-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||     

HOME   ଜିଲ୍ଲା

    ଜିଲ୍ଲା କଂଗ୍ରେସ ଭବନରେ ପ୍ରସ୍ତୁତି ବୈଠକ-          ବିଭିନ୍ନ ସମସ୍ୟାକୁ ନେଇ ଆସନ୍ତା ୨୨ରେ କଂଗ୍ରେସର ଗଣଧାରଣା

20-Sep-2021



ବଲାଙ୍ଗିର , (ପ୍ରେରଣା ଖବର)-ୃ ବିକାଶ ଧାରା ରେ ବଲାଙ୍ଗିର କୁ ଯୋଡିବା ପାଇଁ  ଆସନ୍ତ ୨୨ ତାରିଖରେ ରାଜ୍ୟର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଲାଙ୍ଗିର ଗସ୍ତରେ ଆସୁଛନ୍ତି । କିନ୍ତୁ ଏଯାଏଁ ବଲାଙ୍ଗିରର ସବୁ ପ୍ରମୂଖ ସମସ୍ୟା ଦିର୍ଘଦିନ ହେଲା ଅସମାହିତ ହୋଇ ପଡି ରହିଛି । ତେବେ, ଆଜି ଜିଲ୍ଲା କଂଗ୍ରେସ କମିଟି ତରଫରୁ ଜିଲ୍ଲାର ସେହି ସବୁ ସମସ୍ୟା ଉପରେ ସବିଶେଷ ଆଲୋଚନା କରିବା ସହ ଚିର ଅବହେଳିତ ବଲାଙ୍ଗିରବାସୀଙ୍କ ବିଭିନ୍ନ ଦାବୀ ଗୁଡିକୁ ନେଇ ଆସନ୍ତା ୨୨ତାରିଖରେ କଂଗ୍ରେସ ଦଳ ସ୍ଥାନୀୟ ଜିଲ୍ଲାପାଳ କାର୍ଯ୍ୟଳୟ ସମ୍ମୁଖରେ ଏକ ବିଶଳ ଗଣ ଧାରଣା ପାଇଁ ପ୍ରସ୍ତୁତି କରିଥିବା ସୂଚନା ମିଳିଛି । ପଶ୍ଚିମାଞ୍ଚଳର ବିଭିନ୍ନ ଜିଲ୍ଲା ପରେ ଆସନ୍ତା ୨୨ ତାରିଖରେ ବଲାଙ୍ଗିର ଜିଲ୍ଲାକୁ ବିକାଶ ଧାରାରେ ଯୋଡାଯୀବା ନେଇ ସରକାରୀ ସୂଚନା ମିଳିଛି । ଖୌଦ ମୁଖ୍ୟମନ୍ତ୍ରୀ ବଲାଙ୍ଗିର ଗସ୍ତରେ ଆସି ଜିଲ୍ଲାର ଟିଟିଲାଗଡ, ପାଟଣାଗଡ ଓ ବଲାଙ୍ଗିର ଠାରେ ବିଭିନ୍ନ ପ୍ରକଳ୍ପର ପ୍ରାରମ୍ଭ କରିବା ନେଇ ଜଣା ପଡିଛିା କିନ୍ତୁ ଅନ୍ୟ ପଟେ ଜିଲ୍ଲାର ଅତ୍ୟନ୍ତ ଗୁରୁତ୍ୱପୁର୍ଣ୍ଣ ସମସ୍ୟାମାନଙ୍କ ସମାଧାନ ଦିଗରେ କୌଣସି ସରକାରୀ ପ୍ରୟତ୍ନ ଦେଖୀବାକୁ ମିଳି ନାହିଁ । ସଦ୍ୟ ଘଟିତ ମରୁଡି ସମସ୍ୟା ଦିଗରେ  ମରୁଡି ଘୋଷଣା , ସାହାଯ୍ୟ, ବୀମା, କୃଷୀ ରୁଣ ଓ ସାର ଦୁର୍ନୀତି, ଚାଷୀ ମୃତ୍ୟୁ ରୋକଲିବାକୁ କୌଣସି ପଦକ୍ଷୈପ ଗ୍ରହଣ କରାଯାଇ ନାହିଁ । ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ଘୌଷଣାରେ ସିମିତ ରହି ଜମି ଖଣ୍ଡିଏ ପାଇ ସଂଘର୍ଷ କରୁଥିବା ବେଳେ କୃଷୀ ବିଶ୍ୱ ବିଦ୍ୟାଳୟ ସ୍ଥାପନ ଏବେ ସାତ ସପନ ପାଲଟିଛି । ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ଓ ମହିଳା ମହା ବିଦ୍ୟାଳୟ ସମେତ ଜିଲ୍ଲାର ବିଭୀନ୍ନ ସ୍କୁଲ ଶିକ୍ଷକ ଓ କର୍ମଚାରୀ ସମସ୍ୟା ନେଇ ଜୁଝୁଛି । ଭୀମ ଭୋଇ ମେଡିକାଲ ସୁପ ସ୍ପେସିଆଲିଟି ଡାକ୍ତର ନଥିଭା ବେଳେ ଏହା କେବଳ ରେଫରାଲ କେନ୍ଦ ପାଲଟିଛି । ସେହିପରିି ପନି ସୁଗର , ପତ୍ୟେକ ବ୍ଲକରେ କୋଲ୍ଡ ସ୍ଟୋରେଜ ଓ ବଲାଙ୍ଗିର ଠାରେ ଡବ୍ଲିଡିସି ହେଡ ଅଫୀସ ସ୍ଥାପନ କରିବା ପ୍ରଶ୍ନ ବାଚୀ ହୋଇ ରହିଛି । ଆହୁରି ଭୂମୀହିନ ମାନଙ୍କୁ ତୁରନ୍ତ ଜମି ଓ ପଟ୍ଟା ଦେବା ସହ ଆବାସ ଯୋଜନାରେ ହିତାଧିକାରୀଙ୍କୁ ଘର ଯୋଗଇ ଦେବାକୁ ପ୍ରବଳ ଦାବୀ ହେଉଛି । ଅତଏବ ବଲାଙ୍ଗିରବାସୀଙ୍କ ଏସବୁ ସମସ୍ୟାର ସମାଧାନ ନହେବା ଯାଏଁ ବଲାଙ୍ଗିରକୁ ବିକାଶ ଧାରାରେ ସାମିଲ କରାଯାଇ ପାରିବ ନାହିଁ । ତେଣୂ ଗଣ ଧାରଣା ମାଧ୍ୟମରେ ଜିଲ୍ଲା କଂଗ୍ରେସ କମିଟି ବଲାଙ୍ଗିରବାସୀଙ୍କ ଏସବୁ ସମସ୍ୟା ଉପରେ ମୁଖ୍ୟମନ୍ତ୍ରୀଙ୍କଜ ଦଋଷ୍ଟି ଆକର୍ଷଣ କରିବ ବୋଲି କଂଗ୍ରେସ କହିଛି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026

You Might Also Like