-+91-9937148622 |

prerana_bgr@rediffmail.com |

  Wednesday 11th March 2026 |

| | | |

R.N.I. Regd No. ODIODI/2010/46693

Breaking News

ତାନଶ୍ରୀ ପାଣିଗ୍ରାହୀଙ୍କୁ ଜାତୀୟ ଉତ୍କଳ କାବ୍ୟ ରୌପ୍ୟ ରତ୍ନ ସମ୍ମାନ    (11-Mar-2026)       ||      *ନୂଆପଡ଼ା ଜିଲ୍ଲା ପ୍ରଶାସନ ପକ୍ଷ ରୁ ସୁଭଦ୍ରା ଶକ୍ତି ମେଳା ଶୁଭ ଉଦ୍ଘାଟିତ*   (11-Mar-2026)       ||      ରଶ୍ମିତା ପାଣ୍ଡେ ଶ୍ରେଷ୍ଠ ଯୁବ ମହିଳା ଏଚିଭର -୨୬ ରେ ସମ୍ମାନିତ   (10-Mar-2026)       ||      *ଅପରାଧ କୁ ନିୟନ୍ତ୍ରଣ ପାଇଁ ଅପରେସନ ସାଇବର କବଚ ଅଭିଜାନ ଉପରେ ସାମ୍ୱାଦିକ ସମ୍ମିଳନୀ*-   (10-Mar-2026)       ||      ଅଭିଭାବକ କୃତଜ୍ଞତା ଅର୍ପଣ ଉତ୍ସବ   (10-Mar-2026)       ||      ନୂଆପଡ଼ାରେ ଜିଲ୍ଲାସ୍ତରୀୟ ‘ସୁଭଦ୍ରା ଶକ୍ତି ମେଳା–୨୦୨୬  ମହିଳା ଉଦ୍ୟୋଗୀତା ଓ ସାଂସ୍କୃତିକ ପରମ୍ପରାର ମହୋତ୍ସବ ଉଦ୍ଘାଟିତ    (10-Mar-2026)       ||      ୧୫ କିମି ସାଇକଲରେ ଯାଇ ଅଭିଯୋଗ ଶୁଣିଲେ ବିଡିଓ   (10-Mar-2026)       ||      ବଲାଙ୍ଗିର ଜିଲ୍ଲା ପ୍ରଶାସନ ପକ୍ଷରୁ ‘ଶ୍ରୀଜଗନ୍ନାଥ ଦର୍ଶନ’ ଯାତ୍ରାର ଶୁଭାରମ୍ଭ   (10-Mar-2026)       ||      ଡୁଙ୍ଗୁରିପାଲି ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱ ବିଦ୍ୟାଳୟ ରେ ମହିଳା ଦିବସ ପାଳନ   (10-Mar-2026)       ||      *କମ୍ୟୁନିଟି ସେଣ୍ଟର କୋଠା ଉଦଘାଟନ କଲେ ସାଂସଦ ଙ୍କ ପ୍ରତିନିଧି*   (10-Mar-2026)       ||      ଓଡ଼ିଶା ସନାତନୀ କ୍ରିଏଟର ମଞ୍ଚ(OSCM)ର ପ୍ରଥମ ସମ୍ମିଳନୀ ସଫଳତାର ସହିତ ସମ୍ପନ୍ନ   (10-Mar-2026)       ||      ପାର୍ଲିଆମେଣ୍ଟ ରେ ଉଠିଲା ଗ୍ରାମସଭା ର ବିନା ଅନୁମୋଦନ ରେ ଗ୍ରାଫlଇଟ ମାଙ୍ଗାନିଜ ଖଣି ବ୍ଲକ ଲିଜ ଏବଂ ନିଲାମ ପ୍ରସଙ୍ଗ   (10-Mar-2026)       ||      ହଲଦିପାଲି ରେ ନକୁଳ ସହଦେଵ ମନ୍ଦିର ପ୍ରତିଷ୍ଠା ମହୋତ୍ସବ   (10-Mar-2026)       ||      ମୁଖ୍ୟମନ୍ତ୍ରୀଙ୍କୁ ରେଳମନ୍ତ୍ରୀଙ୍କ ଚିଠି♦️ ପୋତ୍ତନୁର (କୋଏମ୍ବାଟୁର୍) ଠାରୁ ଧାନବାଦ୍‌କୁ ନୂଆ ଅମୃତ ଭାରତ ଟ୍ରେନ୍ ମଞ୍ଜୁର, ଓଡିଶାର ୯ଟି ଷ୍ଟେସନ ଦେଇ ଚାଲିବ ଏହି ଟ୍ରେନ୍    (10-Mar-2026)       ||      ଦକ୍ଷିଣ ଏସିୟା ଗୋଲ ଶଟ ବଳ ଆନ୍ତର୍ଜାତୀୟ ଚାମ୍ପିୟନସିପ ଖେଳିବା ପାଇଁ ଭାରତ ଦଳ ପାଇଁ ମନୋନୀତ   (10-Mar-2026)       ||      ଡୁମେରପିଟା ଗ୍ରାମ ପଞ୍ଚାୟତ ଅଞ୍ଚଳରେ କ୍ୱାକ୍ ଙ୍କ ପ୍ରାଦୁର୍ଭାବ   (10-Mar-2026)       ||      ଡୁମେରପିଟା ଗ୍ରାମ ପଞ୍ଚାୟତ ଅଞ୍ଚଳରେ କ୍ୱାକ୍ ଙ୍କ ପ୍ରାଦୁର୍ଭାବ   (10-Mar-2026)       ||      ଜିଲ୍ଲା ସ୍ତରୀୟ କ୍ରୀଡା ପ୍ରତିଯୋଗୀତା   (10-Mar-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (09-Mar-2026)       ||      NH-316 ମାଟିଆପଡା ROB କାର୍ଯ୍ୟ ତଦାରଖ କଲେ ନିର୍ମାଣ ବିଭାଗ ପ୍ରମୁଖ ଶାସନ ସଚିବ♦️ ରଥଯାତ୍ରା ପୂର୍ବରୁ କାର୍ଯ୍ୟ ଶେଷ ଉପରେ ଗୁରୁତ୍ୱ    (09-Mar-2026)       ||     

HOME   ଜିଲ୍ଲା

ସୁବଲୟା ହାଇସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳିତ

20-Sep-2021



ସୁବଲୟା,(ପ୍ରେରଣା ଖବର) ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଲୟା ହାଇସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳିତ ହୋଇଯାଇଛି । ପ୍ରଧାନଶିକ୍ଷୟତ୍ରୀ ସ୍ୱର୍ଣ୍ଣଲତା ବେହେରାଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଏବଂ ଜୁନିଅର ରେଡକ୍ରସ ସାଧନକର୍ମି ଚନ୍ଦ୍ର ମଣି ବାଘଙ୍କ ନେତୃତ୍ୱରେ ବିଦ୍ୟାଳୟରେ ୧୫ ଦିନ ବ୍ୟାପୀ ସ୍ୱଚ୍ଛତା ସମ୍ବନ୍ଧୀୟ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଥମ ଦିନରେ ପ୍ରଧାନଶିକ୍ଷୟତ୍ରୀ ଶ୍ରୀମତୀବେହେରା ଛାତ୍ରୀଛାତ୍ରୀ ତଥା ଶିକ୍ଷକ ମାନଙ୍କୁ ଓସେପାଙ୍କ ନିର୍ଦ୍ଦେଶିତ ଶପଥ ପାଠ କରାଇଥେଲେ । ବିଦ୍ୟାଳୟର ପରିବେଶକୁ କିଭଳି ସ୍ୱଚ୍ଛ ରଖାଯାଇ ପାରିବ ସେ ବିଷୟରେ ଛାତ୍ରଛାତ୍ରୀ ମାନଙ୍କୁ ତାଲିମ ଦିଆଯାଇଥିଲା । ହାତଧୁଆ, ଭାଇରାଲ ଡିଜିଜରୁ ସୁରକ୍ଷା, ମ୍ୟାଲେରିଆ, ଡେଙ୍ଗୁ ରୋଗର ପ୍ରତିକାର ସମେତ କୋଭିଡ-୧୯ କରୋନା ଭାଇରସରୁ ମଣିଷ ସମାଜ କିଭଳି ସୁରକ୍ଷିତ ରହିବେ ସେ ଦିଗରେ କାର୍ଯ୍ୟକରିବାକୁ ମତାମତ ପ୍ରକାଶ ପାଇଥିଲା । ଜୁନିଅର ରେଡକ୍ରସ ୟୁନିଟର ଛାତ୍ର୍‌ଛାତ୍ରୀ ମାନେ ହାତ ଧୋଇବାର ସଫଳ ପ୍ରୟୋଗାମ୍‌ôକ ସୋପାନ ବିଷୟରେ ଅଭ୍ୟାସ କରିବା ସହିିତ ଘରେ ଯାଇ ନିଜ ନିଜ ପରିବାର ସଦସ୍ୟଙ୍କୁ ସେ ବିଷୟରେ ବୁଝାଇଥିଲେ । ସମାଜିକ ଦୂରତା, ମାସ୍କ ପରିଧାନ ଏବଂ ସେନିଟାଇଜର ବ୍ୟବାହାର କରିବା ଏବଂ କରୋନାକୁ ଦେଶରୁ ହଟାଇବା ସଂପର୍କରେ ସରକାରଙ୍କ ଗାଇଡଲାଇନକୁ ମାନି ଚଳିବାକୁ ସମସ୍ତେ କାର୍ଯ୍ୟ କରିବାକୁ ଆଗେଇ ଆସିଥିଲେ । କାର୍ଯ୍ୟକ୍ରମରେ ଶିକ୍ଷୟତ୍ରୀ ସମ୍ପା ବିଶ୍ୱାଳ, ଶିକ୍ଷକ ସଦାନନ୍ଦ ରଥଙ୍କ ସମସ୍ତ ଶିକ୍ଷକ ଏବଂ କର୍ମଚାରୀ ସହଯୋଗ କରିଥିଲେ । ଶେଷରେ ଶିକ୍ଷକ ପ୍ରଦୀମ ମହାନନ୍ଦ ଧନ୍ୟବାଦ ଅର୍ପଣ କରିଥିଲେ । 
 


News Comment




Photo in News

Advertisment
Lastest News
  ଜିଲ୍ଲା  
ତାନଶ୍ରୀ ପାଣିଗ୍ରାହୀଙ୍କୁ ଜାତୀୟ ଉତ୍କଳ କାବ୍ୟ ରୌପ୍ୟ ରତ୍ନ ସମ୍ମାନ   11-Mar-2026
  ଜିଲ୍ଲା  
*ନୂଆପଡ଼ା ଜିଲ୍ଲା ପ୍ରଶାସନ ପକ୍ଷ ରୁ ସୁଭଦ୍ରା ଶକ୍ତି ମେଳା ଶୁଭ ଉଦ୍ଘାଟିତ*   11-Mar-2026
  ଜିଲ୍ଲା  
ରଶ୍ମିତା ପାଣ୍ଡେ ଶ୍ରେଷ୍ଠ ଯୁବ ମହିଳା ଏଚିଭର -୨୬ ରେ ସମ୍ମାନିତ   10-Mar-2026
  ଜିଲ୍ଲା  
*ଅପରାଧ କୁ ନିୟନ୍ତ୍ରଣ ପାଇଁ ଅପରେସନ ସାଇବର କବଚ ଅଭିଜାନ ଉପରେ ସାମ୍ୱାଦିକ ସମ୍ମିଳନୀ*-   10-Mar-2026
  ଜିଲ୍ଲା  
ଅଭିଭାବକ କୃତଜ୍ଞତା ଅର୍ପଣ ଉତ୍ସବ   10-Mar-2026
  ଜିଲ୍ଲା  
ନୂଆପଡ଼ାରେ ଜିଲ୍ଲାସ୍ତରୀୟ ‘ସୁଭଦ୍ରା ଶକ୍ତି ମେଳା–୨୦୨୬  ମହିଳା ଉଦ୍ୟୋଗୀତା ଓ ସାଂସ୍କୃତିକ ପରମ୍ପରାର ମହୋତ୍ସବ ଉଦ୍ଘାଟିତ    10-Mar-2026
  ଜିଲ୍ଲା  
୧୫ କିମି ସାଇକଲରେ ଯାଇ ଅଭିଯୋଗ ଶୁଣିଲେ ବିଡିଓ   10-Mar-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲା ପ୍ରଶାସନ ପକ୍ଷରୁ ‘ଶ୍ରୀଜଗନ୍ନାଥ ଦର୍ଶନ’ ଯାତ୍ରାର ଶୁଭାରମ୍ଭ   10-Mar-2026
  ଜିଲ୍ଲା  
ଡୁଙ୍ଗୁରିପାଲି ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱ ବିଦ୍ୟାଳୟ ରେ ମହିଳା ଦିବସ ପାଳନ   10-Mar-2026
  ଜିଲ୍ଲା  
*କମ୍ୟୁନିଟି ସେଣ୍ଟର କୋଠା ଉଦଘାଟନ କଲେ ସାଂସଦ ଙ୍କ ପ୍ରତିନିଧି*   10-Mar-2026
  ଜିଲ୍ଲା  
ଓଡ଼ିଶା ସନାତନୀ କ୍ରିଏଟର ମଞ୍ଚ(OSCM)ର ପ୍ରଥମ ସମ୍ମିଳନୀ ସଫଳତାର ସହିତ ସମ୍ପନ୍ନ   10-Mar-2026
  ରାଜ୍ୟ  
ପାର୍ଲିଆମେଣ୍ଟ ରେ ଉଠିଲା ଗ୍ରାମସଭା ର ବିନା ଅନୁମୋଦନ ରେ ଗ୍ରାଫlଇଟ ମାଙ୍ଗାନିଜ ଖଣି ବ୍ଲକ ଲିଜ ଏବଂ ନିଲାମ ପ୍ରସଙ୍ଗ   10-Mar-2026

You Might Also Like