-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

ପ୍ରାଥମିକ ଚିକିତ୍ସା ସଚେତନତା କାର୍ଯ୍ୟକ୍ରମ

20-Sep-2021



ଡୁଙ୍ଗୁରିପାଲି(ପ୍ରେରଣା ଖବର)- ଆମେ ଦୈନନ୍ଦିନ ଜୀବନରେ ରାସ୍ତାରେ ଦୁର୍ଘଟଣାର ସମ୍ନା କରୁଛେ । ବର୍ଷକୁ ପାଖାପାଖି ୧୧ହଜାର ଲୋକେ ଦୁର୍ଘଟଣାରେ ମୃତ୍ୟୁ ବରଣ କରୁଅଛନ୍ତି । ପ୍ରାଥମିକ ଚିକିତ୍ସା ତାଲିମ ଦାତା ବହୁ ସଂଖ୍ୟାରେ ପ୍ରସ୍ତୁତ କରାଗଲେ ଅମୂଲ୍ୟ ଜୀବନ ସୁରକ୍ଷିତ ରୁହନ୍ତା । ଏହି କଥାକୁ ଲକ୍ଷ୍ୟ ରଖି ଭାରତୀୟ ରେଡକ୍ରସର ଓଡିଶା ଶାଖା ୩୦ଗୋଟି ଜିଲ୍ଲାରେ ଜୁନିଅର ରେଡକ୍ରସ ପରାମର୍ଶଦାତା ମାନଙ୍କୁ ଆବଶ୍ୟକୀୟ ପ୍ରାଥମିକ ଚିକିତ୍ସାରେ ତାଲିମ ପ୍ରଦାନ କରିବାର ବ୍ୟବସ୍ଥା କରିଅଛନ୍ତି । ୱେଷ୍ଟ୍ ଜୋନରୁ ସଫଳତାର ସହିତ ତାଲିମ ଗ୍ରହଣ କରିବା ପରେ ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ସୁନାପାଲି ଅପ ଗ୍ରେଡେଡ ହାଇସ୍କୁଲର ପରାମର୍ଶଦାତ୍ରୀ ତଥା ଫାଷ୍ଟ ଏଡର୍ ସସ୍ମିତା ସାହୁ ନିଜ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ କୋଭିଡ-୧୯ ଗାଇଡଲାଇନ୍ ଅନୁପାଳନ ପୂର୍ବକ ପ୍ରାଥମିକ ଚିକିତ୍ସା ବିଷୟରେ ସଚେତନ ମୂଳକ ତାଲିମ ପ୍ରଦାନ କରିଅଛନ୍ତି । ଛାତ୍ରଛାତ୍ରୀମାନେ ପ୍ରାଥମିକ ଚିକିତ୍ସାର ଲକ୍ଷ୍ୟ, ଉଦ୍ଦେଶ୍ୟ, ରକ୍ତସ୍ରାବ, ବ୍ୟାଣ୍ଡେଜ,

ରିକୋଭରି ପୋଜିସନ ଇତ୍ୟାଦି ବିଷୟରେ ଡେମୋନେଷ୍ଟ୍ରେସନ ମାଧ୍ୟମରେ ତାଲିମ ଗ୍ରହଣ କରିଥିଲେ । ସେମାନଙ୍କୁ ନିଜ ଘରେ ପରିବାର ସଦସ୍ୟ ଏବଂ ସାଙ୍ଗ ମାନଙ୍କୁ ଏହି ଜ୍ଞାନକୁ ଶିଖାଇବାକୁ ପ୍ରେରଣା ଦିଆଯାଇଥିଲା । ଜିଲ୍ଲା ଜୁନିଅର ରେଡକ୍ରସ ଅଫିସର ରବିଚନ୍ଦ୍ର ପଶାୟତ, ପ୍ରାଥମିକ ଚିକିତ୍ସା ଅଧ୍ୟାପକ ଲଲିତ ଭୋଇ, ଜିଲ୍ଲା ଜୁନିଅର ରେଡକ୍ରସ ସାଧନକର୍ମି ହୃଷିକେଶ ଡାଙ୍ଗ ପ୍ରମୁଖ କାର୍ଯ୍ୟକ୍ରମରେ ଯୋଗଦାନ କରି ଛାତ୍ରଛାତ୍ରୀ, ଶିକ୍ଷକ ଏବଂ ଶିକ୍ଷିକା ଏହି ପ୍ରାଥମିକ ଚକିତ୍ସା ସେବାର ଉପଯୋଗ କରି ସମାଜରେ ଲୋକ ମାନଙ୍କର ସେବା କରିବାକୁ ଆହ୍ୱାନ କରିଥିଲେ ।  ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ, ଭାଇସ୍‌ଚେୟାରମ୍ୟାନ ଗତିକୃଷ୍ଣ ମିଶ୍ର, ଜିଲ୍ଲା ସଂପାଦକ ହିମାଂଶୁ ଶେଖର କରଙ୍କ ମାର୍ଗଦର୍ଶନରେ କାର୍ଯ୍ୟକ୍ରମ ଟି ଅନୁଷ୍ଠିତ ହୋଇଥିଲା । କାର୍ଯ୍ୟକ୍ରମରେ ଶିକ୍ଷକ ମାନଭଂଜନ ସା, ପଂଚାନନ ମେହେର, ସହଦେବ ମେହେର, ମନୋଜ ପଧାନ, କିଶୋର ସେଠୀ, ମହେଶ ଭୋଇ, ଶିକ୍ଷୟିତ୍ରୀ ମଂଜୁଳତା ମିଶ୍ର, ରଶ୍ମିତା ମେହେର, ଦେବକୀ ବାଘ, ବୀଥିକା ଭୁଏ, ସାବିତ୍ରୀ ସାହୁ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ । ଶେଷରେ ଶିକ୍ଷୟିତ୍ରୀ ଦେବକୀ ବାଘ  ଧନ୍ୟବାଦ ଅର୍ପଣ କରିଥିଲେ । ରାଜ୍ୟ ଶାଖା ଜୁନିଅର ରେଡକ୍ରସ୍ ଅଫିସର ଲକ୍ଷ୍ମଣ ସ୍ୱାଇଁ ସୁବର୍ଣ୍ଣପୁର ଜିଲ୍ଲାରେ ପ୍ରାଥମିକ ଚିକିତ୍ସା ତାଲିମ ଦିଗରେ ଗ୍ରହଣ କରାଯାଇଥିବା କାର୍ଯ୍ୟକ୍ରମର ଭୂୟସୀ ପ୍ରଶଂସା କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like