭ ମୂଲ୍ୟରେ ପ୍ରଦାନ କଲେ ସେମାନେ ସ୍ୱାବଲମ୍ବୀ ହେବା ସଂଗେ ସଂଗେ ସେମାନେ ଜୀବନ ଜୀବିକା ନିର୍ବାହ କରିପାରିବା ସହ ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ପ୍ରତି ସଂମାନ ହୋଇପାରିବ ବୋଲି ମଧ୍ୟ ଦାବି ରଖିଛି । ଏବଂ ଜିଲ୍ଲା ପ୍ରଶାସନ ର ଏଭଳି କାର୍ଯ୍ୟ କୁ ବିଭିନ୍ନ ମହଲରେ ମଧ୍ୟ ପ୍ରଶଂସା ମିଳିପାରିବ ବୋଲି ଦଳ ଦାବି କରିଛି  । ଯଦି ଜିଲ୍ଲା ପ୍ରଶାସନ ଏଥିପ୍ରତି କୌଣସି ଆନ୍ତରିକତା ପ୍ରକାଶ ନ କରନ୍ତି ତେବେ ଓଡିଶା ପ୍ରଗତିଦଳ ଆଗକୁ ରାଜରାସ୍ତାକୁ ଆସିବା ସହ ଆଇନ ର ଆଶ୍ରୟ ନେବ ବୋଲି ଦାବି କରିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026

You Might Also Like